ଯିଶାଇୟ Chapter 10

For English

Read ଯିଶାଇୟ Chapter 10 Online

Read ଯିଶାଇୟ Chapter 10 online from the Holy Bible. This chapter is part of the Book of ଯିଶାଇୟ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିଶାଇୟ and the Holy Bible online.

Choose a Chapter

ଯିଶାଇୟ 10

ଅଧ୍ୟାୟ 10

1. ଯେଉଁମାନେ ଅଧର୍ମ ବ୍ଯବସ୍ଥା କରନ୍ତି ସେ ଆଇନ ପ୍ରଣଯନକାରୀମାନଙ୍କୁ ଧ୍ଯାନ ଦିଅ। ଯେଉଁ ନିଯମ ପ୍ରଣଯନକାରୀ ଲୋକମାନଙ୍କର ଜୀବନକୁ କଷ୍ଟମଯ ଓ ଜଟିଳ କରିବା ପାଇଁ ଲେଖନ୍ତି। ସମାନେେ ସନ୍ତାପର ପାତ୍ର।

2. ସହେି ବ୍ଯବସ୍ଥାକାରୀଗଣ ଦରିଦ୍ରମାନଙ୍କ ପ୍ରତି ନ୍ଯାଯ ବିଚାର କରନ୍ତି ନାହିଁ। ସମାନେେ ଦରିଦ୍ରମାନଙ୍କର ଅଧିକାରକୁ ଛିନ୍ନ କରନ୍ତି। ସମାନେେ ମଧ୍ଯ ବିଧବା ଓ ଅନାଥର ଧନ ଲୁଣ୍ଠନ କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାନ୍ତି।

3. ହେ ବ୍ଯବସ୍ଥାକାରୀଗଣ, ପ୍ରତିଫଳ ଦବୋର ଦିନ ରେ ତୁମ୍ଭମାନଙ୍କୁ ତୁମ୍ଭର କାର୍ୟ୍ଯକଳାପ ସମ୍ବନ୍ଧ ରେ ବୁଝାଇବାକୁ ପଡ଼ିବ। ଦୂରଦେଶରୁ ତୁମ୍ଭର ବିନାଶ ଆସୁଛି। ତୁମ୍ଭମାନେେ ସେତବେେଳେ କ'ଣ କରିପାରିବ। ସାହାୟ୍ଯ ପାଇଁ ତୁମ୍ଭମାନେେ କାହା ନିକଟକୁ ଦୌଡ଼ିବ। ତୁମ୍ଭର ଅର୍ଥ ଓ ସମ୍ପଦ ତୁମ୍ଭଙ୍କୁ ସାହାୟ୍ଯ କରିବ ନାହିଁ।

4. ତୁମ୍ଭେ ଜଣେ ବନ୍ଦୀଲୋକ ପରି ମୁଣ୍ଡ ନୁଆଁଇବ। ଜଣେ ମୃତଲୋକ ପରି ପଡ଼ିରହିବ। ମାତ୍ର ତାହା ତୁମ୍ଭକୁ ସାହାୟ୍ଯ କରିବ ନାହିଁ। ପରମେଶ୍ବର ତଥାପି କ୍ରୋଧାନ୍ବିତ ରହିବେ। ସେ ତଥାପି ତୁମ୍ଭକୁ ଦଣ୍ଡ ଦବୋକୁ ପ୍ରସ୍ତୁତ ରହିବେ।

5. ପରମେଶ୍ବର କହିବେ, "ମୁଁ ଅଶୂରକୁ ଏକ ୟଷ୍ଟିରୂପେ ବ୍ଯବହାର କରିବି। ଏହି କୋର୍ଧରୂପକ ଦଣ୍ଡ ଇଶ୍ରାୟେଲକୁ ଶାସ୍ତି ଦବେେ।

6. ପ୍ରଭୁ ବିହୀନ ଦେଶକୁ ମୁଁ ଅଶୂରକୁ ପ୍ ରରଣେ କରିବି। ସହେି ଲୋକମାନଙ୍କ ଉପ ରେ ମୁଁ କୋରଧିତ ଏବଂ ସମାନଙ୍କେ ବିରୁଦ୍ଧ ରେ ଲଢ଼ିବାକୁ ମୁଁ ଅଶୂରକୁ ଆଦେଶ ଦବେି। ସେ ସମାନଙ୍କେୁ ପରାସ୍ତ କରିବ ଓ ସମାନଙ୍କେଠାରୁ ଧନସମ୍ପଦ ନଇେ ଆସିବି। ଇଶ୍ରାୟେଲ ରାସ୍ତାର ଧୂଳି ସଦୃଶ ଅଶୂରର ପଦଦଳିତ ହବେ।

