Read ଯାତ୍ରା ପୁସ୍ତକ Chapter 14 Online
Read ଯାତ୍ରା ପୁସ୍ତକ Chapter 14 online from the Holy Bible. This chapter is part of the Book of ଯାତ୍ରା ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯାତ୍ରା ପୁସ୍ତକ and the Holy Bible online.
Choose a Chapter
ଯାତ୍ରା ପୁସ୍ତକ 14
ଅଧ୍ୟାୟ 14
1. ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ,
2. "ଇଶ୍ରାୟେଲର ଲୋକମାନଙ୍କୁ କୁହ, ସମାନେେ ପୀହହୀରୋତକୁ ଫରେି ୟାଆନ୍ତୁ ଏବଂ ସାମନା ରେ ଛାଉଣୀ ପକାନ୍ତୁ। ସମାନଙ୍କେୁ କୁହ, ସମାନେେ ମିଗ୍ଦୋଲ ଓ ସମୁଦ୍ର ମଧିଅରେ ଏବଂ ବାଲ୍ସଫୋନ୍ ଆଗ ରେ ଛାଉଣୀ ସ୍ଥାପନ କରନ୍ତୁ।
3. ତହିଁରେ ଫାରୋ ଭାବିବେ ଯେ, ଇଶ୍ରାୟେଲର ଲୋକମାନେ ମରୁଭୂମି ମଧିଅରେ ବାଟବଣା ହାଇେଅଛନ୍ତି।
4. ମୁଁ ଫାରୋଙ୍କୁ ପୁଣି ଜିଦ୍ଖୋର କରିବି ଏବଂ ଯେପରି ସେ ତୁମ୍ଭମାନଙ୍କୁ ଗୋଡ଼ାଇବେ। କିନ୍ତୁ ମୁଁ ଫାରୋ ଏବଂ ତାଙ୍କର ସୈନ୍ଯମାନଙ୍କୁ ପରାସ୍ତ କରିବି। ଏହା ମାରେ ସମ୍ମାନ ବଢାଇବ। ତାହାହେଲେ ମିଶର ଲୋକମାନେ ଜାଣିବେ ଯେ ମୁଁ ହେଉଛି ସଦାପ୍ରଭୁ।" ସମାନେେ ତାଙ୍କ ଆଜ୍ଞା ଅନୁସାରେ କାର୍ୟ୍ଯ କଲେ।
5. ମିଶରର ରାଜା ଖବର ପାଇଲେ ଯେ ଇଶ୍ରାୟେଲୀୟ ଲୋକମାନେ ପଳାଇଛନ୍ତି। ସେ ଯେତବେେଳେ ଏହା ଶୁଣିଲେ, ସେ ଏବଂ ତାଙ୍କର ଅଧିକାରୀ ତାଙ୍କର ମଦ ପରିବର୍ତ୍ତନ କଲେ। ସମାନେେ କହିଲେ, "ଆମ୍ଭମାନେେ କ'ଣ? କାହିଁକି ଆମ୍ଭମାନେେ ଇଶ୍ରାୟେଲର ଲୋକମାନଙ୍କୁ ୟିବାକୁ ଦବେୁ? ଆମ୍ଭେ ଆମ୍ଭର ଦାସମାନଙ୍କୁ ହରାଇଅଛୁ।"
6. ତେଣୁ ଫାରୋ ତାଙ୍କର ରଥ ଓ ଲୋକମାନଙ୍କୁ ସାଙ୍ଗ ରେ ନେଲେ।
7. ଫାରୋ ମିଶରର ଅନ୍ଯାନ୍ଯ ସୈନ୍ଯ ଓ ରଥ ସହିତ 600 ଜଣ ନିପୁଣ ସୈନ୍ଯ ଏବଂ ସମାନଙ୍କେର ରଥଗୁଡ଼ିକ ନେଲେ ଏବଂ ପ୍ରେତ୍ୟକକ ରଥରେ ଜଣେ ଅଧିକାରୀ ରହିଲେ।
