Read ଯିହିଜିକଲ Chapter 26 Online
Read ଯିହିଜିକଲ Chapter 26 online from the Holy Bible. This chapter is part of the Book of ଯିହିଜିକଲ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଯିହିଜିକଲ and the Holy Bible online.
Choose a Chapter
ଯିହିଜିକଲ 26
ଅଧ୍ୟାୟ 26
1. ଅନନ୍ତର ଏକାଦଶ ବର୍ଷର ମାସର ପ୍ରଥମ ଦିନ ରେ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
2. " ହେ ମନୁଷ୍ଯ ପୁତ୍ର, କାରଣ ସୋର ୟିରୁଶାଲମର ଦୁର୍ଭାଗ୍ଯ ସମୟରେ ଏହା କହି ପରିହାସ କରିଛି, କହିଛି : 'ଜଯଧ୍ବନି ରେ ଦେଶର ଫାଟକ ଭାଙ୍ଗି ଗଲା ଏବଂ ମାେ ପାଇଁ ଖାଲିେ ଗଲା। ବର୍ତ୍ତମାନ ମୁଁ ଉନ୍ନତି କରିବି।"
3. ତେଣୁ ମାରେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, " ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଓ ସମୁଦ୍ର ତରଙ୍ଗ ଯେପରି କୂଳକୁ ଲଙ୍ଘନ କରେ ଆମ୍ଭେ ସହେିପରି ତୁମ୍ଭ ବିରୁଦ୍ଧ ରେ ଅନକେ ଗୋଷ୍ଠୀକି ଉଠାଇବା।"
4. " ସମାନେେ ସୋରର ପ୍ରାଚୀର ନଷ୍ଟ କରିବେ ଓ ତାହାର ଦୁର୍ଗସବୁ ଭାଙ୍ଗି ପକାଇବେ। ମୁଁ ମଧ୍ଯ ତାହାର ଧୂଳିସବୁ ଉଡ଼ଇେ ଦବେି ଓ ତାକୁ ଶୁଷ୍କ ତୈଳ କରିବି।
5. ସୋର ସମୁଦ୍ର ମଧିଅରେ ଜାଲ ପ୍ରସାରିବାର ସ୍ଥାନ ହବେ ; କାରଣ ମାରେ ପ୍ରଭୁ ସଦାପ୍ରଭୁ କହନ୍ତି," ମୁଁ ଏହା କରିଅଛି। "ଆଉ ସେ ଗୋଷ୍ଠୀମାନଙ୍କ ପ୍ରତି ଲୁଟିତ ଦ୍ରବ୍ଯ ସ୍ବରୂପ ହବେେ।
6. ପୁଣି କ୍ଷେତ୍ରସ୍ଥିତ ତାହାର କନ୍ଯାଗଣ ଖଡ୍ଗ ରେ ନିହତ ହବେେ। ତାହା ହେଲେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସମାନେେ ଜାଣିବେ।"
7. ମାରେପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, "ଆମ୍ଭେ ଉତ୍ତର ଦିଗରୁ ନବୁଖଦନିତ୍ସରଙ୍କୁ ସୋର ବିରୁଦ୍ଧ ରେ ଆଣିବା। ସେ ରାଜାଧିରାଜ ବାବିଲର ରାଜା ଅଶ୍ବରଥ, ଅଶ୍ବାରୋହୀ, ସମାଜ ଓ ବିପୁଳ ସୈନ୍ଯବାହିନୀ ସହ ଆସିବେ।
8. ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ଯାଗଣଙ୍କୁ ହତ୍ଯା କରିବ ( େଛାଟ ସହର ରେ)। ସେ ତୁମ୍ଭ ବିରୁଦ୍ଧ ରେ ଅପରାଧ କାର୍ୟ୍ଯ କରିବ। ଏବଂ ସେ ତୁମ୍ଭ ବିରୁଦ୍ଧ ରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧ ରେ ଢ଼ାଲ ଉଠାଇବ।
9. ଏବଂ ସେ ତୁମ୍ଭ ପ୍ରାଚୀରଗୁଡ଼ିକୁ ଭାଙ୍ଗିବା ପାଇଁ ବଡ଼ କାଠଗଣ୍ଡି ବ୍ଯବହାର କରିବ। ଓ ତାଙ୍କର ଶକ୍ତିଶାଳୀ ଅସ୍ତ୍ରଗୁଡ଼ିକ ଦ୍ବାରା ସେ ତୁମ୍ଭର ଗଡ଼ସବୁ ଭାଙ୍ଗି ପକାଇବ।
10. ତାହାର ବିପୁଳ ପରିମାଣର ଅଶ୍ବ ହତେୁ ଧୂଳି ରେ ତୁମ୍ଭେ ଆଚ୍ଛାଦିତ ହବେ। ଯେତବେେଳେ ସମାନେେ ତୁମ୍ଭ ନଗର ଦ୍ବାର ରେ ପ୍ରବେଶ କରିବେ, ସେତବେେଳେ ଅଶ୍ବାରୋହୀଗଣର ଶଗଡ଼ ଓ ରଥ ସମୂହର ଶବ୍ଦ ରେ ତୁମ୍ଭର ପ୍ରାଚୀର ସବୁ କମ୍ପି ଉଠିବ। ସମାନେେ ପ୍ରବେଶ କରିବେ, କାରଣ ତୁମ୍ଭର ପ୍ରାଚୀରସବୁ ଭଗ୍ନ ହବେ।
11. ବାବିଲର ରାଜାଙ୍କର ଅଶ୍ବମାନେ ତୁମ୍ଭର ସମସ୍ତ ପଥଗୁଡ଼ିକ ପାଦ ରେ ଦଳି ଦବେେ। ସମାନଙ୍କେର ଖୁରାଗୁଡ଼ିକ ସମାନଙ୍କେ ଉପ ରେ ଆଘାତ କରି ଆସିବ। ସେ ତୁମ୍ଭ ଲୋକମାନଙ୍କୁ ତାଙ୍କ ଖଡ୍ଗ ରେ ହତ୍ଯା କରିବେ ଓ ତୁମ୍ଭର ଶକ୍ତିଶାଳୀ ସ୍ତମ୍ଭଗୁଡ଼ିକୁ ଧଳିସାତ ହବେ।
12. ପୁଣି ସମାନେେ ତୁମ୍ଭର ସମ୍ପଦ ସବୁ ଲୁଟି ନବେେ ଓ ତୁମ୍ଭର ବାଣିଜ୍ଯ ଦ୍ରବ୍ଯ ହରଣ କରିବେ। ଆଉ ମଧ୍ଯ ସମାନେେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେଓ ତୁମ୍ଭର ରମଣୀଯ ଗୃହଗୁଡ଼ିକୁ ଧ୍ବଂସ କରିବେ। ପୁଣି ସମାନେେ ତୁମ୍ଭର ପ୍ରସ୍ତର କାଷ୍ଠ ଓ ଧୂଳିସବୁ ନଇେ ସମୁଦ୍ର ଜଳ ରେ ନିକ୍ଷପେ କରିବେ।
13. ପୁଣି ମୁଁ ତୁମ୍ଭର ଆନନ୍ତ ଗୀତର ଶବ୍ବ ନିବୃତ୍ତ କରିବି ଓ ତୁମ୍ଭର ବୀଣାର ଧ୍ବନି ଆଉ ଶୁଣିବାକୁ ଦବେି ନାହିଁ।
14. ଏବଂ ମୁଁ ତୁମ୍ଭକୁ ଏକ ଶୁଷ୍କ ତୈଳ ରେ ପରିଣତ କରିବି। ତୁମ୍ଭେ ସମୁଦ୍ର ତୀରସ୍ଥ ଏକ ଜାଲ ପ୍ରସାରିତ ହବୋର ସ୍ଥାନ ହବେ। ତୁମ୍ଭର ଆଉ ପୁନଃନିର୍ମାଣ ହବେ ନାହିଁ କାରଣ ମୁଁ ସଦାପ୍ରଭୁ ଏହା କହିଅଛି।" ସଦାପ୍ରଭୁ, ମାରେ ପ୍ରଭୁ ଏହା କହନ୍ତି।
15. ମାରେ ପ୍ରଭୁ ସଦାପ୍ରଭୁ ସୋରରୁ ଏହି କଥା କହନ୍ତି, "ତୁମ୍ଭର ପତନର ଶବ୍ଦ ରେ ଭୂମଧ୍ଯସାଗରସ୍ଥ ଦ୍ବୀପସମୂହ କମ୍ପିତ ହବେ। ଏହା ଘଟିବ ଯେତବେେଳେ ଆହତ ଲୋକମାନେ ଭୟ ରେ ବିଳାପ କରିବେ ଓ ସମାନଙ୍କେୁ ସଂହାର କରାୟିବ।
