ମାଥିଉ Chapter 3

For English

Read ମାଥିଉ Chapter 3 Online

Read ମାଥିଉ Chapter 3 online from the Holy Bible. This chapter is part of the Book of ମାଥିଉ in the New Testament. Browse every verse with easy chapter navigation, continue to the next chapter, or explore the complete Book of ମାଥିଉ and the Holy Bible online.

Choose a Chapter

ମାଥିଉ 3

ଅଧ୍ୟାୟ 3

1. ସହେି ସମୟରେ ବାପ୍ତିଜକ ଯୋହନ ଆସି ୟିହୂଦା ପ୍ରଦେଶର ପ୍ରାନ୍ତର ମଧିଅରେ ଘାଷେଣା କରି କହିବାକୁ ଲାଗିଲେ

2. ତୁମ୍ଭମାନଙ୍କର ଜୀବନ ଓ ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗ ରାଜ୍ଯ ଶୀଘ୍ର ଆସୁଅଛି।"

3. ସହେି ଯୋହନଙ୍କ ବଷୟ ରେ ଭବିଷ୍ଯଦ୍ବକ୍ତା ୟିଶାଇୟ କହୁଥିଲେ,"ପ୍ରାନ୍ତର ରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ବର। 'ପ୍ରଭୁଙ୍କର ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର।" ୟିଶାଇୟ 40:3

4. ଯୋହନଙ୍କ ବସ୍ତ୍ର ଓଟ ଲୋମ ରେ ତିଆରି ହାଇେଥିଲା। ସେ ଅଣ୍ଟା ରେ ଚମଡା ପଟି ବାନ୍ଧିଥିଲେ। ପଙ୍ଗପାଳ ଓ ବନମଧୁ ତାହାଙ୍କର ଖାଦ୍ୟ ଥିଲା।

5. ସେ ସମୟରେ ୟିରୂଶାଲମ,ସମଗ୍ର ୟିହୂଦା ରାଜ୍ଯ ଓ ୟର୍ଦ୍ଦନ ନଦୀର ଦୁଇପାଖ ଅଞ୍ଚଳ ରେ ଥିବା ଲୋକେ ଯୋହନଙ୍କ ପାଖକୁ ଉପଦେଶ ଶୁଣିବାକୁ ଆସିଲେ।

6. ସମାନେେ ନିଜ ନିଜ ପାପ ସ୍ବୀକାର କଲେ। ଯୋହନ ୟର୍ଦ୍ଦନ ନଦୀ ରେ ସମାନଙ୍କେ ବାପ୍ତିସ୍ମ ଦେଲେ।

7. ଅନକେ ଫାରୂଶୀ ଓ ସାଦ୍ଦୂକୀ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିବା ସ୍ଥାନକୁ ଆସିଲେ। ସମାନଙ୍କେୁ ଦେଖି ଯୋହନ କହିଲେ, " ହେ କାଳସର୍ପ ଗଣା ତୁମ୍ଭେ ପ୍ରଭୁଙ୍କ ଆଗାମୀ କୋର୍ଧରୁ ପଳାୟନ କରିବା ପାଇଁ ତୁମ୍ଭକୁ କିଏ ଚତାବେନୀ ଦଲୋ?

8. ତୁମ୍ଭକୁ ନିଜର କାର୍ୟ୍ଯ ଦ୍ବାରା ପ୍ରକାଶ କରିବାକୁ ହବେ ଯେ, ତୁମ୍ଭେ ବାସ୍ତବ ରେ ମନପରିର୍ତ୍ତନ କରିଛ।

9. ତୁମ୍ଭମାନେେ ନିଜକୁ ଅବ୍ରାହାମ ସନ୍ତାନ ବୋଲି କହି ଦେଲେ ଯେ ୟଥେଷ୍ଟ ହାଇଗେଲା, ସେ କଥା କବେେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ବର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡିକରୁ ମଧ୍ଯ ସନ୍ତାନ ସୃଷ୍ଟି କରିପାରିବେ।

10. ଗଛର ମୂଳ ଉପରେ କୁରାଢି ରଖା ଯାଇସାରିଲାଣି। ଯେଉଁସବୁ ଗଛ ଭଲ ଫଳ ଦେଉ ନାହାଁନ୍ତି, ସଗେୁଡିକୁ କାଟି ନିଆଁ ରେ ପକଇେ ଦିଆୟିବ।

11. "ତୁମ୍ଭମାନେେ ମନପରିବର୍ତ୍ତନ କରିଥିବାରୁ ମୁଁ ତ ତୁମ୍ଭକୁ ଜଳ ରେ ବାପ୍ତିସ୍ମ ଦେଉଛି, କିନ୍ତୁ ମାେ ପରେ ଯେ ଆସୁଛନ୍ତି, ସେ ମାେ'ଠାରୁ ମହାନ। ମୁଁ ତ ତାହାଙ୍କର ଜୋତାବୋହି ନବୋକୁ ମଧ୍ଯ ୟୋଗ୍ଯ ନୁହେଁ। ସେ ତୁମ୍ଭକୁ ପବିତ୍ରଆତ୍ମା ଓ ଅଗ୍ନି ରେ ବାପ୍ତିସ୍ମ ଦବେେ।

