Read ମାଥିଉ Chapter 4 Online
Read ମାଥିଉ Chapter 4 online from the Holy Bible. This chapter is part of the Book of ମାଥିଉ in the New Testament. Browse every verse with easy chapter navigation, continue to the next chapter, or explore the complete Book of ମାଥିଉ and the Holy Bible online.
Choose a Chapter
ମାଥିଉ 4
ଅଧ୍ୟାୟ 4
1. ତା'ପରେ ସହେି ପବିତ୍ର ଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢାଇ ନାଇଗଲେ। ଶୟତାନ ଦ୍ବାରା ପରୀକ୍ଷୀତ ହବୋପାଇଁ ତାହଙ୍କୁ ସଠାେକୁ ନିଆଯାଥିଲା।
2. ଯୀଶୁ ଗ୍ଭଳିଶ ଦିନ ଓ ଗ୍ଭଳିଶ ରାତି କିଛି ଖାଇଲେ ନାହିଁ। ଏହା ପରେ ତାହାଙ୍କୁ ଖୁବ ଭୋକ ଲାଗୁଥିଲା।
3. ଶୟତାନ ପରୀକ୍ଷା କରିବା ନିମନ୍ତେ ଆସି ତାହାଙ୍କୁ କହିଲା, "ତୁମ୍ଭେ ଯଦି ପରମେଶ୍ବରଙ୍କ ପୁତ୍ର, ତବେେ ଏହି ପଥରଗୁଡିକୁ ରୋଟୀ ହାଇେ ୟିବାପାଇଁ କୁହ।"
4. ଯୀଶୁ ଉତ୍ତର ରେ କହିଲେ, "ଶାସ୍ତ୍ର ରେ ଏହା ଲଖାେଅଛି, 'ମଣିଷକୁ କବଳେ ଖାଦ୍ୟ ରେ ବଞ୍ଚିବ ନାହିଁ, କିନ୍ତୁ ତା'ର ଜୀବନ ପରମେଶ୍ବରଙ୍କ ମହଁରୁ ବାହାରି ଥିବା ପ୍ରେତ୍ୟକକ ବାକ୍ଯ ରେ ହିଁ ବଞ୍ଚିବ।"
5. ତା'ପରେ ଶୟତାନ ତାହାଙ୍କୁ ପବିତ୍ର ନଗରୀ ୟିରୂଶାଲମକୁ ନଇଗେଲା। ସେ ଯୀଶୁଙ୍କକୁ ମନ୍ଦିରର ସବୁଠାରୁ ଉଚ୍ଚ ସ୍ଥାନ ରେ ରଖିଲା।
6. ଶୟତାନ କହିଲା, "ଯଦି ତୁମ୍ଭେ ପରମାଶ୍ବରଙ୍କ ପୁତ୍ର, ତବେେ ତଳକୁ ଡଇେଁପଡ। କାରଣ ଶାସ୍ତ୍ର ରେ ଲଖାେଅଛ:
7. ଯୀଶୁ ତାହାକୁ ଉତ୍ତର ଦେଲେ, "ଶାସ୍ତ୍ର ଏକଥା ମଧ୍ଯ କୁ ହେ:
8. ତାପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନାଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ଯ ଓ ସଗେୁଡିକର ଐଶ୍ବର୍ୟ୍ଯ ଦଖାଇେଲା.
