ଯାତ୍ରା ପୁସ୍ତକ Chapter 38

For English

Read ଯାତ୍ରା ପୁସ୍ତକ Chapter 38 Online

Read ଯାତ୍ରା ପୁସ୍ତକ Chapter 38 online from the Holy Bible. This chapter is part of the Book of ଯାତ୍ରା ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯାତ୍ରା ପୁସ୍ତକ and the Holy Bible online.

Choose a Chapter

ଯାତ୍ରା ପୁସ୍ତକ 38

ଅଧ୍ୟାୟ 38

1. ଏହାପରେ ନବୈେଦ୍ଯ ଦଗ୍ଧ କରିବା ପାଇଁ ବତ୍ସଲଲେ ଶିଟୀମ୍ କାଠ ରେ ଏକ ୟଜ୍ଞବଦେୀ ନିର୍ମାଣ କଲେ। ଏହି ହାମବଦେେୀଟି ବର୍ଗାକାର ଥିଲା। ଏହାର ର୍ଦୈଘ୍ଯ ପାଞ୍ଚହାତ, ପ୍ରସ୍ଥ ପାଞ୍ଚହାତ ଏବଂ ଉଚ୍ଚତା ତିନିହାତ ଥିଲା।

2. ସେ ଚାରୋଟି କୋଣ ନିମନ୍ତେ ଶିଙ୍ଗ ତିଆରି କଲେ। ସେ ଚା ରୋଟି ଶୀଙ୍ଗକୁ ମିଶାଇ ଦେଲେ, ସେସବୁ ୟଜ୍ଞବଦେୀର ଏକ ଅଂଶ ହେଲା ଏବଂ ତା'ଉପରେ କଂସା ମଡାଇଲେ।

3. ଏହାପରେ ସେ ୟଜ୍ଞବଦେୀ ପାଇଁ ଦରକାରୀ ପିତ୍ତଳ ପାତ୍ର, ବଲଚୋ, କରଚୁଲ୍ଲୀ, ଗରା, କଣ୍ଟା ଚାମଚ ଓ ଅଙ୍ଗାରଧାନୀ ସବୁକୁ ପ୍ରସ୍ତୁତ କଲେ।

4. ଏହାପରେ ସେ ୟଜ୍ଞବଦେୀ ପାଇଁ କଂସାର ଜାଲି ପ୍ରସ୍ତୁତ କଲେ ଏବଂ ୟଜ୍ଞବଦେୀର ଧାର ରେ ବାନ୍ଧିଲେ। ଯାହାକି ୟଜ୍ଞବଦେୀର ମଝି ପର୍ୟ୍ଯନ୍ତ ଆସିଲା।

5. ଏହାପରେ ସେ କଂସାର କଡା ତିଆରି କଲେ। ଏହି କଡା ମଧିଅରେ ସାଙ୍ଗୀ ପୁ ରଇେ ବଦେୀ ବୁହାଗଲା। ସେ କଂସା ଜାଲିର ଚାରି ପାଖ ରେ ଚାରୋଟୀ କଡା ଲଗାଇଲେ।

6. ଏହାପରେ ସେ ଶିଟୀମ୍ କାଠ ରେ ଏହାକୁ ବହିବା ପାଇଁ ସାଙ୍ଗୀ ପ୍ରସ୍ତୁତ କଲେ। ସହେି ସାଙ୍ଗୀ ଉପରେ ପିତ୍ତଳର ଆବରଣ ମଡାଇଲେ।

7. ବଦେୀଟିକୁ ବହିବା ପାଇଁ ସେ ୟଜ୍ଞବଦେୀ ପାଶର୍‌ବ ରେ ଥିବା କଡା ମଧିଅରେ ସାଙ୍ଗୀକୁ ପୁରାଇଲେ। ସେ ୟଜ୍ଞବଦେୀଟିକୁ ଖାଲି ସିନ୍ଦୁକ ପରି ପଟା ରେ ନିର୍ମାଣ କଲେ।

