ଯିଶାଇୟ Chapter 16

For English

Read ଯିଶାଇୟ Chapter 16 Online

Read ଯିଶାଇୟ Chapter 16 online from the Holy Bible. This chapter is part of the Book of ଯିଶାଇୟ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିଶାଇୟ and the Holy Bible online.

Choose a Chapter

ଯିଶାଇୟ 16

ଅଧ୍ୟାୟ 16

1. ତୁମ୍ଭମାନେେ ସେ ଦେଶର ରାଜାଙ୍କ ନିମନ୍ତେ ଏକ ଉପହାର ପଠାଅ। ତୁମ୍ଭମାନେେ ସେଲାରୁ ଏକ ମଷେଶାବକ ବିସ୍ତୃତ ପ୍ରାନ୍ତର ମଧ୍ଯ ଦଇେ ସିୟୋନ କନ୍ଯାର ପର୍ବତକୁ ପଠାଅ।

2. ମାୟୋବର କନ୍ଯାଗଣ ଅର୍ନୋନ ଅତିକ୍ରମ କରିବାକୁ ଚେଷ୍ଟା କରିବେ। ସାହାୟ୍ଯ ପାଇଁ ସମାନେେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଧାଇଁବେ। ପକ୍ଷୀର ବସା ଭାଙ୍ଗି ତଳେ ପଡ଼ିଲା ପ ରେ, ପକ୍ଷୀ ଛୁଆମାନେ ଏଣତେଣେେ ଧାଇଁଲା ପରି ସମାନେେ ଧାଇଁବେ।

3. ସମାନେେ କୁହନ୍ତି, "ଆମ୍ଭମାନଙ୍କୁ ସାହାୟ୍ଯ କର, ଆମ୍ଭମାନେେ କ'ଣ କରିବୁ ମନ୍ତ୍ରଣା ଦିଅ। ଆମ୍ଭର ଶତ୍ରୁଠାରୁ ଆମ୍ଭମାନଙ୍କୁ ରକ୍ଷା କର, ଯେପରିକି ଛାଯା ମଧ୍ଯାହ୍ନ ସୂର୍ୟ୍ଯ ତାପରୁ ରକ୍ଷା କରେ। ଆମ୍ଭମାନଙ୍କୁ ଶତ୍ରୁଠାରୁ ଲୁଚାଇ ରଖ। କାରଣ ଆମ୍ଭମାନେେ ତାଙ୍କଠାରୁ ପଳାଇ ଆସିଛୁ। ତାଙ୍କ ନିକଟକୁ ଆମ୍ଭମାନଙ୍କୁ ପଠାଅ ନାହିଁ।'

4. ମାୟୋବର ଲୋକମାନଙ୍କୁ ତାଙ୍କର ଘରୁ ଜାରେ କରି ତଡ଼ି ଦିଆ ୟାଇଛି। ତେଣୁ ସମାନଙ୍କେୁ ତୁମ୍ଭ ଦେଶ ରେ ବାସ କରିବାକୁ ଦିଅ। ସମାନଙ୍କେ ଶତ୍ରୁଠାରୁ ସମାନଙ୍କେୁ ଲୁଚାଇ ରଖ। କାରଣ ଲୁଣ୍ଠନ ବନ୍ଦ ହବେ। ଶତ୍ରୁ ପରାଜିତ ହବେେ। ଆଘାତ କାରୀମାନେ ଦେଶରୁ ବିଦାଯ ନବେେ।

5. ତା'ପ ରେ ଜଣେ ନୂତନ ରାଜା ଆସିବେ। ସେ ରାଜା ଦାଉଦ ପରିବାରରୁ ହବେେ। ସେ ବିଶ୍ବସ୍ତ, ଦୟାଳୁ ଓ ସ୍ନହେୀ ହବେେ। ସେ ନ୍ଯାଯ ବିଚାର କରିବେ ଓ ଧର୍ମ ରେ ସମସ୍ତ କାର୍ୟ୍ଯ ସାଧନ କରିବେ।

6. ଏହା ଶୁଣା ଯାଉଛି ଯେ, ମାୟୋବ ଅତ୍ଯନ୍ତ ଗର୍ବୀ ଓ ଅହଙ୍କାରୀ। ସେ କେତେ ଆତ୍ମଭିମାନୀ ଗର୍ବୀ ଏବଂ କୋର୍ଧୀ ମାତ୍ର, ତା'ର ଏ ଅହଙ୍କାର ଅଧିକ ସମୟ ରହିବ ନାହିଁ।

7. ଏହି ଅହଙ୍କାର ୟୋଗୁଁ ସମସ୍ତ ମାୟୋବ କଷ୍ଟ ଭୋଗିବ। ମାୟୋବର ସମସ୍ତ ଲୋକ କ୍ରନ୍ଦନ କରିବେ। ସମାନେେ ଦୁଃଖିତ ହବେେ। ଅତୀତ ରେ ତାଙ୍କର ଯାହା ଥିଲା ସଗେୁଡ଼ିକୁ ସେ ଇଚ୍ଛା କରିବେ। ସମାନେେ ହରେସତରର ଶୁଷ୍କ କିସମିସର ପିଠା ପାଇଁ ଇଚ୍ଛା କରିବେ।