7. "ମାତ୍ର ମୁଁ ଅଶୂରକୁ ବ୍ଯବହାର କରିବି ସେ ଜାଣେ ନାହିଁ, ଅଶୂର ଭାବେ ନାହିଁ ଯେ ସେ ମାେ ପାଇଁ ଏକ ଅସ୍ତ୍ର। ଅଶୂର କବଳେ ଲୋକମାନଙ୍କୁ ଧ୍ବଂସ କରିବାକୁ ଇଚ୍ଛାକରେ। ସେ କବଳେ ଅନକେ ଗୋଷ୍ଠୀକୁ ଧ୍ବଂସ କରିବାକୁ ମନ୍ତ୍ରଣା କରେ।

8. ଅଶୂର ନିଜକୁ ନିଜେ କହିହୁଏ, " ମାରେ ସମସ୍ତ ପ୍ରାଚୀନଗଣ ରାଜା ସଦୃଶ।

9. କଲ୍ନୋ ନଗର ତକମିଶର ତୁଲ୍ଯ ଅଟେ। ପୁଣି ଅର୍ପିଦ ନଗର ହମାତ୍ ତୁଲ୍ଯ ଅଟେ। ଶମରିଯା ନଗର ଦମ୍ମେଶକ ପରି ଅଟେ।

10. ମୁଁ ସହେି ଭ୍ରଷ୍ଟାଚାରୀ ରାଜ୍ଯଗୁଡ଼ିକୁ ପରାସ୍ତ କରିଥିଲି ଓ ବର୍ତ୍ତମାନ ସଗେୁଡ଼ିକ ଶାସନ କରିବି। ଯେଉଁ ପ୍ରତିମାଗୁଡ଼ିକୁ ସହେି ଲୋକମାନେ ପୂଜା କରୁଛନ୍ତି ସଗେୁଡ଼ିକ ୟିରୁଶାଲମ ଓ ଶମରିଯାର ପ୍ରତିମାଗୁଡ଼ିକଠାରୁ ଶ୍ ରେଷ୍ଠତର।

11. ମୁଁ ଶମରିଯା ଓ ତା'ର ପ୍ରତିମାଗୁଡ଼ିକୁ ଅଧିକାର କଲି। ସହେିପରି ମଧ୍ଯ ୟିରୁଶାଲମ୍ ଓ ତା'ର ଲୋକମାନଙ୍କ ଦ୍ବାରା ନିର୍ମିତ ପ୍ରତିମାଗୁଡ଼ିକୁ ମୁଁ ପରାସ୍ତ କରିବି।'

12. ମାରେ ପ୍ରଭୁ ୟିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧ ରେ ସମସ୍ତ କାର୍ୟ୍ଯ ସମାପ୍ତ କଲାପ ରେ ଅଶୂରକୁ ଦଣ୍ଡ ଦବେେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ବର ତାଙ୍କୁ ଦଣ୍ଡ ଦବେେ।

13. ଅଶୂରର ରାଜା କ ହେ, "ମୁଁ ଅତି ଜ୍ଞାନୀ, ମାରେ ଜ୍ଞାନ ଓ ଶକ୍ତି ବଳ ରେ ମୁଁ ବହୁ ମହାନ୍ କାର୍ୟ୍ଯ କରିଛି। ମୁଁ ଗୋଷ୍ଠୀକୁ ପରାଜିତ କରିଛି ଓ ସମାନଙ୍କେର ଧନସମ୍ପଦ ଲୁଣ୍ଠନ କରିଛି। ଆଉମଧ୍ଯ ତା'ର ଲୋକମାନଙ୍କୁ କ୍ରୀତଦାସ କରିଛି। ମୁଁ ଅତି ଶକ୍ତିଶାଳୀ ମାନବ।