9. ଶୟତାନ ଯୀଶୁଙ୍କୁ କହିଲା, "ଯଦି ତୁମ୍ଭେ ପାଦତଳେ ପଡି ମାେତେ ପ୍ରଣାମ କରିବ, ତବେେ ତୁମ୍ଭକୁ ମୁଁ ଏସବୁ ଦଇେ ଦବେି।"
10. ଯୀଶୁ ତାକୁ କହିଲେ, "ଶୟତାନ, ମାେ ପାଖରୁ ଦୂରହୁଅ। କାରଣ ଶାସ୍ତ୍ର ରେ ଲଖାେଅଛି:
11. ତେଣୁ ଶୟତାନ ତାହାଙ୍କୁ ଛାଡି ଗ୍ଭଲିଗଲା, ଏବଂ ତା'ପରେ ସ୍ବର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ।
12. ଯୋହନ କାରାଗାର ରେ ବନ୍ଦୀ ହାଇେଥିବା ଖବର ଯୀଶୁ ଶଣିଲେ। ତେଣୁ ଯୀଶୁ ଗାଲିଲୀକୁ ଫରେିଗଲେ।
13. ଯୀଶୁ କିନ୍ତୁ ନାଜରିତ ରେ ରହିଲେ ନାହିଁ। ସେ ଗାଲିଲୀ ହ୍ରଦ କୂଳ ରେ କଫର୍ନାହୂମ ସହର ରେ ବାସ କଲେ। କଫର୍ନାହୂମ ସବୂଲୂନ ଓ ନପ୍ତାଲିର ପାଖ ଅଞ୍ଚଳ ରେ ଅବସ୍ଥିତ।
14. ଭବଷ୍ଯଦ୍ବକ୍ତା ୟିଶାଇୟଙ୍କ ମାଧ୍ଯମ ରେ ପ୍ରଭୁ ପରମେଶ୍ବର ଯାହା କହିଥିଲେ, ତାହା ପୂର୍ଣ୍ଣ ହବୋ ପାଇଁ ଯୀଶୁ ଏଭଳି କରିଥିଲେ।
15. "ସବୂଲୂନ ଓ ନପ୍ତାଲୀ ପ୍ରଦେଶ, ସମୁଦ୍ର ରାସ୍ତାର ନିକଟସ୍ଥ ୟର୍ଦ୍ଦନ ନଦୀର ପରପାରିସ୍ଥ ଗାଲୀଲୀର ଏକ ଅଣଯିହୂଦୀ ପ୍ରଦେଶ।
16. ଯେଉଁଲୋକମାନେ ଅନ୍ଧାର ରେ ରହୁଥିଲେ, ସମାନେେ ଏକ ମହାନ ଜ୍ଯୋତି ଦେଖିଲେ। କବର ଭଳି ଅନ୍ଧକାରମୟ ପ୍ରଦେଶ ରେ ଯେଉଁମାନେ ରହୁଥିଲେ, ସମାନଙ୍କେ ଉପରେ ଜ୍ଯୋତିର ଉଦୟ ହେଲା।"
17. ସହେି ଦିନଠାରୁ ଯୀଶୁ ପ୍ରଗ୍ଭର କରିବା ଆରମ୍ଭ କରି ଦେଲେ। ସେ କହିଲେ, "ହୃଦୟ ପରିବର୍ତ୍ତନ କର, କାରଣ ସ୍ବର୍ଗରାଜ୍ଯ ନିକଟ ହାଇଗେଲାଣି।"
18. ଯୀଶୁ ଗାଲୀଲୀ ହ୍ରଦ ପାଖ ଦଇେ ଯାଉଥିଲେ। ସେ (ପିତର ନାମ ରେ ଖ୍ଯାତ) ଶିମାନେ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ଦାଖିଲେ। ସମାନେେ ହ୍ରଦ ରେ ଜାଲ ପକାଉଥିଲେ। ସମାନେେ, ବ୍ଯବସାୟ ରେ କେଉଟ ଥିଲେ।
19. ଯୀଶୁ ସମାନଙ୍କେୁ କହିଲେ, "ଆସ, ମାେତେ ଅନୁସରଣ କର। ମୁଁ ତୁମ୍ଭକୁ ଏକ ଭିନ୍ନ ପ୍ରକାରର କେଉଟ କରିବି। ମାଛ ନ ଧରି ମଣିଷମାନଙ୍କୁ ତୁମ୍ଭେ ଏକତ୍ର ସଂଗ୍ରହ କରିବ।"
20. ସମାନେେ ସଙ୍ଗେ ସଙ୍ଗେ ତାହାଙ୍କ ଜାଲ ଛାଡିଦଇେ ଯୀଶୁଙ୍କୁ ଅନୁସରଣ କଲେ।
21. ଯୀଶୁ ସଠାରୁେ ଆଗକୁ ଚାଲିଲେ। ସେ ଦେଖିଲେ ଯେ ଜବଦେୀଙ୍କ ପୁଅ ଯାକୁବ ଓ ଯୋହନଙ୍କୁ ତାହାଙ୍କ ବାପାଙ୍କ ସହିତ ଡଙ୍ଗା ଉପରେ ବସି ଜାଲ ମରାମତି କରୁଛନ୍ତି। ଯୀଶୁ ସମାନଙ୍କେୁ ଡାକିଲେ।
22. ସମାନେେ ସଙ୍ଗେ ସଙ୍ଗେ ତାହାଙ୍କ ବାପାଙ୍କୁ ଓ ଡଙ୍କାକୁ ଛାଡି ଦଇେ ଯୀଶୁଙ୍କୁ ଅନୁସରଣ କଲେ.
