Read ଯିଶାଇୟ Chapter 32 Online
Read ଯିଶାଇୟ Chapter 32 online from the Holy Bible. This chapter is part of the Book of ଯିଶାଇୟ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିଶାଇୟ and the Holy Bible online.
Choose a Chapter
ଯିଶାଇୟ 32
ଅଧ୍ୟାୟ 32
1. ଦେଖ, ଜଣେ ରାଜା ଧର୍ମାନୁସା ରେ ରାଜତ୍ବ କରିବେ ଓ ଅଧିପତିଗଣ ନ୍ଯାଯ ରେ ଶାସନ କରିବେ।
2. ଯଦି ଏହା ଘଟିବ, ତବେେ ସହେି ମାନବ ବତାସରୁ ଆଶ୍ରଯସ୍ଥାନ ଓ ଝଡ଼ ବର୍ଷାରୁ ଆଶ୍ରଯ, ଶୁଷ୍କ ଭୂମିରେ ଜଳଷୋର୍ତ ଓ ଉତ୍ତପ୍ତ ଭୂମିରେ ଶୀତଳ ଛାଯା ପ୍ରଦାୟକ ଶୈଳ ସଦୃଶ ହବେ।
3. ପୁଣି ଦର୍ଶକମାନଙ୍କର ଚକ୍ଷୁ ମୁଦ୍ରିତ ହବେ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ଅବଧାନ କରିବ।
4. ଦ୍ବନ୍ଦ ରେ ପଡ଼ିଥିବା ବ୍ଯକ୍ତି ଜ୍ଞାନ ଲାଭ କରିବେ। ନିର୍ବୀକମାନେ ସ୍ପଷ୍ଟ କଥା କହିବେ।
5. ନିର୍ବୋଧମାନେ ମହାତ୍ମା ଓ ଖଳଲୋକ ଉଦାର ବୋଲି ପ୍ରସିଦ୍ଧ ହବେେ ନାହିଁ।
6. କାରଣ ଜଣେ ମୃତ ନିର୍ବୋଧ କଥା କହିବ ଓ ତାହାର ହୃଦଯ ରେ ଅଧର୍ମ କଥା କଳ୍ପନା କରିବ। ସେ ସର୍ବଦା ଭ୍ରାନ୍ତିମୂଳକ କାର୍ୟ୍ଯ କରିବ ସେ ସଦାପ୍ରଭୁଙ୍କ ପ୍ରତିକୂଳ ରେ ମନ୍ଦକଥା କହିବ। ସେ କ୍ଷୁଧିତକୁ ଖାଦ୍ୟ ଦବେ ନାହିଁ କି ତୃଷିତକୁ ଜଳଦାନ କରିବ ନାହିଁ।
7. ଆଉ ମଧ୍ଯ ଖଳ ଲୋକର ଉପାଯ ସବୁ ମନ୍ଦ। ସେ ଦରିଦ୍ରଠାରୁ ସମସ୍ତ ଅପହରଣ କରିବାକୁ ଯୋଜନା କଲେ। ସେ ଦରିଦ୍ର ଲୋକମାନଙ୍କୁ ମିଥ୍ଯା ଅଭିଯୋଗ ସାହାୟ୍ଯ ରେ ଧ୍ବଂସ କରିବାକୁ ଶପଥ ନିଏ, ଯଦିବା ସେତବେେଳେ ସହେି ଦରିଦ୍ର ଲୋକ ଯାହା କ ହେ, ତାହା ସଠିକ୍।
8. ମାତ୍ର ଜଣେ ମହାତ୍ମା ଉତ୍ତମ କଥା କଳ୍ପନା କରେ ଓ ସହେି ଉତ୍ତମ ଆଚରଣ ରେ ସେ ସ୍ଥିର ରହେ।
9. ହେ ସୁଖିନୀ ସ୍ତ୍ରୀଗଣ, ତୁମ୍ଭମାନେେ ମାେ କଥା ଶୁଣ। ହେ ବିଶ୍ବସ୍ତା ନାରୀଗଣ, ମାେ ବାକ୍ଯ ରେ କର୍ଣ୍ଣପାତ କର।
10. ହେ ନିଶ୍ଚିତା ନାରୀଗଣ, ତୁମ୍ଭମାନେେ ବର୍ଷକ ପ ରେ ଉଦ୍ବିଗ୍ନା ହବେ। କାରଣ ଦ୍ରାକ୍ଷାଫଳର ଅଭାବ ହବେ, ଫଳ ଅମଳର ସମୟ ଆସିବ ନାହିଁ।
11. ହେ ଶାନ୍ତିପ୍ରିଯ ନାରୀଗଣ, ତୁମ୍ଭମାନେେ କମ୍ପିତା ହବେ। ହେ ନିଶ୍ଚିତା ନାରୀଗଣ, ତୁମ୍ଭମାନେେ ଉଦ୍ ବିଗ୍ନା ହବେ। ତୁମ୍ଭମାନଙ୍କର ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ କଟି ଦେଶ ରେ ଚଟ ବାନ୍ଧ।
12. ସହେି ମନୋରମ ଫଳ କ୍ଷତେ ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଦୁଃଖ ରେ ଛାତିକୁ ମାରି ହବେେ।
13. ମାରେଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳିକୁ ବୃକ୍ଷ ରେ ପୂର୍ଣ୍ଣ ହବୋ ନିମନ୍ତେ ଓ ନଗରର ଆନନ୍ଦ ଉଲ୍ଲାସପୂର୍ଣ୍ଣ ଗୃହଗୁଡ଼ିକ ପାଇଁ ବିଳାପ କର।