8. ଇଶ୍ରାୟେଲୀୟ ଲୋକମାନେ ବିଜଯୀ ଭାବରେ ବାସ କରୁଥିଲେ। କିନ୍ତୁ ଯେ ହତେୁ ସଦାପ୍ରଭୁ ଫାରୋଙ୍କୁ ଜିଦ୍ଖୋର କଲେ, ସେ ଇଶ୍ରାୟେଲୀୟମାନଙ୍କ ପେଛ ପେଛ ଗୋଡ଼ାଇଲେ।
9. ମିଶରୀଯମାନେ ଇଶ୍ରାୟେଲୀୟମାନଙ୍କ ପଛ ରେ ଗୋଡ଼ାଇଲେ। ଫାରୋଙ୍କର ସମସ୍ତ ଅଶ୍ବ, ରଥ, ତାଙ୍କର ରଥା ରୋହୀ ଏବଂ ତାଙ୍କର ସୈନ୍ଯ ସମାନଙ୍କେୁ ଗୋଡ଼ାଇଲେ ଆବଂ ସମୁଦ୍ର ପାଖ ରେ ବାଲ-ସଫୋନ ଆଡକୁ ମୁଖ କରିଥିବା ପୀହହୀରୋତ ଛାଉଣୀ ନିକଟରେ ଭଟେିଲେ।
10. ଇଶ୍ରାୟେଲୀୟମାନେ ଦେଖିଲେ,ଫାରୋ ଏବଂ ତାଙ୍କର ସୈନ୍ଯମାନେ ସମାନଙ୍କେ ଆଡକୁ ଆସୁଛନ୍ତି। ସମାନେେ ତାଙ୍କୁ ଦେଖି ଅତ୍ଯନ୍ତ ଭୟଭିତ ହାଇଗେଲେ। ସମାନେେ ସଦାପ୍ରଭୁଙ୍କୁ ଡାକିଲେ।
11. ସମାନେେ ମାଶାଙ୍କେୁ କହିଲେ, "କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲ? ଆମ୍ଭକୁ ଏହି ମରୁଭୂମିକୁ କ'ଣ ମରିବାକୁ ଆଣିଲ? ଆମ୍ଭମାନେେ ମିଶର ରେ ଶାନ୍ତି ରେ ମରିପାରିଥାନ୍ତୁ। ଯେ ହତେୁ ମିଶର ରେ ବହୁ ପରିମାଣର କବର ଅଛି।
12. ଆମ୍ଭମାନେେ କ'ଣ ମିଶର ରେ କହିନଥିଲୁ ଏହିପରି ଘଟିବ ବୋଲି? ମିଶର ରେ ଆମ୍ଭମାନେେ ତୁମ୍ଭକୁ କହିଲୁ, 'ଆମ୍ଭକୁ ବିବ୍ରତ କରନାହିଁ। ଆମ୍ଭକୁ ଏହିଠା ରେ ରହି ମିଶରୀଯମାନଙ୍କର ଦାସ ହବୋକୁ ଦିଅ।' ମରୁଭୂମିରେ ମୃତ୍ଯୁବରଣ କରିବା ଅପେକ୍ଷା ମିଶରବାସୀଙ୍କର ଦାସକର୍ମ କରିବା ଭଲ ହବେ।"
13. କିନ୍ତୁ ମାଶାେ ସମାନଙ୍କେୁ କହିଲେ, "ଭୟ କର ନାହିଁ। ଦୌଡି ପଳାଇବାର ଆବଶ୍ଯକ ନାହିଁ। ଏହିଠା ରେ ଧିରସ୍ଥିର ହାଇେ ଛିଡା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜି ରକ୍ଷା କରିବେ। ତୁମ୍ଭମାନେେ ମିଶରବାସୀମାନଙ୍କୁ ଆଉ ପୁନ୍ନରାଯ ଦେଖିବ ନାହିଁ।
14. ଏବଂ ତୁମ୍ଭମାନଙ୍କୁ କିଛି କରିବାକୁ ପଡିବ ନାହିଁ। ତୁମ୍ଭମାନେେ ଏଠା ରେ ଶାନ୍ତି ରେ ଛିଡା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ୟୁଦ୍ଧ କରିବେ।"
15. ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, "ତୁମ୍ଭମାନେେ କାହିଁକି ମାେ ପାଖ ରେ କ୍ରନ୍ଦନ କରୁଛ? ଇଶ୍ରାୟେଲୀୟମାନଙ୍କୁ କୁହ ସମାନେେ ଆଗକୁ ମାଡି ଚାଲନ୍ତୁ।
