Read ଯିଶାଇୟ Chapter 25 Online
Read ଯିଶାଇୟ Chapter 25 online from the Holy Bible. This chapter is part of the Book of ଯିଶାଇୟ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିଶାଇୟ and the Holy Bible online.
Choose a Chapter
ଯିଶାଇୟ 25
ଅଧ୍ୟାୟ 25
1. ହେ ସଦାପ୍ରଭୁ, ତୁମ୍ଭେ ମାରେ ପରମେଶ୍ବର। ମୁଁ ତୁମ୍ଭର ପ୍ରତିଷ୍ଠା କରିବି ଓ ତୁମ୍ଭ ନାମର ପ୍ରଶଂସା କରିବି। କାରଣ ତୁମ୍ଭେ ସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ ସମ୍ପାଦନ କରିଛ। ତୁମ୍ଭେ ପୁରାତନ କାଳ ରେ ୟହା କହିଥିଲ, ତାହା ସମ୍ପୂର୍ଣ୍ଣ ସତ୍ଯ ରେ ପରିଣତ ହାଇେଛି। ତୁମ୍ଭେ ଯାହାସବୁ କହିଥିଲ, ତାହାହିଁ ଘଟିଅଛି।
2. ସୁଦୃଢ଼ ପ୍ରାଚୀର ବେଷ୍ଠିତ ସୁରକ୍ଷିତ ନଗରକୁ ତୁମ୍ଭେ ଧ୍ବଂସ କରିଅଛ ଓ ବର୍ତ୍ତମାନ ତାକୁ ଏକ ପଥର ଗଦା ରେ ପରିଣତ କରିଅଛ। ବିଦେଶୀମାନଙ୍କ ରାଜ ପ୍ରାସାଦକୁ ବିନଷ୍ଟ କରିଛ ଓ ତାହା କବେେ ପୁନର୍ବାର ନିର୍ମିତ ହବେ ନାହିଁ।
3. ବଳଶାଳୀ ଶକ୍ତିମାନେ ଓ ଜାତିମାନେ ତୁମ୍ଭକୁ ପ୍ରଶଂସା ଓ ସମ୍ମାନ କରିବେ। ଆତଙ୍କିତ ନଗରର ଲୋକମାନେ ଭୟ କରିବେ।
4. ହେ ସଦାପ୍ରଭୁ, ତୁମ୍ଭେ ଦରିଦ୍ରର ନିରାପଦ ସ୍ଥାନ, ଦୀନହୀନ ଲୋକର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ। ବନ୍ଯା ଓ ଉତ୍ତାପରୁ ରକ୍ଷା କରିବା ପାଇଁ ତୁମ୍ଭେ ହେଉଛ ସୁରକ୍ଷିତ ଗୃହ, ଦୁଃଖରୂପକ ଭୟଙ୍କର ବତାସ ଓ ବର୍ଷା କାନ୍ଥକୁ ଆଘାତ କଲେ ମଧ୍ଯ ଗୃହ ମଧିଅରେ ଲୋକ ସୁରକ୍ଷିତ ହେଲାପରି ତୁମ୍ଭେ ଏକ ସୁଦୃଢ଼ ଆଶ୍ରଯସ୍ଥଳ।
5. ଶୁଷ୍କ ଦେଶ ରେ ତାପକୁ ଦୂର କଲାପରି ବିଦେଶୀମାନଙ୍କର କୋଳାହଳକୁ ତୁମେ ନିବାରଣ କରିବ। ମେଘ ରେ ଛାଯା ଯେପରି ଗରମ ଦିନ ରେ ତାପକୁ କୋମଳ କରେ, ତୁମେ ପରମେଶ୍ବର ଭୟଙ୍କର ଲୋକମାନଙ୍କର ଗୀତକୁ ବନ୍ଦ କରିବ।
6. ସେତବେେଳେ ସର୍ବଶକ୍ତିମାନ ସଦାପ୍ରଭୁ ପର୍ବତ ଉପ ରେ ତାଙ୍କ ଲୋକମାନଙ୍କ ପାଇଁ ଉତ୍ତମ ଖାଦ୍ୟର ଏକ ଭୋଜି ଦବେେ। ସହେି ଭୋଜି ରେ ଉତ୍ତମ ଖାଦ୍ୟର ବିଭିନ୍ନ ପ୍ରକାର, ପାନୀଯ ଦ୍ରାକ୍ଷାରସ କୋମଳ ସ୍ବାଦୟୁକ୍ତ ମାସଂ ଏବଂ ଅନ୍ଯାନ୍ଯ ସ୍ବତନ୍ତ୍ର ଦ୍ରବ୍ଯ।
7. ସମସ୍ତ ଗୋଷ୍ଠୀମାନଙ୍କ ଉପ ରେ ଯେଉଁ ଓଢ଼ଣି ପଡ଼ିଅଛି ଓ ସର୍ବଦେଶୀଯମାନଙ୍କ ଉପ ରେ ଯେଉଁ ବସ୍ତୁର ଆବରଣ ରହିଛି ତାକୁ ସବୁ ସଦାପ୍ରଭୁ ଏହି ପର୍ବତ ରେ "ବିନାଶ' କରିବେ।
8. ମାତ୍ର ଅନନ୍ତକାଳ ପାଇଁ ଦୂରୀଭୂତ ହବେ। ମାରେ ପ୍ରଭୁ ସଦାପ୍ରଭୁ ସମସ୍ତଙ୍କ ମୁଖମଣ୍ଡଳରୁ ଲୋତକ ପୋଛି ଦବେେ। ଅତୀତ ରେ ଲୋକଙ୍କର ଯେଉଁ ଦୁଃଖ ଥିଲା, ପରମେଶ୍ବର ସେ ସମସ୍ତ ଦୁଃଖକୁ ପୃଥିବୀରୁ ପୋଛି ଦବେେ। ଏ ସମସ୍ତ ଘଟିବ କାରଣ ସଦାପ୍ରଭୁ ଏହା କହିଛନ୍ତି।
