ଯାତ୍ରା ପୁସ୍ତକ Chapter 18

For English

Read ଯାତ୍ରା ପୁସ୍ତକ Chapter 18 Online

Read ଯାତ୍ରା ପୁସ୍ତକ Chapter 18 online from the Holy Bible. This chapter is part of the Book of ଯାତ୍ରା ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯାତ୍ରା ପୁସ୍ତକ and the Holy Bible online.

Choose a Chapter

ଯାତ୍ରା ପୁସ୍ତକ 18

ଅଧ୍ୟାୟ 18

1. ମିଦିଯନୀଯମାନଙ୍କର ଯାଜକ ୟିଥ୍ରୋ, ମାଶାଙ୍କେର ଶ୍ବଶୁର ଥିଲେ। ଯିଥ୍ରୋଶୁଣିବାକୁ ପାଇଲେ, ସଦାପ୍ରଭୁ ବିଭିନ୍ନ ପ୍ରକା ରେ ମାଶାେ ଏବଂ ତାଙ୍କର ଇଶ୍ରାୟେଲୀୟ ଲୋକମାନଙ୍କୁ ସାହାୟ୍ଯ କରିଛନ୍ତି। ଏବଂ ଯିଥ୍ରୋଶୁଣିବାକୁ ପାଇଲେ, ସଦାପ୍ରଭୁ ମିଶରରୁ ଇଶ୍ରାୟେଲୀୟମାନଙ୍କୁ ବାହାର କରି ଆଣିଛନ୍ତି।

2. ତେଣୁ ଯିଥ୍ରୋ ମାଶାଙ୍କେ ନିକଟକୁ ଗଲେ। ଯେତବେେଳେ ମାଶାେ ପରମେଶ୍ବରଙ୍କ ପର୍ବତ ସୀନ ରେ ଥିଲେ। ଯିଥ୍ରୋ ମାଶାଙ୍କେର ସ୍ତ୍ରୀ ସିପୋରାକୁ ସାଙ୍ଗ ରେ ନଇଗେଲେ। ସିପୋରା ମାଶାଙ୍କେ ପଖ ରେ ନଥିଲେ କାରଣ ମାଶାେ ତାଙ୍କୁ ତାଙ୍କ ପିତାଙ୍କ ଗୃହକୁ ପଠାଇ ଦଇେଥିଲେ।

3. ଯିଥ୍ରୋମଧ୍ଯ ମାଶାଙ୍କେର ଦୁଇପୁତ୍ରଙ୍କୁ ସାଙ୍ଗ ରେ ନଇେଥିଲେ। ତାଙ୍କର ପ୍ରଥମ ପୁତ୍ରର ନାମ ଥିଲା ଗେର୍ଶୋମ। ତାଙ୍କର ଏପରି ନାମକରଣ କରାୟାଇଥିଲା କାରଣ ମାଶାେ କହିଲେ, "ମୁଁ ବିଦେଶ ରେ ପ୍ରବାସୀ ହଲିେ।"

4. ଅନ୍ୟ ପୁତ୍ରଟିର ନାମ ଦଇେଥିଲେ ଇଲିଯଷେର, କାରଣ ତା'ର ଜନ୍ମ ସମୟରେ ମାଶାେ କହିଲେ, " ମାରେପିତାଙ୍କର ପରମେଶ୍ବର ମାେତେ ସାହାୟ୍ଯ କଲେ ଏବଂ ଫାରୋଙ୍କର ଖଡ୍ଗରୁ ରକ୍ଷା କଲେ।"

5. ତେଣୁ ଯିଥ୍ରୋ ମାଶାଙ୍କେ ନିକଟକୁ, ମାଶାଙ୍କେର ଦୁଇପୁତ୍ର ଓ ସ୍ତ୍ରୀ ସହିତ ଗଲେ। ସହେି ସମୟରେ ମାଶାେ ପରମେଶ୍ବରଙ୍କର ପର୍ବତ ନିକଟରେ ଛାଉଣୀ ପକାଇଥିଲେ।

6. ଯିଥ୍ରୋ ମାଶାଙ୍କେ ନିକଟକୁ ଏକ ବାର୍ତ୍ତା ପଠାଇଲେ ଯିଥ୍ରୋକହିଲେ, "ମୁଁ ତୁମ୍ଭର ଶ୍ବଶୁର ଯିଥ୍ରୋଏବଂ ତୁମ୍ଭର ସ୍ତ୍ରୀ ଓ ତୁମ୍ଭର ଦୁଇପୁତ୍ର ସହିତ ତୁମ୍ଭ ନିକଟକୁ ଆସିଅଛୁ।"

