ଯାତ୍ରା ପୁସ୍ତକ Chapter 20

For English

Read ଯାତ୍ରା ପୁସ୍ତକ Chapter 20 Online

Read ଯାତ୍ରା ପୁସ୍ତକ Chapter 20 online from the Holy Bible. This chapter is part of the Book of ଯାତ୍ରା ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯାତ୍ରା ପୁସ୍ତକ and the Holy Bible online.

Choose a Chapter

ଯାତ୍ରା ପୁସ୍ତକ 20

ଅଧ୍ୟାୟ 20

1. ଏହାପରେ ପରମେଶ୍ବର କହିଲେ,

2. "ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ବର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହର କରି ଆଣିଲି, ଯେଉଁଠା ରେ ତୁମ୍ଭମାନେେ ଦାସ ଥିଲ।

3. "ତୁମ୍ଭମାନେେ ମାେ ବ୍ଯତୀତ ଆଉ କୌଣସି ଦବେତାଗଣକୁ ଉପାସନା କରିବ ନାହିଁ।

4. "ତୁମ୍ଭମାନେେ କୌଣସି ପ୍ରତିମା ପୂଜା କରିବ ନାହିଁ, କି ସ୍ବର୍ଗ ରେ କିମ୍ବା ପୃଥିବୀ ରେ କିମ୍ବା ପୃଥିବୀ ନୀଚ୍ଚସ୍ଥ ଜଳ ରେ କୌଣସି ମୂର୍ତ୍ତି ନିର୍ମାଣ କରିବା ଉଚିତ୍ ନୁହଁ।

5. କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସବୋ କରିବ ନାହିଁ। କାହିଁକି? କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ। ମୁଁ ଇର୍ଷାପରାଯଣ ପରମେଶ୍ବର। ଯେଉଁମାନେ ମାେତେ ଘୃଣା କରନ୍ତି ସମାନେେ ମାରେ ଶତୃ ରେ ଗଣାୟାନ୍ତି ଏବଂ ମୁଁ ସମାନଙ୍କେୁ ସମାନଙ୍କେର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ଶାସ୍ତି ବିଧାନ କରିବି।

6. କିନ୍ତୁ ମୁଁ ସହେି ଲୋକମାନଙ୍କ ପ୍ରତି ଦୟାକରେ, ଯେଉଁମାନେ ମାରେ ନିଯମ ପାଳନ କରନ୍ତି ଓ ମାେତେ ପ୍ ରମେ କରନ୍ତି, ମୁଁ ତାଙ୍କର ହଜାର ହଜାର ପୁରୁଷଙ୍କର ଦୟା କରେ।

7. "ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନାମ ମିଥ୍ଯା ରେ ନବେ ନାହିଁ, କାରଣ ଯେ କହେି ତାଙ୍କର ନାମ ମିଥ୍ଯା ରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।

8. "ବିଶ୍ରାମଦିନଟିକୁ ପବିତ୍ର ଦିବସ ରୂପେ ପାଳନ କରିବାକୁ ସ୍ମରଣ କର।

9. ଛଅ ଦିନ ରେ ଆପଣାର ସମସ୍ତ କର୍ମ କରିବ।

10. ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କର ବିଶ୍ରାମ ଦିନ ଅଟେ। ତହିଁରେ ତୁମ୍ଭେ କି ତୁମ୍ଭର ପୁତ୍ର କି ତୁମ୍ଭର କନ୍ଯା, ତୁମ୍ଭର ଦାସ କିମ୍ବା ଦାସୀ, ତୁମ୍ଭର ପଶୁ କି ତୁମ୍ଭର ନଗରର ଦ୍ବାରବର୍ତ୍ତୀ ବିଦେଶୀ କହେି କୌଣସି କାର୍ୟ୍ଯ କରିବ ନାହିଁ।

11. ଯେ ହତେୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ଦନ୍ମଧ୍ଯସ୍ଥିତ ସମସ୍ତ ବସ୍ତୁ ଛଅ ଦିନ୍ ରେ ନିର୍ମାଣ କରି ସପ୍ତମ ଦିନ ରେ ବିଶ୍ରାମ କଲେ। ଏହିପରି ଭାବରେ ସଦାପ୍ରଭୁ ବିଶ୍ରାମ ଦିନଟିକୁ ଆଶୀର୍ବାଦ କଲେ। ସଦାପ୍ରଭୁ ଏହି ଦିନଟକୁ ଏକ ସ୍ବତନ୍ତ୍ର ଦିନ କଲେ।