9. ସେତବେେଳେ ଲୋକେ ଏହି କଥା କହିବେ, "ଏହି ଆମର ପରମେଶ୍ବର ଯାହାଙ୍କୁ ଆମ୍ଭମାନେେ ବହୁତ ସମୟ ଧରି ଅପେକ୍ଷା କରିଅଛୁଁ। ସେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ଆସିଛନ୍ତି। ତାହାଙ୍କ ଦୃଢ଼ ପରିତ୍ରାଣ ରେ ଆମ୍ଭମାନେେ ଆନନ୍ଦ ଉଲ୍ଲାସ କରିବୁ, ଯେତବେେଳେ ସେ ଆମ୍ଭକୁ ରକ୍ଷା କରନ୍ତି।'
10. ଏହି ପର୍ବତ ଉପ ରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହବେ। ମାତ୍ର ଖାତକୁଣ୍ଡ ରେ କୁଟା ଦଳିତ ହେଲାପରି ମାୟୋବ ନିଜ ସ୍ଥାନ ରେ ଦଳିତ ହବେ।
11. ଯଦିଓ ସନ୍ତରଣକାରୀ ପରି ହସ୍ତ ପ୍ରସାରଣ କରିବେ ସଦାପ୍ରଭୁ ତାଙ୍କର ହସ୍ତ ବିସ୍ତାର କରିବେ। ଲୋକମାନେ ଯେଉଁ ବିଷଯ ରେ ଗର୍ବ କରନ୍ତି ଓ ଯାହାସବୁ ତାଙ୍କ ହସ୍ତ ନିର୍ମାଣ କରିଛି, ସେ ସମସ୍ତ ହସ୍ତ ନିର୍ମାଣ କରିଛି, ସେ ସମସ୍ତ ବିଷଯ ତଳକୁ ଆଣି ଦିଏ।
12. ପୁଣି ସଦାପ୍ରଭୁ ଲୋକମାନଙ୍କର ଉଚ୍ଚ ପ୍ରାଚୀର ଓ ନିରାପଦ ସ୍ଥାନ ଗୁଡ଼ିକୁ ନିପାତ କରିବେ ଓ ଭୂମିସାତ୍ କରି ତାକୁ ଧୂଳି ରେ ମିଶାଇ ଦବେେ।
About ଯିଶାଇୟ Chapter 25
Read ଯିଶାଇୟ Chapter 25 online from the Holy Bible. This chapter is part of the Book of ଯିଶାଇୟ in the Old Testament. Continue reading with the chapter navigation above or explore the complete book.
Book Information
Book: ଯିଶାଇୟ
Chapter: 25
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଯିଶାଇୟ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଯିଶାଇୟ Chapter 25 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଯିଶାଇୟ Chapter 25?
ଯିଶାଇୟ Chapter 25 is part of the Book of ଯିଶାଇୟ in the Holy Bible.
Can I read this chapter online?
Yes. You can read the complete ଯିଶାଇୟ Chapter 25 online for free with easy chapter navigation.
More Chapters from ପୁରାତନ ନିୟମ
- ଆଦି ପୁସ୍ତକ Chapter 2
- ଆଦି ପୁସ୍ତକ Chapter 1
- ଆଦି ପୁସ୍ତକ Chapter 14
- ଆଦି ପୁସ୍ତକ Chapter 10
- ଆଦି ପୁସ୍ତକ Chapter 21
- ଆଦି ପୁସ୍ତକ Chapter 12
- ଆଦି ପୁସ୍ତକ Chapter 11
Explore More from ଯିଶାଇୟ
- ଯିଶାଇୟ Chapter 13
- ଯିଶାଇୟ Chapter 66
- ଯିଶାଇୟ Chapter 31
- ଯିଶାଇୟ Chapter 9
- ଯିଶାଇୟ Chapter 19
- ଯିଶାଇୟ Chapter 56
- ଯିଶାଇୟ Chapter 17