7. ତେଣୁ ମାଶାେ ତାଙ୍କ ଶ୍ବଶୁରଙ୍କୁ ସାକ୍ଷାତ କରିବାକୁ ବାହାରକୁ ଗଲେ। ମାଶାେ ତାଙ୍କ ଶ୍ବଶୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଓ ତାଙ୍କୁ ଚୁମ୍ବନ ଦଲେ। ଏବଂ ସମାନେେ ପରମେଶ୍ବରଙ୍କର ଉତ୍ତମ ଖବର ବୁଝିଲେ। ଏହାପରେ ସମାନେେ ମାଶାଙ୍କେ ତମ୍ବୁକୁ ଗଲେ ଓ ସଠାେରେ କଥା ହେଲ।

8. ସଦାପ୍ରଭୁ ତାଙ୍କର ଇଶ୍ରାୟେଲୀୟ ଲୋକଙ୍କ ପାଇଁ ଯାହାସବୁ କରିଥିଲେ, ସହେି ସମସ୍ତ ବିଷଯ ମାଶାେ ତାଙ୍କ ଶ୍ବଶୁରଙ୍କୁ କହିଲେ। ମାଶାେ ମଧ୍ଯ କହିଲେ, ସଦାପ୍ରଭୁ ମିଶର ଓ ରାଜା ଫାରୋଙ୍କ ବିରୁଦ୍ଧ ରେ ଇଶ୍ରାୟେଲ ନିମନ୍ତେ ଯାହା କରିଥିଲେ, ସମାନେେ ରାସ୍ତା ରେ ସମ୍ମୁଖୀନ ହାଇେଥିବା କଠିନତା ବିଷଯ କହିଲେ। ଏବଂ କିପରି ସଦାପ୍ରଭୁ ସମାନଙ୍କେୁ ରକ୍ଷା କରିଛନ୍ତି ତାହା ମାଶାେ ତାଙ୍କ ଶ୍ବଶୁରଙ୍କୁ କହିଲେ।

9. ଯିଥ୍ରୋବହୁତ ଖୁସି ହେଲେ, ଯେତବେେଳେ ଜାଣିଲେ ସଦାପ୍ରଭୁ ଇଶ୍ରାୟେଲବାସୀମାନଙ୍କ ପାଇଁ ବହୁତ ଭଲ କର୍ମମାନ କରିଛନ୍ତି। ଏବଂ ସେ ବହୁତ ଖୁସି ହେଲେ ଯେ ସଦାପ୍ରଭୁ ମିଶରଠାରୁ ଇଶ୍ରାୟେଲକୁ ମୁକ୍ତ କରିଛନ୍ତି।

10. ଯିଥ୍ରୋକହିଲେ, "ସଦାପ୍ରଭୁଙ୍କର ପ୍ରଶଂସା କର! ସେ ତୁମ୍ଭମାନଙ୍କୁ ମିଶରର ଶକ୍ତି ନିକଟରୁ ଉଦ୍ଧାର କରିଛନ୍ତି। ସଦାପ୍ରଭୁ ତୁମ୍ଭମାନଙ୍କୁ ଫାରୋଙ୍କ ନିକଟରୁ ରକ୍ଷା କରିଛନ୍ତି

11. ବର୍ତ୍ତମାନ ମୁଁ ଜାଣିଲି ଯେ ସଦାପ୍ରଭୁ ହେଉଛନ୍ତି ସମସ୍ତ ଦବେତାଗଣଙ୍କଠାରୁ ମହାନ୍। ସମାନେେ ଯେଉଁ ବିଷଯ ରେ ସମାନଙ୍କେ ବିରୁଦ୍ଧ ରେ ଗର୍ବ କରିଥିଲେ କିନ୍ତୁ ଦେଖ ପରମେଶ୍ବର କ'ଣ କଲେ!"