12. "ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ୟଦ୍ବାରା ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଯେଉଁ ଦେଶ ଦବେେ ସହେି ଦେଶ ରେ ତୁମ୍ଭର ଦୀର୍ଘ ପରମାଯୁ ହବେ।

13. "ତୁମ୍ଭେ ନରହତ୍ଯା କରିବ ନାହିଁ।

14. "ତୁମ୍ଭେ ବ୍ଯଭିଚାର କରିବ ନାହିଁ।

15. "ତୁମ୍ଭେ ଚୋରୀ କରିବ ନାହିଁ।

16. "ତୁମ୍ଭେ ଆପଣା ପ୍ରତିବେଶୀ ବିରୁଦ୍ଧ ରେ ମିଥ୍ଯା ସାକ୍ଷ୍ଯ ଦବେ ନାହିଁ।

17. "ତୁମ୍ଭେ ଆପଣା ପ୍ରତିବେଶୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବେଶୀର ଭାର୍ୟ୍ଯା କି ଦାସ, ଦାସୀ କି ତା'ର ଗୋରୁ କି ଗଧ କି ତୁମ୍ଭ ପ୍ରତିବେଶୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।"

18. ସେତବେେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀ ଧ୍ବନି ଓ ଧୂମୟୁକ୍ତ ପର୍ବତ ଦେଖିଲେ, ପୁଣି ତାହା ଦେଖି ସମାନେେ କମ୍ପିତ ହାଇେ ଦୂର ରେ ଠିଆ ହେଲ।

19. ଆଉ ସମାନେେ ମାଶାଙ୍କେୁ କହିଲେ, "ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ ଆମ୍ଭମାନେେ ଶୁଣିବୁ, ମାତ୍ର ପରମେଶ୍ବର ଆମ୍ଭମାନଙ୍କ ସଙ୍ଗେ କଥା ନ କୁହନ୍ତୁ, ନ ହେଲ ଆମ୍ଭମାନେେ ମରିୟିବୁ।"

20. ତହିଁରେ ମାଶାେ ଲୋକମାନଙ୍କୁ କହିଲେ, "ଭୟ କର ନାହିଁ। କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭମାନେେ ଯମେନ୍ତ ପାପ ନକରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କର ଚକ୍ଷୁ ଗୋଚର କରିବାକୁ ସଦାପ୍ରଭୁ ଆସି ଅଛନ୍ତି।"

21. ଲୋକମାନେ ସେତବେେଳେ ସହେି ପବିତ୍ର ପର୍ବତଠାରୁ ଦୂର ରେ ରହିଲେ, ଯେ ତବେଳେ ମାଶାେ ସହେି ପର୍ବତ ଉପରକୁ, ଘନ ମେଘ ମଧ୍ଯକୁ ପରମେଶ୍ବରଙ୍କୁ ସାକ୍ଷାତ କରିବା ପାଇଁ ଗଲେ।

22. ସଦାପ୍ରଭୁ ମାଶାଙ୍କେୁ କହିଲେ, ଇଶ୍ରାୟେଲର ଲୋକମାନଙ୍କୁ ଏହି କଥା କୁହ, "ଆମ୍ଭେ ସ୍ବର୍ଗ ରେ ରହି ତୁମ୍ଭମାନଙ୍କ ସହିତ କଥା କହିଥିଲୁ। ତୁମ୍ଭମାନେେ ଦେଖିଅଛ।

23. ତେଣୁ ତୁମ୍ଭମାନେେ ଆମ୍ଭର ପ୍ରତିୟୋଗୀ ଅନ୍ୟ ଦବେତାଗଣ ପ୍ରତିଷ୍ଠା କରିବ ନାହିଁ। ଆପଣାମାନଙ୍କ ପାଇଁ ରେ ୗପ୍ୟମୂର୍ତ୍ତି କିମ୍ବା ସୁନାର ମୂର୍ତ୍ତୀ ନିର୍ମାଣ କରିବ ନାହିଁ।