14. ଗୋଟିଏ ବ୍ଯକ୍ତି ପକ୍ଷୀର ବସାରୁ ଅଣ୍ଡା ଅପହରଣ କଲାପରି ମୁଁ ସମାନଙ୍କେର ଧନ ସମ୍ପଦ ନିଜ ହସ୍ତର ଶକ୍ତିବଳ ରେ ଅପହରଣ କରିଛି। ଅନକେ ସମୟରେ ପକ୍ଷୀ ତା'ର ବସା ଓ ଅଣ୍ଡାକୁ ଛାଡ଼ି ୟାଇଥାଏ ଓ ତା'ର ସୁରକ୍ଷା ପାଇଁ କିଛି ବ୍ଯବସ୍ଥା କରି ନ ଥାଏ। କୌଣସି ପକ୍ଷୀ ଶବ୍ଦ କରିବାକୁ କିମ୍ବା ପକ୍ଷ ଓ ଥଣ୍ଟ ସାହାୟ୍ଯ ରେ ଲଢ଼ିବାକୁ ସଠାେ ରେ ନ ଥାନ୍ତି। ତେଣୁ ଲୋକେ ଅଣ୍ଡା ନଇେ ୟାଆନ୍ତି। ତେଣୁ ମୁଁ ସହେିପରି ସମାନଙ୍କେର ଧନସମ୍ପଦ ଲୁଣ୍ଠନ କଲା ବେଳେ କହେି ମାେତେ ବାଧା ଦବେେ ନାହିଁ।'

15. ଗୋଟିଏ କୂରାଢ଼ି କ'ଣ ତା'ର ଛଦନକେର୍ତ୍ତାଠାରୁ ଅଧିକ ଶକ୍ତିଶାଳୀ ହାଇପୋରିବ କି ? କରତ କ'ଣ କରତିଯର ବିରୁଦ୍ଧ ରେ କିଛି କରିପାରିବ ନାହିଁ। ମାତ୍ର ଅଶୂର ପରମେଶ୍ବରଙ୍କଠାରୁ ଅଧିକ ଶକ୍ତିଶାଳୀ ବୋଲି ଭାବୁଛି। ଏହା ଯେପରି ଗୋଟିଏ ୟଷ୍ଟି ନିଜକୁ ୟଷ୍ଟିଧାରୀଠାରୁ ଅଧିକ ବଡ଼ ବୋଲି ମନେ କରେ।

16. ଅଶୂର ଭାବେ ସେ ମହାନ୍। ମାତ୍ର ସର୍ବଶକ୍ତିମାନ ସଦାପ୍ରଭୁ ତା ବିରୁଦ୍ଧ ରେ ଏକ ଭୟଙ୍କର ବ୍ଯାଧି ପଠାଇବେ। ଗୋଟିଏ ରୋଗୀ ତା'ର ଓଜନ ହରାଇଲା ପରି ଅଶୂର ତା'ର ଅର୍ଥ ଓ ସାମର୍ଥ୍ଯ ହରାଇବ। ତା'ପ ରେ ଅଶୂରର ସମସ୍ତ ଗୌରବ ଧ୍ବଂସ ପାଇବ। ଏହା ଅଶୂରର ସମସ୍ତ ଧ୍ବଂସ କରିବା ପର୍ୟ୍ଯନ୍ତ ଜ୍ବଳନ୍ତ ଅଗ୍ନି ସଦୃଶ ହବେ।

17. ଇଶ୍ରାୟେଲର ଜ୍ଯୋତି ଗୋଟିଏ ଜ୍ବଳନ୍ତ ଅଗ୍ନି ପରି ହବେେ। ସହେି ଧର୍ମସ୍ବରୂପ ଏକ ଶିଖା ସଦୃଶ ହବେେ। ସହେି ଅଗ୍ନିଶିଖା ପ୍ରଥମେ ଅନାବନା ଘାସ ଓ କଣ୍ଟାସବୁ ପୋଡ଼ି ପକାଇବେ।

18. ତା'ପ ରେ ସହେି ଅଗ୍ନିଶିଖା ବୃଦ୍ଧି ପାଇବ ଓ ବଡ଼ ବଡ଼ ଗଛ ଓ ଦ୍ରାକ୍ଷାକ୍ଷତକେୁ ପୋଡ଼ି ପକାଇବେ। ଶଷେ ରେ ସମସ୍ତ ଜିନିଷ ଏହି ଅଗ୍ନିଶିଖା ରେ ବଳି ପଡ଼ିବ।

19. କବଳେ ବଣ ରେ ଅଳ୍ପ କତେୋଟି ବୃକ୍ଷ ବଞ୍ଚି ରହିବେ ଯାହାକୁ କି ଗୋଟିଏ ବାଳକ ଗଣିପାରିବ।

20. ସହେି ସମୟରେ ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକ ଏବଂ ଯାକୁବ ପରିବାର ଲୋକେ ପ୍ରହାରକାରୀଙ୍କ ଉପ ରେ ଆଉ ନିର୍ଭର କରିବେ ନାହିଁ। ସମାନେେ ଇଶ୍ରାୟେଲର ଧର୍ମସ୍ବରୂପ ସଦାପ୍ରଭୁଙ୍କ ଉପ ରେ ନିର୍ଭର କରିବା ଶିକ୍ଷା କରିବେ।