8. ସ୍ତ୍ରୀ ଲୋକଟି ଦଇେଥିବା ପିତ୍ତଳ ନିର୍ମିତ ଦର୍ପଣରୁ କଂସାର ପ୍ରକ୍ଷାଳନ ପାତ୍ର ଓ ଏକ କଂସାର ରୂଖା ତିଆରି କଲେ। ସହେି ସ୍ତ୍ରୀଲୋକ ସମାଗମ ତମ୍ବୁର ଦ୍ବାର ସମୀପରେ ସବୋ କରୁଥିଲେ।

9. ଏହାପରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ। ପ୍ରାଙ୍ଗଣର ଦକ୍ଷିଣ ପାଶର୍‌ବ ରେ ବଳା ଶୁଭ୍ର କ୍ଷୋମସୂତ୍ର ରେ ଏକଶତ ହାତ ନିର୍ମିତ ପରଦା ନିର୍ମାଣ କଲେ।

10. ଏହାର କୋଡିଏଟି ସ୍ତମ୍ଭ କୋଡିଏଟି ଚୁଙ୍ଗୀ ପିତ୍ତଳର ଏବଂ ସହେି ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ଥିଲା।

11. ଉତ୍ତର ଦିଗର ପରଦା ଶ ହେ ହାତ ତାହାର କୋଡିଏଟି ସ୍ତମ୍ଭ କୋଡିଏଟି ପିତ୍ତଳର ଚୁଙ୍ଗୀ ଓ ସ୍ତମ୍ଭର ଆଙ୍କଡା ଓ ଛୁଞ୍ଚିଆ ରୂପାର ଥିଲା।

12. ପଶ୍ଚିମ ପାଶର୍‌ବ ରେ ପରଦା ପଚାଶ ହାତ ଲମ୍ବ ଥିଲା। ଏହାର ଦଶଟି ସ୍ତମ୍ଭ ଦଶଟି ଚୁଙ୍ଗୀ, ସ୍ତମ୍ଭର ଅଙ୍ଗଡା ଛୁଞ୍ଚିଆ ରୂପାର ଥିଲା।

13. ପୂର୍ବ ଦିଗ ରେ ପୂର୍ବ ପାଶର୍‌ବ ନିମନ୍ତେ ପଚାଶ ହାତଥିଲା।

14. ଦ୍ବାରର ଏକ ପାଶର୍‌ବ ନିମନ୍ତେ ପନ୍ଦର ହାତ ଲମ୍ବର ପରଦା ଓ ତହିଁରେ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।

15. ଅନ୍ୟ ପାଶର୍‌ବ ପାଇଁ ପରଦାର କାନ୍ଥ ପନ୍ଦର ହାତ ଲମ୍ବ ଥିଲା। ପ୍ରାଙ୍ଗଣର ଦ୍ବାର ସନ୍ନିକଟ ଏକ ପାଶର୍‌ବସ୍ଥ ଓ ଅନ୍ୟ ପ୍ରାଶର୍‌ବସ୍ଥ ପନ୍ଦର ହାତ ପରଦା ଥିଲା। ଏହାର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।

16. ପ୍ରାଙ୍ଗଣର ଚତୁର୍ଦ୍ଦିଗ ରେ ସକଳ ପରଦା ବଳାଶୁଭ୍ର କ୍ଷୋମସୂତ୍ର ରେ ନିର୍ମିତ ଥିଲା।

17. ପୁଣି ସ୍ତମ୍ଭର ଆଧାରସବୁ କଂସାର ଥିଲା। ସ୍ତମ୍ଭର ଆଙ୍କଡା ଛଡ ରୂପାର ଥିଲା। ଏହି ସ୍ତମ୍ଭର ଉପର ଭାଗ ରୂପା ରେ ଛାଉଣୀ ହାଇେଥିଲା। ଏବଂ ଅଗଣାର ଖମ୍ବର ଛଡସବୁ ରୂପା ରେ ତିଆରି ହାଇେଥିଲା।

18. ପ୍ରାଙ୍ଗଣ ଦ୍ବାର ରେ ଆଚ୍ଛାଦନ ବସ୍ତ୍ର ନୀଳଧୂମ୍ର, ସିନ୍ଦୁରବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମ ସୂତ୍ର ରେ ଶିଳ୍ପ କର୍ମ ରେ ପରିପୂର୍ଣ୍ଣ ଥିଲା। ପ୍ରାଙ୍ଗଣର ପରଦା ପରି ତାହାର ର୍ଦୈଘ୍ଯ କୋଡିଏ ହାତ ଓ ପ୍ରସ୍ଥ ପାଞ୍ଚ ହାତ ଥିଲା।