8. ଲୋକମାନେ ଦୁଃଖିତ ହବେେ କାରଣ ହିଶବୋନର କ୍ଷତେସବୁ ଓ ଶବ୍ମାର ଦ୍ରାକ୍ଷାଲତା ଆଉ ଦ୍ରାକ୍ଷା ଉତ୍ପନ୍ନ କରିବ ନାହିଁ। ଦ୍ରାକ୍ଷା ରାଷ୍ଟ୍ରର ପ୍ରଭୁଙ୍କ ପାନୀଯ ପାଇଁ ତିଆରି କରାୟାଏ, ମରୁଭୂମିରେ ପହଞ୍ଚିବା ପାଇଁ ବ୍ଯବହାର କରାୟାଏ, ଯାହାର ମୂଳ ସମୁଦ୍ର ପର୍ୟ୍ଯନ୍ତ ବିସ୍ତୃତ ହାଇେଛି।

9. "ମୁଁ ୟା ସରେ ଓ ଶିବମାର ଲୋକମାନଙ୍କ ସହିତ ମିଶି ବିଳାପ କରିବି କାରଣ ସମାନଙ୍କେର ଦ୍ରାକ୍ଷାଲତା ସବୁ ଧ୍ବଂସ ପାଇଛି। ହିଶ୍ବୋନ୍ ଓ ଇଲିଯାଲି ସହିତ ଲୋତକ ଜଳ ରେ ତିନ୍ତାଇବା, କାରଣ ତୁମ୍ଭମାନଙ୍କର ଶସ୍ଯ ଅମଳ ହବେ ନାହିଁ କି ଗ୍ରୀଷ୍ମ କାଳର ଫଳ ପାଇବା ନାହିଁ ଏବଂ ତୁମ୍ଭମାନଙ୍କ ଆନନ୍ଦ ଧ୍ବନି ରହିବ ନାହିଁ।

10. ଉର୍ବରା କ୍ଷତରେୁ ଆନନ୍ଦ ଉଲ୍ଲାସ ଦୂରୀଭୂତ ହବେ ଏବଂ ଦ୍ରାକ୍ଷା କ୍ଷତେ ରେ ଗାନ ଓ ଆନନ୍ଦ ଧ୍ବନି ଶୁଣାୟିବ ନାହିଁ। ଦ୍ରାକ୍ଷାକୁ କୁଣ୍ଡ ରେ ପଦ ରେ ଚାପି କହେି ଦ୍ରାକ୍ଷାରସ ବାହାର କରିବ ନାହିଁ, କାରଣ ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦ ଧ୍ବନି ନିବୃତ୍ତି କରିଅଛୁଁ।

11. ତେଣୁ ମୁଁ ଦୁଇଟି ନଗର ମାୟୋବ ଓ କୀରହରେସ ପାଇଁ ବିଶଷେ ଭାବରେ ଦୁଃଖିତ।

12. ମାୟୋବର ଲୋକମାନେ ସମାନଙ୍କେର ପ୍ରାର୍ଥନା ସ୍ଥଳୀକୁ ଯିବେ। ସଠାେ ରେ ସମାନେେ ପ୍ରାର୍ଥନା କରିବାକୁ ଚେଷ୍ଟା କରିବେ। ମାତ୍ର ସମାନେେ ଏତେ ଦୁର୍ବଳ ଯେ ସେଥି ରେ ସମାନେେ କୃତାର୍ଥ ହବେେ ନାହିଁ।

13. ସଦାପ୍ରଭୁ ଆନକେଥର ମାୟୋବ ବିଷଯ ରେ ଏହିସବୁ କହିଥିଲେ।

14. ପୁଣି ବର୍ତ୍ତମାନ ସଦାପ୍ରଭୁ କୁହନ୍ତି, "ତିନି ବର୍ଷ ମଧିଅରେ ସହେି ସବୁ ଲୋକମାନେ ଓ ସମାନଙ୍କେର ଗର୍ବ କରୁଥିବା ଜିନିଷଗୁଡ଼ିକ ଲୋପ୍ ପାଇବ। ଅବଶିଷ୍ଟାଂଶ ଏତେ ଅଳ୍ପ ହବେ ଯେ ଗଣନା ୟୋଗ୍ଯ ହବେ ନାହିଁ।'

About ଯିଶାଇୟ Chapter 16

Read ଯିଶାଇୟ Chapter 16 online from the Holy Bible. This chapter is part of the Book of ଯିଶାଇୟ in the Old Testament. Continue reading with the chapter navigation above or explore the complete book.

Book Information

Book: ଯିଶାଇୟ
Chapter: 16
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଯିଶାଇୟ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଯିଶାଇୟ Chapter 16 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଯିଶାଇୟ Chapter 16?

ଯିଶାଇୟ Chapter 16 is part of the Book of ଯିଶାଇୟ in the Holy Bible.

Can I read this chapter online?

Yes. You can read the complete ଯିଶାଇୟ Chapter 16 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 1
  2. ଆଦି ପୁସ୍ତକ Chapter 2
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 12
  6. ଆଦି ପୁସ୍ତକ Chapter 11
  7. ଆଦି ପୁସ୍ତକ Chapter 38

Explore More from ଯିଶାଇୟ

  1. ଯିଶାଇୟ Chapter 53
  2. ଯିଶାଇୟ Chapter 58
  3. ଯିଶାଇୟ Chapter 56
  4. ଯିଶାଇୟ Chapter 2
  5. ଯିଶାଇୟ Chapter 35
  6. ଯିଶାଇୟ Chapter 42
  7. ଯିଶାଇୟ Chapter 54

Related Chapters & Readings

  1. ଆଦି ପୁସ୍ତକ Chapter 8
  2. ଗୀତସଂହିତା Chapter 63
  3. ହିତୋପଦେଶ Chapter 1
  4. ଗୀତସଂହିତା Chapter 147
  5. ଯିଖରିୟ Chapter 1
  6. ଉପଦେଶକ Chapter 5
  7. ଏଜ୍ରା Chapter 8
Share Your Love

Leave a Reply

Your email address will not be published. Required fields are marked *