23. ଯୀଶୁ ଯୀହୂଦୀ ସମାଜଗୃହ ମାନଙ୍କ ରେ ସ୍ବର୍ଗ ରାଜ୍ଯ ରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡା ଦୂରକରି ସମଗ୍ର ଗାଲିଲୀ ରାଜ୍ଯ ରେ ଭ୍ରମଣ କଲେ।
24. ସମଗ୍ର ସୁରିଯା ଦେଶ ରେ ତାହାଙ୍କର ସମାଗ୍ଭର ବ୍ଯାପିଗଲା। ଯେଉଁ ଲୋକମାନେ ବିଭିନ୍ନ ରୋଗ ଓ ଭୟଙ୍କର ପୀଡା ରେ ଭୋଗୁଥିଲେ, ଯାଉଁମାନଙ୍କୁ ଭୂତ କବଳିତ କରିଥିଲା, ଯେଉଁମାନେ ମୃର୍ଚ୍ଛା ରୋଗୀ ଓ ପକ୍ଷଘାତ ରୋଗୀ ଥିଲେ, ସମାନେେ ସମସ୍ତେ ଯୀଶୁଙ୍କ ପାଖକୁ ଆସିବାକୁ ଲାଗିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।
25. ତେଣୁ ଗାଲିଲୀ, ଦକୋପଲି, ୟିରୂଶାଲମ, ଯୀହୂଦା ଓ ୟର୍ଦ୍ଦନ ନଦୀର ଆର ପାରିର ବହୁଲୋକ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲେ।
About ମାଥିଉ Chapter 4
Read ମାଥିଉ Chapter 4 online from the Holy Bible. This chapter is part of the Book of ମାଥିଉ in the New Testament. Continue reading with the chapter navigation above or explore the complete book.
Book Information
Book: ମାଥିଉ
Chapter: 4
Testament: New Testament
How to Read this Chapter
Use the Previous and Next Chapter buttons to continue reading ମାଥିଉ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ମାଥିଉ Chapter 4 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ମାଥିଉ Chapter 4?
ମାଥିଉ Chapter 4 is part of the Book of ମାଥିଉ in the Holy Bible.
Can I read this chapter online?
Yes. You can read the complete ମାଥିଉ Chapter 4 online for free with easy chapter navigation.
More Chapters from ନୂତନ ନିୟମ
- ମାର୍କ Chapter 13
- ମାର୍କ Chapter 12
- ମାର୍କ Chapter 4
- 1 ତୀମଥି Chapter 3
- ଯୋହନ Chapter 21
- ଯୋହନ Chapter 1
- 2 କରିନ୍ଥୀୟ Chapter 2
Explore More from ମାଥିଉ
- ମାଥିଉ Chapter 6
- ମାଥିଉ Chapter 22
- ମାଥିଉ Chapter 28
- ମାଥିଉ Chapter 13
- ମାଥିଉ Chapter 27
- ମାଥିଉ Chapter 25
- ମାଥିଉ Chapter 9