24. "ତୁମ୍ଭମାନେେ ମାଟି ରେ ଏକ ସ୍ବତନ୍ତ୍ର ୟଜ୍ଞବଦେୀ ମାେ ପାଇଁ ନିର୍ମାଣ କରିବ ଏବଂ ତୁମ୍ଭମାନଙ୍କ ମଷେ ଓ ଗୋରୁଗାଈରୁ ସଠାେରେ ହାମବେଳି, ମଙ୍ଗଳାର୍ଥକ ବଳି ଉତ୍ସର୍ଗ କର। ମୁଁ ତୁମ୍ଭମାନଙ୍କୁ ସବୁଠା ରେ ଆଶୀର୍ବାଦ କରିବା ପାଇଁ ଆସିବି ଯେଉଁଠା ରେ ତୁମ୍ଭମାନେେ ମାେତେ ସ୍ମରଣ କରିବ।

25. ଯବେେ ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବଦେୀ ନିର୍ମାଣ କରିବ, ତବେେ ଖାଦେିତ ପ୍ରସ୍ତର ରେ ତାହା ନିର୍ମାଣ କରିବ ନାହିଁ। କାରଣ ତହିଁ ଉପରେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର ହବେ। ଏହା ଆଉ ଗ୍ରହଣ ଯୋଗ୍ଯ ହବେ ନାହିଁ।

26. ଆଉ ତୁମ୍ଭର ଉଲଗ୍ନତା ଆମ୍ଭ ବଦେୀ ଉପରେ ଯମେନ୍ତ ଅନାବୃତ ନହୁଏ, ଏଥିପାଇଁ ତୁମ୍ଭେ ପାବଚ୍ଛ ଦଇେ ଆମ୍ଭ ୟଜ୍ଞବଦେୀ ଉପରକୁ ଉଠିବ ନାହିଁ।"

About ଯାତ୍ରା ପୁସ୍ତକ Chapter 20

Read ଯାତ୍ରା ପୁସ୍ତକ Chapter 20 online from the Holy Bible. This chapter is part of the Book of ଯାତ୍ରା ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଯାତ୍ରା ପୁସ୍ତକ
Chapter: 20
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଯାତ୍ରା ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯାତ୍ରା ପୁସ୍ତକ Chapter 20 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯାତ୍ରା ପୁସ୍ତକ Chapter 20?

ଯାତ୍ରା ପୁସ୍ତକ Chapter 20 is part of the Book of ଯାତ୍ରା ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଯାତ୍ରା ପୁସ୍ତକ Chapter 20 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 14
  3. ଆଦି ପୁସ୍ତକ Chapter 10
  4. ଆଦି ପୁସ୍ତକ Chapter 1
  5. ଆଦି ପୁସ୍ତକ Chapter 26
  6. ଆଦି ପୁସ୍ତକ Chapter 38
  7. ଆଦି ପୁସ୍ତକ Chapter 7

Explore More from ଯାତ୍ରା ପୁସ୍ତକ

  1. ଯାତ୍ରା ପୁସ୍ତକ Chapter 40
  2. ଯାତ୍ରା ପୁସ୍ତକ Chapter 4
  3. ଯାତ୍ରା ପୁସ୍ତକ Chapter 30
  4. ଯାତ୍ରା ପୁସ୍ତକ Chapter 11
  5. ଯାତ୍ରା ପୁସ୍ତକ Chapter 5
  6. ଯାତ୍ରା ପୁସ୍ତକ Chapter 38
  7. ଯାତ୍ରା ପୁସ୍ତକ Chapter 33

Related Chapters & Readings

  1. ଗଣନା ପୁସ୍ତକ Chapter 17
  2. ପ୍ରଥମ ଶାମୁୟେଲ Chapter 18
  3. ଦିତୀୟ ବଂଶାବଳୀ Chapter 2
  4. ଯିହିଜିକଲ Chapter 40
  5. ଦିତୀୟ ରାଜାବଳୀ Chapter 3
  6. ଯିଖରିୟ Chapter 6
  7. ଆୟୁବ Chapter 32
Share Your Love

Leave a Reply

Your email address will not be published. Required fields are marked *