16. ତୁମ୍ଭର ଆଶାବାଡିକୁ ସୂଫ ସମୁଦ୍ର ଉପରେ ବୁଲାଅ, ତାହା ବିଭକ୍ତ ହବେ, ଯାହା ଫଳ ରେ ଇଶ୍ରାୟେଲର ଲୋକମାନେ ସମୁଦ୍ର ମଧିଅରେ ଶୁଖିଲା ପଥରେ ୟାଇ ପାରିବେ।
17. ମୁଁ ମିଶରୀଯମାନଙ୍କୁ ଜିଦ୍ଖୋର କରିବି, ଯେଉଁଥି ରେ ସମାନେେ ତୁମ୍ଭମାନଙ୍କ ପଛ ରେ ଗୋଡାଇବେ। ମୁଁ ତୁମ୍ଭକୁ ଦଖାଇବେି, କିପରି ମୁଁ ଫାରୋ, ତାଙ୍କର ଅଶ୍ବାରୋହୀ ସୈନ୍ଯ, ରଥା ରୋହୀ ସୈନ୍ଯମାନଙ୍କଠାରୁ ଶକ୍ତିଶାଳୀ।
18. ଏହାପରେ ମିଶରବାସୀ ଜାଣିବେ ଯେ, ମୁଁ ହେଉଛି ସଦାପ୍ରଭୁ ପରମେଶ୍ବର। ସମାନେେ ମାେତେ ସମ୍ମାନ କରିବେ ଯେତବେେଳେ ମୁଁ ଫାରୋ ଏବଂ ତା'ର ରଥା ରୋହୀମାନଙ୍କୁ ଏବଂ ଅଶ୍ବାରୋହୀ ସୈନ୍ଯମାନଙ୍କୁ ପରାସ୍ତ କରିବି।"
19. ଏହାପରେ ସଦାପ୍ରଭୁଙ୍କର ଦୂତ ୟିଏକି ଇଶ୍ରାୟେଲୀୟ ସୈନ୍ଯମାନଙ୍କ ଆଗ ରେ ଥିଲେ, ସମାନଙ୍କେ ପଛକୁ ଗଲେ। ତେଣୁ ଘନମେଘ ସହେି ଲୋକମାନଙ୍କ ସମ୍ମୁଖ ରେ ଗତିକରି ପଛ ପଟକୁ ଗଲା।
20. ଏହି ପ୍ରକା ରେ ଘନମେଘ ଇଶ୍ରାୟେଲୀୟ ସୈନ୍ଯ ଓ ମିଶରୀଯ ସୈନ୍ଯମାନଙ୍କ ମଧିଅରେ ରହିଲା। ଇଶ୍ରାୟେଲୀୟ ଲୋକମାନଙ୍କ ସମ୍ମୁଖ ରେ ଆଲୋକବର୍ତ୍ତିକା ଓ ମିଶର ଲୋକମାନଙ୍କ ସମ୍ମୁଖ ରେ ଅନ୍ଧକାରଚ୍ଛନ୍ନ ହାଇେ ରହିଲା। ଯେଉଁଥି ପାଇଁ ସହେି ରାତ୍ର ରେ ମିଶରବାସୀ ଇଶ୍ରାୟେଲୀୟମାନଙ୍କ ପାଖକୁ ଆସି ପାରିଲେ ନାହିଁ।
21. ମାଶାେ ତାଙ୍କର ଆଶାବାଡି ସୂଫ ସମୁଦ୍ର ଉପରେ ବୁଲାଇବାରୁ ସଦାପ୍ରଭୁ ପୂର୍ବଦିଗରୁ ରାତିସାରା ପ୍ରଚଣ୍ଡ ବଗେ ରେ ପବନ ସମୁଦ୍ର ଉପରେ ବୁହାଇଲେ। ପାଣି ଦୁଇ ଭାଗ ହାଇଗେଲା ଏବଂ ସମୁଦ୍ର ମଧ୍ଯ ଶୁଷ୍କ ଭୂମିରେ ପରିଣତ ହାଇଗେଲା।
22. ଇଶ୍ରାୟେଲୀୟମାନେ ଶୁଷ୍କ ଭୂମିରେ ସମୁଦ୍ର ମଧ୍ଯ ଦଇେ ଗଲେ। ସମୁଦ୍ରର ଜଳଭାଗ ଦୁଇଟି କାନ୍ଥ ପରି ସମାନଙ୍କେର ବାମପଟେ ଓ ଦକ୍ଷୀଣ ପଟେ ରହିଲା।