21. ଯାକୁବ ପରିବାର ଅବଶିଷ୍ଟାଂଶ ଲୋକ ମଧ୍ଯ ପୁଣି ପରାକ୍ରାନ୍ତ ପରମେଶ୍ବରଙ୍କୁ ଅନୁସରଣ କରିବେ।

22. ଯଦିଓ ଇଶ୍ରାୟେଲର ଅବଶିଷ୍ଟାଂଶ ସମୁଦ୍ରର ବାଲୁକା ସଦୃଶ ସମାନେେ ସଦାପ୍ରଭୁଙ୍କ ପାଖକୁ ଫରେି ଆସିବେ। ମାତ୍ର ସର୍ବପ୍ରଥମେ ତୁମ୍ଭର ଦେଶ ଧ୍ବଂସ ପାଇବ। ପରମେଶ୍ବର ତୁମ୍ଭର ଦେଶ ଧ୍ବଂସ ହବେ ବୋଲି ଘାଷେଣା କରିଛନ୍ତି। ତା'ପ ରେ ଧାର୍ମିକତା ନଦୀର ବନ୍ଯାଜଳ ସଦୃଶ ଦେଶମଧ୍ଯକୁ ବହି ଆସିବ।

23. ମାେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ନିଶ୍ଚିତ ଭାବରେ ଏହି ଦେଶକୁ ଧ୍ବଂସ କରିବେ।

24. ମାରେ ପ୍ରଭୁ ସର୍ବଶକ୍ତମାନ ସଦାପ୍ରଭୁ କହନ୍ତି, " ହେ ମାରେ ସିୟୋନ ନିବାସୀଗଣ, ତୁମ୍ଭମାନେେ ଅଶୂରକୁ ଭୟ କର ନାହିଁ, ୟଦ୍ଯପି ଅତୀତ ରେ ମିଶର ତୁମ୍ଭମାନଙ୍କୁ ୟଷ୍ଟି ରେ ପ୍ରହାର କଲାପରି ଅଶୂର ତୁମ୍ଭମାନଙ୍କୁ ପ୍ରହାର କରିବ।

25. ଯେତବେେଳେ ସଦାପ୍ରଭୁ ଜାଣିବେ ଯେ ଅଶୂର ତୁମ୍ଭମାନଙ୍କୁ ବହୁ ଦଣ୍ଡ ଦଇେସାରିଛି, ସେତବେେଳେ ମାରେ କୋର୍ଧ ପ୍ରଶମିତ ହବେ।'

26. ତା'ପ ରେ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରକୁ ବେତ୍ରାଘାତ କରିବେ। ଅତୀତ ରେ ଓ ରବେ ଶୈଳ ରେ ମିଦିଯନର ହତ୍ଯା ଯେପରି ସଦାପ୍ରଭୁ କରିଥିଲେ ଅଶୂରକୁ ଆକ୍ରମଣ କଲା ବେଳେ ସେ ସହେିପରି କରିବେ। ଆଉ ଅତୀତ ରେ ସଦାପ୍ରଭୁ ଯେପରି ତାଙ୍କର ୟଷ୍ଟି ସମୁଦ୍ର ଉପ ରେ ଧାରଣ କରିଥିଲେ ଓ ମିଶରକୁ ଦଣ୍ଡ ଦଇେ ତାଙ୍କର ଲୋକମାନଙ୍କୁ ରକ୍ଷା କରିଥିଲେ, ସହେିପରି ସେ ଅଶୂରରୁ ନିଜ ଲୋକମାନଙ୍କୁ ରକ୍ଷା କରିବେ।

27. ସେ ଦିନ ରେ ଅଶୂର ତୁମ୍ଭମାନଙ୍କ ପ୍ରତି ଦୁଃଖ ଆଣିବ। ସହେି ଦୁଃଖ ବୋଝ ତୁମ୍ଭ ସ୍କନ୍ଧ ରେ ୟୁଆଳି ସଦୃଶ ହବେ। ମାତ୍ର ସହେି ୟୁଆଳି ତୁମ୍ଭର ଗ୍ରୀବା ଦେଶରୁ କାଢ଼ି ନିଆୟିବ। ସହେି ବୋଝ ରୂପକ ୟୁଆଳି ତୁମ୍ଭର ଶକ୍ତି ବଳ ରେ ଭଗ୍ନ ହବେ।