12. ଯିଥ୍ରୋପରମେଶ୍ବରଙ୍କୁ ନବୈେଦ୍ଯ ଅର୍ପଣ କଲେ। ହାରୋଣ, ମାଶାେ ଓ ଇଶ୍ରାୟେଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ବରଙ୍କ ସମ୍ମୁଖ ରେ ମାଶାଙ୍କେ ଶ୍ବଶୁର ସଙ୍ଗେ ଭୋଜନ କଲେ।

13. ତା'ପରଦିନ ମାଶାେ ଲୋକଙ୍କର ବିଚାର କରିବାକୁ ବସିଲେ। ତେଣୁ ବହୁତ ଲୋକ ତାଙ୍କ ସମ୍ମୁଖ ରେ ସନ୍ଧ୍ଯା ପର୍ୟ୍ଯନ୍ତ ଠିଆ ହାଇେ ରହିଲେ।

14. ମାଶାେ ଲୋକମାନଙ୍କର ବିଚାର କରୁଥିବାର ଯିଥ୍ରୋ ଦେଖିଲେ। ସେ ପଚାରିଲେ, "ତୁମ୍ଭେ ଏପରି କାହିଁକି କରୁଛ? ତୁମ୍ଭେ ଏକୁଟିଆ କାହିଁକି ବିଚାର କରୁଛ? ଏବଂ କାହିଁକି ତୁମ୍ଭ ନିକଟରେ ଲୋକମାନେ ସକାଳରୁ ସନ୍ଧ୍ଯା ପର୍ୟ୍ଯନ୍ତ ଠିଆ ହବେେ?"

15. ଏହାପରେ ମାଶାେ ତାଙ୍କ ଶ୍ବଶୁରଙ୍କୁ କହିଲେ, " ସମାନେେ ପରମେଶ୍ବରଙ୍କର ବିଚାର ବୁଝିବା ପାଇଁ ମାେ ନିକଟକୁ ଆସନ୍ତି।

16. ସମାନଙ୍କେର କୌଣସି ବିବାଦ ହେଲ, ମାେ ପାଖକୁ ଆସନ୍ତି। ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧିଅରେ ବିଚାର କରେ। ସମାନଙ୍କେୁ ପରମେଶ୍ବରଙ୍କର ବିଧି ଓ ବ୍ଯବସ୍ଥା ସବୁ ଶିକ୍ଷା ଦିଏ।"

17. କିନ୍ତୁ ମାଶାଙ୍କେ ଶ୍ବଶୁର ତାଙ୍କୁ କହିଲେ, "ତୁମ୍ଭର ଏପ୍ରକାର କର୍ମ କରିବା ଠିକ୍ ନୁହେଁ।

18. ଏହିସବୁ କାର୍ୟ୍ଯ ତୁମ୍ଭ ପାଇଁ ଏକୁଟିଆ କରିବା ବହୁତ କଷ୍ଟ। ତୁମ୍ଭେ ଏକା ଏସମସ୍ତ କାର୍ୟ୍ଯ କରିପାରିବା ନାହିଁ। ଏହା ତୁମ୍ଭକୁ କ୍ଷୀଣ କରିଦବେ ଏବଂ ଏହା ଲୋକମାନଙ୍କୁ କ୍ଲାନ୍ତ ଆଣିଦବେ।

19. ବର୍ତ୍ତମାନ ମାେ କଥା ଶୁଣ। ମାରେ କେତକେ ଉପଦେଶ ଗ୍ରହଣ କର। ପରମେଶ୍ବର ତୁମ୍ଭର ସହବର୍ତ୍ତୀ ହୁଅନ୍ତୁ। ପରମେଶ୍ବରଙ୍କ ଛାମୁ ରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହାଇେ ସମାନଙ୍କେ କଥା ପରମେଶ୍ବରଙ୍କ ନିକଟରେ ଜଣାଅ।

20. ତୁମ୍ଭେ ସମାନଙ୍କେୁ ବିଧି ଓ ବ୍ଯବସ୍ଥାର ଉପଦେଶ ଦିଅ ଓ ସମାନଙ୍କେ ଗନ୍ତବ୍ଯ ପଥ ଓ କର୍ତ୍ତବ୍ଯ କର୍ମ ଦଖାେଅ।