23. ମିଶରୀଯମାନେ ସମାନଙ୍କେ ପଛ ରେ ଗୋଡ଼ାଇଲେ। ଏହାପରେ ଫାରୋଙ୍କର ସମସ୍ତ ଅଶ୍ବ ଓ ରଥ ସମାନଙ୍କେୁ ସମୁଦ୍ର ପର୍ୟ୍ଯନ୍ତ ଅନୁସରଣ କଲେ।
24. ପ୍ରଭାତ ରେ ସଦାପ୍ରଭୁ ମେଘସ୍ତମ୍ଭ ଓ ଆଲୋକ ସ୍ତମ୍ଭ ଦଇେ ମିଶ୍ରୀଯ ସୈନ୍ଯମାନଙ୍କୁ ଦେଖିଲେ ଏବଂ ସଦାପ୍ରଭୁ ମିଶରୀଯ ସୈନ୍ଯମାନଙ୍କୁ ଦ୍ବନ୍ଦ ରେ ପକାଇଲେ।
25. ରଥର ଚକଗୁଡିକ ରଥରୁ ବାହାରିୟିବାରୁ, ସମାନଙ୍କେୁ ରଥଗୁଡିକ ଆଗଇେ ନବୋକୁ ବହୁତ କଷ୍ଟ ହେଲା। ମିଶରୀଯ ଲୋକମାନେ ଚିତ୍କାର କଲେ, "ଚାଲ ଏଠାରୁ ପଳାଇ ୟିବା! ସଦାପ୍ରଭୁ ଇଶ୍ରାୟେଲୀୟ ଲୋକମାନଙ୍କ ପାଇଁ ଆମ୍ଭ ବିରୁଦ୍ଧ ରେ ୟୁଦ୍ଧ କରୁଛନ୍ତି।"
26. ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, "ସମୁଦ୍ର ଉପରେ ତୁମ୍ଭର ହସ୍ତ ବିସ୍ତାର କର। ଏଥି ରେ ସମୁଦ୍ର ଜଳ ମାଡିୟାଇ ମିଶରର ରଥା ରୋହୀ ଓ ଅଶ୍ବାରୋହୀମାନଙ୍କୁ ବୁଡାଇ ଦବେ।"
27. ତେଣୁ ମାଶାେ ତାଙ୍କର ହସ୍ତ ସମୁଦ୍ର ଉପରେ ବିସ୍ତାର କଲେ। ଏହାପରେ ଠିକ୍ ସୂର୍ େଯ୍ଯାଦଯ ପୂର୍ବରୁ ସମୁଦ୍ର ପୂର୍ବପରି ସମାନ ହାଇଗେଲା। ମିଶରୀଯମାନେ ଦୌଡି ପଳାଇବାକୁ ଚେଷ୍ଟା କରନ୍ତେ ସଦାପ୍ରଭୁ ସମାନଙ୍କେୁ ସମୁଦ୍ର ରେ ନିକ୍ଷପେ କଲେ।
28. ସମୁଦ୍ର ତା'ର ପୂର୍ବ ଅବସ୍ଥାକୁ ଆସିବାରୁ ସମସ୍ତ ରଥଗୁଡିକ, ଅଶ୍ବାରୋହୀମାନଙ୍କୁ ଆଚ୍ଛାଦିତ କଲା। ଇଶ୍ରାୟେଲୀୟମାନଙ୍କ ପଛ ରେ ଗୋଡଉଥିବା ଫାରୋଙ୍କର ସମଗ୍ର ସୈନ୍ଯବାହୀନି ସମୁଦ୍ର ରେ ବୁଡିଗଲେ। କହେି ଜଣେ ହେଲବି ସୈନ୍ଯ ବଞ୍ଚିଲେ ନାହିଁ।
29. ମାତ୍ର ଇଶ୍ରାୟେଲର ଲୋକମାନେ ଶୁଷ୍କ ଭୂମିରେ ଗମନ କଲେ। ସମୁଦ୍ରର ଜଳ ସମାନଙ୍କେର ବାମ ଓ ଡାହାଣ ପାଶର୍ବ ରେ କାନ୍ଥପରି ଛିଡା ହାଇେ ରହିଲା।
30. ତେଣୁ ସହେିଦିନ, ସଦାପ୍ରଭୁ ଇଶ୍ରାୟେଲୀୟମାନଙ୍କୁ ମିଶରୀଯମାନଙ୍କଠାରୁ ରକ୍ଷା କଲେ। ଏବଂ ସେଥିପାଇଁ ଇଶ୍ରାୟେଲର ଲୋକମାନେ ମିଶରୀଯମାନଙ୍କର ମୃତ ଦହକେୁ ସୂଫ ସମୁଦ୍ର କୂଳ ରେ ଥିବାର ଦେଖିଲେ।