19. ତହିଁରେ ପିତ୍ତଳର ଚାରିଟି ସ୍ତମ୍ଭ, ଚାରିଟି ଚୁଙ୍ଗୀ ରୂପାର ଆଙ୍ଗଡା ତା'ର ମୁଣ୍ଡାଳି ରୂପା ରେ ଛାଉଣୀ ହାଇେଥିଲା। ଏବଂ ଛୁଞ୍ଚିଆ ରୂପା ନିର୍ମିତ ଥିଲା।

20. ପବିତ୍ର ତମ୍ବୁର ଓ ଅଗଣାର ଖିଲସବୁ କଂସା ରେ ନିର୍ମିତ ହାଇେଥିଲା।

21. ମାଶାେ ଲବେୀୟ ଲୋକମାନଙ୍କୁ ଆଜ୍ଞା ଦେଲେ, ପବିତ୍ର ତମ୍ବୁ ରେ ବ୍ଯବହାର ହେଉଥିବା ବସ୍ତୁମାନଙ୍କର ଗଣନା କରିବା ପାଇଁ ଏବଂ ଏହାର ଦାଯିତ୍ବ ନଇେଥିଲେ ଯାଜକ ହାରୋଣର ପୁତ୍ର ଇଥାମ।

22. ସଦାପ୍ରଭୁ ମାଶାଙ୍କେ ଦ୍ବାରା ଯେଉଁ ଆଜ୍ଞା ଦଇେଥିଲେ, ସହେି ଅନୁୟାଯୀ ଯିହୁଦା ପରିବାରବର୍ଗର ହୂରର ପୌତ୍ର ଓ ଊରିର ପୁତ୍ର ବତ୍ସଲଲେ ସେ ସବୁ ନିର୍ମାଣ କରିଥିଲେ।

23. ଦାନ ପରିବାରବର୍ଗର ଅହୀଷାମକଙ୍କ ପୁତ୍ର ଅହଲୀଯାବ ଖାଦେନ କାର୍ୟ୍ଯ ରେ, ରୂପାଙ୍କନ କରିବା ରେ, ନୀଳ ବାଇଗଣୀ ଓ ଲାଲ ବସ୍ତ୍ର ବୁଣିବା ରେ ନିପୁଣ ଥିଲେ ଓ ସେ ତାଙ୍କର ସହକାରୀ ଥିଲେ।

24. ଅଣତିରିଶ ତାଳନ୍ତ ଓ 730 ଶକେଲ ସୁବର୍ଣ୍ଣ ଅଧିକାରୀମାନଙ୍କ ଦ୍ବାରା ମପାୟାଇ ପବିତ୍ର ସ୍ଥାନ ନିର୍ମାଣ ନିମନ୍ତେ ଦିଆଗଲା।

25. ଯେତେ ଲୋକ ଗଣିତ ହାଇେଥିଲେ, ସମାନେେ 100 ଶକେଲ ସୁବର୍ଣ୍ଣ ଓ 1 ,775 ଶକେଲ ରୂପା କାର୍ୟ୍ଯାଳଯ ମାପ ଦ୍ବାରା ପବିତ୍ର ସ୍ଥାନ ପାଇଁ ଓଜନ କରାଗଲା।

26. ଯେତେ ଲୋକ ଗଣତି ହାଇେଥିଲେ, ସମାନଙ୍କେର ବଯସ ଥିଲା କୋଡିଏ ବର୍ଷ ବା ତଦୁଦ୍ଧର୍‌ବ। ସମାନଙ୍କେର ସଂଖ୍ଯା ଥିଲା 6,03,550। ସମାନେେ ପ୍ରେତ୍ୟକକ ଏକ ଦୁଇ ବକୋ ଅର୍ଥାତ୍ ପବିତ୍ର ସ୍ଥାନର କାର୍ୟ୍ଯାଳଯ ମାପ ଓଜନ ହାଇେଥିବା ସକେଲ ଅନୁସାରେ ଅର୍ଦ୍ଧ ଅର୍ଦ୍ଧ ଶକେଲ ଦଇେଥିଲେ।