14. ମାରେ ଲୋକମାନେ ରାଜନଗରୀ ପରିତ୍ଯାଗ କରିବେ ଓ ଜନାକୀର୍ଣ୍ଣ ନଗର ଜନଶୂନ୍ଯ ହବେ। ଗିରି ଓ ପ୍ରହରି ଦୁର୍ଗ ଚିରିକାଳ ଗୁହାମଯ, ବନ୍ଦ ଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହବେ।
15. ଆତ୍ମା ଉର୍ଦ୍ଧ୍ବରୁ ଆସିବା ପର୍ୟ୍ଯନ୍ତ ଏହିସବୁ ଚାଲୁ ରହିବ। ବର୍ତ୍ତମାନ ଏହା ଧାର୍ମିକମାନଙ୍କ ଇଚ୍ଛା ପାଇଁ ମରୁଭୂମି ହାଇେଛି, ତା'ପ ରେ ମରୁଭୂମି ଠିକ୍ ବିଚାର ରେ ପାଇବେ ଏବଂ ଫଳ ବଗିଚା ଜଙ୍ଗଲ ରେ ପରିଣତ ହବେ।
16. ସେତବେେଳେ ପ୍ରାନ୍ତର ରେ ନ୍ଯାଯ ବିଚାର ବାସ କରିବ ଓ ଉର୍ବର କ୍ଷତେ ରେ ଧାର୍ମିକତା ବସତି ସ୍ଥାପନ କରିବ।
17. ପୁଣି ସହେି ଧାର୍ମିକତାର କାର୍ୟ୍ଯ ଶାନ୍ତିମଯ ହବେ ଓ ଧାର୍ମିକତାର ଫଳ ଚିରକାଳ ସୁସ୍ଥିରତା ଓ ନିର୍ଭୟତା ହବେ।
18. ମାରେ ଲୋକମାନେ ଶାନ୍ତିମଯ ବସତି ସ୍ଥାନ ରେ, ନିରାପଦ ତମ୍ବୁ ରେ ଓ ସୁସ୍ଥିର ବିଶ୍ରାମ ସ୍ଥାନ ରେ ବାସ କରିବେ।
19. ମାତ୍ର ଏହି କାର୍ୟ୍ଯ ଘଟିବା ପୂର୍ବରୁ ଅରଣ୍ଯ ସମ୍ପୂର୍ଣ୍ଣ ନିପତିତ ହବେ ଓ ନଗର ସମ୍ପୂର୍ଣ୍ଣରୂପେ ଧ୍ବଂସ ପାଇବ।
20. ତୁମ୍ଭମାନଙ୍କ ମଧ୍ଯରୁ କେତକେ ସକଳ ସ୍ଥାନ ରେ ବୀଜ ବୁଣୁଛ ଓ ଗୋରୁ ଗର୍ଦ୍ଦଭମାନଙ୍କୁ ବାହା ରେ ଚରିବାକୁ ଛାଡ଼ୁଛ, ସେଥିପାଇଁ ତୁମ୍ଭମାନେେ ଧନ୍ଯ।
About ଯିଶାଇୟ Chapter 32
Read ଯିଶାଇୟ Chapter 32 online from the Holy Bible. This chapter is part of the Book of ଯିଶାଇୟ in the Old Testament. Continue reading with the chapter navigation above or explore the complete book.
Book Information
Book: ଯିଶାଇୟ
Chapter: 32
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଯିଶାଇୟ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଯିଶାଇୟ Chapter 32 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଯିଶାଇୟ Chapter 32?
ଯିଶାଇୟ Chapter 32 is part of the Book of ଯିଶାଇୟ in the Holy Bible.
Can I read this chapter online?
Yes. You can read the complete ଯିଶାଇୟ Chapter 32 online for free with easy chapter navigation.
More Chapters from ପୁରାତନ ନିୟମ
- ଆଦି ପୁସ୍ତକ Chapter 1
- ଆଦି ପୁସ୍ତକ Chapter 14
- ଆଦି ପୁସ୍ତକ Chapter 10
- ଆଦି ପୁସ୍ତକ Chapter 2
- ଆଦି ପୁସ୍ତକ Chapter 12
- ଆଦି ପୁସ୍ତକ Chapter 11
- ଆଦି ପୁସ୍ତକ Chapter 38
Explore More from ଯିଶାଇୟ
- ଯିଶାଇୟ Chapter 37
- ଯିଶାଇୟ Chapter 25
- ଯିଶାଇୟ Chapter 8
- ଯିଶାଇୟ Chapter 49
- ଯିଶାଇୟ Chapter 44
- ଯିଶାଇୟ Chapter 38
- ଯିଶାଇୟ Chapter 64