31. ସହେିଦିନ ଇଶ୍ରାୟେଲୀୟମାନେ ଦେଖିଛନ୍ତି ସଦାପ୍ରଭୁଙ୍କର ସହେି ମହାନ୍ ଶକ୍ତି ଯେତବେେଳେ ସେ ମିଶରୀଯମାନଙ୍କୁ ପରାସ୍ତ କଲେ। ତେଣୁ ଲୋକମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ସମ୍ମାନ ଦେଲେ। ସମାନେେ ସଦାପ୍ରଭୁ ଓ ତାଙ୍କର ଦସେ ମାଶାଙ୍କେଠା ରେ ବିଶ୍ବାସ ରଖିଲେ।
About ଯାତ୍ରା ପୁସ୍ତକ Chapter 14
Read ଯାତ୍ରା ପୁସ୍ତକ Chapter 14 online from the Holy Bible. This chapter is part of the Book of ଯାତ୍ରା ପୁସ୍ତକ in the Old Testament. Continue reading with the chapter navigation above or explore the complete book.
Book Information
Book: ଯାତ୍ରା ପୁସ୍ତକ
Chapter: 14
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଯାତ୍ରା ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଯାତ୍ରା ପୁସ୍ତକ Chapter 14 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଯାତ୍ରା ପୁସ୍ତକ Chapter 14?
ଯାତ୍ରା ପୁସ୍ତକ Chapter 14 is part of the Book of ଯାତ୍ରା ପୁସ୍ତକ in the Holy Bible.
Can I read this chapter online?
Yes. You can read the complete ଯାତ୍ରା ପୁସ୍ତକ Chapter 14 online for free with easy chapter navigation.
More Chapters from ପୁରାତନ ନିୟମ
- ଆଦି ପୁସ୍ତକ Chapter 2
- ଆଦି ପୁସ୍ତକ Chapter 1
- ଆଦି ପୁସ୍ତକ Chapter 14
- ଆଦି ପୁସ୍ତକ Chapter 10
- ଆଦି ପୁସ୍ତକ Chapter 38
- ଆଦି ପୁସ୍ତକ Chapter 21
- ଆଦି ପୁସ୍ତକ Chapter 12
Explore More from ଯାତ୍ରା ପୁସ୍ତକ
- ଯାତ୍ରା ପୁସ୍ତକ Chapter 18
- ଯାତ୍ରା ପୁସ୍ତକ Chapter 6
- ଯାତ୍ରା ପୁସ୍ତକ Chapter 23
- ଯାତ୍ରା ପୁସ୍ତକ Chapter 7
- ଯାତ୍ରା ପୁସ୍ତକ Chapter 37
- ଯାତ୍ରା ପୁସ୍ତକ Chapter 35
- ଯାତ୍ରା ପୁସ୍ତକ Chapter 13