21. ଆହୁରି ତୁମ୍ଭେ ଏହି ଲୋକମାନଙ୍କ ମଧ୍ଯରୁ କର୍ମକ୍ଷମ, ଅର୍ଥାତ୍

22. ସମାନେେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ। ପୁଣି ଜଟିଳ ବିଷଯ ରେ ତୁମ୍ଭ ନିକଟକୁ ଆସିବେ। ମାତ୍ର କ୍ଷୁଦ୍ର କଥାସବୁ ସମାନେେ ଆପେ ବିଚାର କରିବେ। ତାହା ହେଲ, ତୁମ୍ଭ ନିଜ କର୍ମରୁ ଉଶ୍ବାସ ହବେ। ପୁଣି ସମାନେେ ତୁମ୍ଭ ସହିତ ଭାର ବହିବେ।

23. ତୁମ୍ଭେ ଯଦି ଏପରି କରିବ, ପୁଣି ସଦାପ୍ରଭୁ ଏପରି କରିବା ପାଇଁ ଆଜ୍ଞା ଦବେେ, ତବେେ ତୁମ୍ଭେ ସହି ପାରିବ। ଆଉ ଏହି ସବୁ ଲୋକମାନେ କୁଶଳ ରେ ସ୍ବସ୍ଥାନକୁ ଯିବେ।"

24. ଏହାପରେ ମାଶାେ ଆପଣା ଶ୍ବଶୁରଙ୍କ କଥା ରେ ମନୋୟୋଗ କରି ତାଙ୍କର ବାକ୍ଯାନୁସା ରେ ସବୁ କର୍ମ କଲେ।

25. ପୁଣି ମାଶାେ ସମଗ୍ର ଇଶ୍ରାୟେଲ ମଧ୍ଯରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ ଅର୍ଥାତ୍ ସହସ୍ର ପତି, ଶତପତି, ପଞ୍ଚାଶତ୍ପତି ଓ ଦଶପତି ରୂପେ ନିୟୁକ୍ତ କଲେ।

26. ତହୁଁ ସମାନେେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ ଓ କଠିନ ବିଚାରସବୁ ମାଶାଙ୍କେ ନିକଟକୁ ଆଣିଲେ। ମାତ୍ର କ୍ଷୁଦ୍ର କଥାସବୁ ନିଜେ ନିଜେ ବିଚାର କଲେ।

27. ଏହାପରେ ମାଶାେ ତାଙ୍କ ଶ୍ବଶୁରଙ୍କୁ ବିଦାଯ ଦେଲେ ଏବଂ ଯିଥ୍ରୋସ୍ବଦେଶକୁ ଗଲେ।

About ଯାତ୍ରା ପୁସ୍ତକ Chapter 18

Read ଯାତ୍ରା ପୁସ୍ତକ Chapter 18 online from the Holy Bible. This chapter is part of the Book of ଯାତ୍ରା ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଯାତ୍ରା ପୁସ୍ତକ
Chapter: 18
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଯାତ୍ରା ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯାତ୍ରା ପୁସ୍ତକ Chapter 18 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯାତ୍ରା ପୁସ୍ତକ Chapter 18?

ଯାତ୍ରା ପୁସ୍ତକ Chapter 18 is part of the Book of ଯାତ୍ରା ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଯାତ୍ରା ପୁସ୍ତକ Chapter 18 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 1
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 21
  6. ଆଦି ପୁସ୍ତକ Chapter 12
  7. ଆଦି ପୁସ୍ତକ Chapter 11

Explore More from ଯାତ୍ରା ପୁସ୍ତକ

  1. ଯାତ୍ରା ପୁସ୍ତକ Chapter 2
  2. ଯାତ୍ରା ପୁସ୍ତକ Chapter 25
  3. ଯାତ୍ରା ପୁସ୍ତକ Chapter 16
  4. ଯାତ୍ରା ପୁସ୍ତକ Chapter 3
  5. ଯାତ୍ରା ପୁସ୍ତକ Chapter 31
  6. ଯାତ୍ରା ପୁସ୍ତକ Chapter 9
  7. ଯାତ୍ରା ପୁସ୍ତକ Chapter 10

Related Chapters & Readings

  1. ଆଦି ପୁସ୍ତକ Chapter 48
  2. ଆୟୁବ Chapter 32
  3. ଲେବୀୟ ପୁସ୍ତକ Chapter 15
  4. ଦାନିଏଲ Chapter 7
  5. ଗୀତସଂହିତା Chapter 90
  6. ଗୀତସଂହିତା Chapter 20
  7. ପ୍ରଥମ ଶାମୁୟେଲ Chapter 4
Share Your Love

Leave a Reply

Your email address will not be published. Required fields are marked *