28. ସୈନ୍ଯବାହିନୀ "ଅଯାତ ରେ' ପ୍ରବେଶ କରିବେ। ସମାନେେ "ମିଶ୍ରୋଣ ଖଳା' ମଧ୍ଯ ଦଇେ ଯିବେ ଓ "ମିକ୍ମସ ରେ' ଗନ୍ତାଘ ରେ ଖାଦ୍ୟ ସାମଗ୍ରୀ ଗଚ୍ଛିତ ରଖିବେ।

29. ସମାନେେ "ଘାଟି' ନିକଟରେ ନଦୀ ଅତିକ୍ରମ କରିବେ। ସମାନେେ ଗବୋ ରେ ଶଯନ କରିବେ। ରାମା କମ୍ପିତ ହବେ। ଶାଉଲର ଗିବିଯା ରେ ଲୋକମାନେ ପଳାଯନ କରିବେ।

30. ହେ ଶଲ୍ଲୀମର କନ୍ଯା, ଉଚ୍ଚସ୍ବର ରେ ପାଟି କର। ହେ ଲଯିଶ, ଶୁଣ। ଅନାଥୋଡ୍ ତାକୁ ଉତ୍ତର ଦିଅ।

31. ମଦମନୋ ଲୋକମାନେ ପଳାଯନ କରୁଛନ୍ତି। ପୁଣି ଗବେୀମ୍ ନିବାସୀମାନେ ଲୁଚୁଛନ୍ତି।

32. ସହେିଦିନ ସୈନ୍ଯବାହିନୀ ନୋବ ରେ ଅଟକିବେ। ୟିରୁଶାଲମର ସିଯୋନ ପର୍ବତ ବିରୁଦ୍ଧ ରେ ୟୁଦ୍ଧ ପାଇଁ ସମାନେେ ପ୍ରସ୍ତୁତ ହବେେ।

33. ଦେଖ ! ଆମ୍ଭମାନଙ୍କର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରର ମହାନ ବୃକ୍ଷସବୁ କାଟି ପକାଇବେ। ସେ ତାଙ୍କର ମହାନ ପରାକ୍ରମ ରେ ଏହା କରିବେ। ମହାନ୍ ଓ ପ୍ରଧାନ ବ୍ଯକ୍ତିମାନଙ୍କୁ ଛଦନେ କରାୟିବ। ସହେି ଉନ୍ନତମାନେ ନତ ହବେେ।

34. ସଦାପ୍ରଭୁ ତାଙ୍କର କୁଠାର ସାହାୟ୍ଯ ରେ ଅରଣ୍ଯକୁ କାଟି ପକାଇବେ। ଲିବାନୋନର ମହାନ୍ ବୃକ୍ଷର ପତନ ଘଟିବ।

About ଯିଶାଇୟ Chapter 10

Read ଯିଶାଇୟ Chapter 10 online from the Holy Bible. This chapter is part of the Book of ଯିଶାଇୟ in the Old Testament. Continue reading with the chapter navigation above or explore the complete book.

Book Information

Book: ଯିଶାଇୟ
Chapter: 10
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଯିଶାଇୟ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯିଶାଇୟ Chapter 10 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯିଶାଇୟ Chapter 10?

ଯିଶାଇୟ Chapter 10 is part of the Book of ଯିଶାଇୟ in the Holy Bible.

Can I read this chapter online?

Yes. You can read the complete ଯିଶାଇୟ Chapter 10 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 2
  2. ଆଦି ପୁସ୍ତକ Chapter 1
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 38
  6. ଆଦି ପୁସ୍ତକ Chapter 30
  7. ଆଦି ପୁସ୍ତକ Chapter 21

Explore More from ଯିଶାଇୟ

  1. ଯିଶାଇୟ Chapter 7
  2. ଯିଶାଇୟ Chapter 33
  3. ଯିଶାଇୟ Chapter 25
  4. ଯିଶାଇୟ Chapter 59
  5. ଯିଶାଇୟ Chapter 66
  6. ଯିଶାଇୟ Chapter 41
  7. ଯିଶାଇୟ Chapter 9

Related Chapters & Readings

  1. ଯିଶାଇୟ Chapter 45
  2. ପ୍ରକାଶିତ ବାକ୍ୟ Chapter 22
  3. ଦ୍ୱିତୀୟ ବିବରଣ Chapter 30
  4. ହିତୋପଦେଶ Chapter 10
  5. ଆଦି ପୁସ୍ତକ Chapter 11
  6. ଦିତୀୟ ବଂଶାବଳୀ Chapter 25
  7. ଯିହିଜିକଲ Chapter 38
Share Your Love

Leave a Reply

Your email address will not be published. Required fields are marked *