12. ତାହାଙ୍କ ହାତ ରେ କୁଲା ଅଛି। ସେଥି ରେ ସେ ଶସ୍ଯ ସବୁରୁ ଅଗାଡି ତକ ଅଲଗା କରି ଦବେେ। ସେ ତାହାଙ୍କ ଖଳାରୁ ପରିଷ୍କାର ହାଇେଥିବା ଶସ୍ଯତକ ଏକାଠି କରିନଇେ ଅମାର ଭତ ରେ ରଖି ଦବେେ ଓ ଅଗାଡି, କାଠ-କୁଟାତକ ନିଆଁ ରେ ପକଇେ ଦବେେ। ସେ ନିଆଁ କବେେ ହେଲେ ଲିଭିବ ନାହିଁ।"

13. ସହେି ସମୟରେ ଯୋହନଙ୍କଠାରୁ ବାପ୍ତିସ୍ମ ନବୋପାଇଁ ଯୀଶୁ ଗାଲିଲୀରୁ ୟର୍ଦ୍ଦନ ନଦୀ କୂଳକୁ ଆସିଲେ।

14. କିନ୍ତୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ତାହାଙ୍କଠା ରେ ନବୋ ପାଇଁ ମନା କରିବାକୁ ଚେଷ୍ଟା କରି କହିଲେ, " ମାରେ ତୁମ୍ଭଠାରୁ ବାପ୍ତସ୍ମ ନବୋ ଦରକାର। ତୁମ୍ଭେ ମାେ ପାଖକୁ କାହିଁକି ଆସିଛ?"

15. ଉତ୍ତର ରେ ଯୀଶୁ ତାହାଙ୍କୁ କହିଲେ, "ବହିଭଳି ହେଉ। ଆମ୍ଭେ ସମସ୍ତ ବିଷୟ କରିବା ଉଚିତ, ଯାହା ଉତ୍ତମ ଅଟେ।" ତେଣୁ ଯୋହନ ଯୀଶୁଙ୍କୁ ବାପ୍ତିସ୍ମ ଦବୋପାଇଁ ରାଜି ହେଲେ।

16. ଯୀଶୁ ବାପ୍ତିଜିତ ହେଲେ। ଯୀଶୁ ଜଳରୁ ବାହାରିବା ମାତ୍ ରେ ଆକାଶ ଖାଲିଗେଲା, ଏବଂ ସେ ପରମେଶ୍ବରଙ୍କ ଆତ୍ମାକୁ ଗୋଟିଏ କପୋତ ରୁପରେ ତଳକୁ ଓହ୍ଲଇେ ତାହାଙ୍କ ଉପରକୁ ଆସୁଥିବାର ଦେଖିଲେ।

17. ସେତବେେଳେ ଆକାଶରୁ ଏହି ବାଣୀ ହେଲା: "ଏ ମାରେ ପ୍ରୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ ରମେ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।"

About ମାଥିଉ Chapter 3

Read ମାଥିଉ Chapter 3 online from the Holy Bible. This chapter is part of the Book of ମାଥିଉ in the New Testament. Continue reading with the chapter navigation above or explore the complete book.

Book Information

Book: ମାଥିଉ
Chapter: 3
Testament: New Testament

How to Read this Chapter

Use the Previous and Next Chapter buttons to continue reading ମାଥିଉ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ମାଥିଉ Chapter 3 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ମାଥିଉ Chapter 3?

ମାଥିଉ Chapter 3 is part of the Book of ମାଥିଉ in the Holy Bible.

Can I read this chapter online?

Yes. You can read the complete ମାଥିଉ Chapter 3 online for free with easy chapter navigation.

More Chapters from ନୂତନ ନିୟମ

  1. ମାର୍କ Chapter 13
  2. ମାର୍କ Chapter 12
  3. ମାର୍କ Chapter 4
  4. 1 ତୀମଥି Chapter 3
  5. ଯୋହନ Chapter 21
  6. ଯୋହନ Chapter 1
  7. 2 କରିନ୍ଥୀୟ Chapter 2

Explore More from ମାଥିଉ

  1. ମାଥିଉ Chapter 23
  2. ମାଥିଉ Chapter 8
  3. ମାଥିଉ Chapter 5
  4. ମାଥିଉ Chapter 4
  5. ମାଥିଉ Chapter 27
  6. ମାଥିଉ Chapter 20
  7. ମାଥିଉ Chapter 19

Related Chapters & Readings

  1. ଯୋହନ Chapter 17
  2. ବିଚାରକର୍ତ୍ତା Chapter 13
  3. ଆଦି ପୁସ୍ତକ Chapter 38
  4. ଯୋହନ Chapter 13
  5. ପ୍ରକାଶିତ ବାକ୍ୟ Chapter 17
  6. ମାର୍କ Chapter 12
  7. ମାର୍କ Chapter 7
Share Your Love

Leave a Reply

Your email address will not be published. Required fields are marked *