27. ଏକ ତାଳନ୍ତ ଲଖାଏଁେ ରୂପା ରେ ପବିତ୍ର ସ୍ଥାନର ଆଧାର ଓ ପରଦା ତିଆରି ହାଇେଥିଲା। 10 ଆଧାର ପାଇଁ 100 ତାଳନ୍ତ ବ୍ଯବହାର କରାଗଲା ଅର୍ଥାତ୍ ଗୋଟିଏ ଆଧାର ପାଇଁ ଏକ ତାଳନ୍ତ।

28. ସମାନେେ ଆଙ୍କୁଡା, ଛଡ ଏବଂ ଖମ୍ବଗୁଡିକର ଅଗ୍ରଭାଗକୁ 1 ,775 ଶକେଲ ରୂପା ରେ ଆଚ୍ଛାଦନ କଲେ।

29. ପିତ୍ତଳର ନବୈେଦ୍ଯ ସତୁରି ତାଳନ୍ତ 2 ,400 ଶକେଲ ଥିଲା।

30. ଏଣୁ ସେ ପିତ୍ତଳ ଦ୍ବାର ସମାଗମ ତମ୍ବୁ ଦ୍ବାରର ଚୁଙ୍ଗୀ ପିତ୍ତଳ ୟଜ୍ଞବଦେୀ ଓ ତହିଁର ପିତ୍ତଳର ଝାଞ୍ଜରୀ ଏବଂ ୟଜ୍ଞବଦେୀର ସମସ୍ତ ପାତ୍ର ନିର୍ମାଣ କଲେ।

31. ପ୍ରାଙ୍ଗଣର ଚତୁଃପାଶର୍‌ବର ଆଧାର ପ୍ରାଙ୍ଗଣର ପ୍ରବେଶ ଦ୍ବାରର ଆଧାର ଓ ତମ୍ବୁର ସମସ୍ତ ଖିଲ ଏବଂ ପ୍ରଙ୍ଗଣର ଖିଲ ସବୁ ସହେି କଂସା ରେ ନିର୍ମିତ କରାଗଲା।

About ଯାତ୍ରା ପୁସ୍ତକ Chapter 38

Read ଯାତ୍ରା ପୁସ୍ତକ Chapter 38 online from the Holy Bible. This chapter is part of the Book of ଯାତ୍ରା ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଯାତ୍ରା ପୁସ୍ତକ
Chapter: 38
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଯାତ୍ରା ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯାତ୍ରା ପୁସ୍ତକ Chapter 38 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯାତ୍ରା ପୁସ୍ତକ Chapter 38?

ଯାତ୍ରା ପୁସ୍ତକ Chapter 38 is part of the Book of ଯାତ୍ରା ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଯାତ୍ରା ପୁସ୍ତକ Chapter 38 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 1
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 38
  6. ଆଦି ପୁସ୍ତକ Chapter 21
  7. ଆଦି ପୁସ୍ତକ Chapter 12

Explore More from ଯାତ୍ରା ପୁସ୍ତକ

  1. ଯାତ୍ରା ପୁସ୍ତକ Chapter 34
  2. ଯାତ୍ରା ପୁସ୍ତକ Chapter 23
  3. ଯାତ୍ରା ପୁସ୍ତକ Chapter 14
  4. ଯାତ୍ରା ପୁସ୍ତକ Chapter 33
  5. ଯାତ୍ରା ପୁସ୍ତକ Chapter 32
  6. ଯାତ୍ରା ପୁସ୍ତକ Chapter 1
  7. ଯାତ୍ରା ପୁସ୍ତକ Chapter 9

Related Chapters & Readings

  1. ପ୍ରଥମ ବଂଶାବଳୀ Chapter 4
  2. ଗଣନା ପୁସ୍ତକ Chapter 10
  3. ଯିଶାଇୟ Chapter 43
  4. ଯିଶାଇୟ Chapter 1
  5. ଦିତୀୟ ବଂଶାବଳୀ Chapter 2
  6. ଯାକୁବ Chapter 4
  7. ଯିହୋଶୂୟ Chapter 10
Share Your Love

Leave a Reply

Your email address will not be published. Required fields are marked *