16. ସହେି ସମୟରେ ଉପକୂଳବର୍ତ୍ତୀ ରାଜ୍ଯଗୁଡ଼ିକର ମୁଖ୍ଯମାନେ ସମାନଙ୍କେର ସିଂହାସନରୁ ଓହ୍ଲାଇ ଆସିବେ। ନିଜ ନିଜ ଚୋଗା ତ୍ଯାଗ କରି ଶିଳ୍ପ କର୍ମର ସୁନ୍ଦର ବସ୍ତ୍ର ସମାନେେ ଫିଟାଇ ପକାଇବେ। ଆଉ ସମାନେେ 'ଭୀତିମୂଳକ ବସ୍ତ୍ର' ପରିଧାନ କରିବେ ଓ ଭୂମିରେ ବସିବେ। ଏବଂ ସମାନେେ ଭୟଭୀତ ହବେେ ଓ ତୁମ୍ଭ ବିଷଯ ରେ ବିସ୍ମିତ ହବେେ।
17. ଏବଂ ସମାନେେ ତୁମ୍ଭ ପାଇଁ ଏକ ବିଳାପ ସଙ୍ଗୀତ ଗାନ କରି ତୁମ୍ଭକୁ ସମ୍ ବୋଧନ କରିବେ,
18. ବର୍ତ୍ତମାନ ତୁମ୍ଭର ପତନ ସମୟରେ ସମସ୍ତ ଦ୍ବୀପଗୁଡ଼ିକ କମ୍ପିତ ହବେେ। ଏବଂ ତୁମ୍ଭର ନିର୍ବାସୀତ ପ୍ରବେଶ କରିବା ସମୟରେ ସମୁଦ୍ରର ଦ୍ବୀପପୁଞ୍ଜ ଆନନ୍ଦ ରେ ବିହ୍ବଳ କରେ।"'
19. କାରଣ ସଦାପ୍ରଭୁ, ମାରେ ପ୍ରଭୁ ଏକଥା କହନ୍ତି, " ହେ ସୋର, ତୁମ୍ଭେ ନିବାସହୀନ ଧ୍ବସ୍ତ ନଗର ହବେ। ଆମ୍ଭେ ସମୁଦ୍ର ଜଳରାଶି ତୁମ୍ଭ ଉପ ରେ ପ୍ରବାହିତ କରାଇବା ଓ ଗଭୀର ଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ।
20. ମୁଁ ତୁମ୍ଭକୁ ମୃତ ଲୋକମାନଙ୍କର ଗଭୀର ଗର୍ତ୍ତ ମଧ୍ଯରୁ ପଠାଇବି। ତୁମ୍ଭେ ମୃତ୍ଯୁର ଭାଗିଦାର ହବେ। ପୃଥିବୀର ନିମ୍ନଭାଗ ରେ ଥିବା ବୃଦ୍ଧଙ୍କ ପରି ଶୂନ୍ଯ ସହରଗୁଡ଼ିକର ଲୋକମାନଙ୍କ ମଧିଅରେ ୟିଏ କବର ତଳକୁ ୟାଏ, ମୁଁ ତୁମ୍ଭମାନଙ୍କୁ ବାସ କରାଇବି। ତୁମ୍ଭ ସହିତ କହେି ବାସ କରିବେ ନାହିଁ। ତୁମ୍ଭେ ଜୀବିତମାନଙ୍କର ଭୂମିକୁ କବେେ ଫରେିବ ନାହିଁ।
21. ତୁମ୍ଭ ଅବସ୍ଥା ଦେଖି ଅନ୍ୟମାନେ ଭୟଭୀତ ହବେେ। ତୁମ୍ଭର ବିନାଶ ଘଟିବ। ତୁମ୍ଭକୁ ଅନ୍ବଷେଣ କଲେ ମଧ୍ଯ ସମାନେେ ତୁମ୍ଭକୁ ପାଇବେ ନାହିଁ।" ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।
About ଯିହିଜିକଲ Chapter 26
Read ଯିହିଜିକଲ Chapter 26 online from the Holy Bible. This chapter is part of the Book of ଯିହିଜିକଲ in the Old Testament. Continue reading with the chapter navigation above or explore the complete book.
Book Information
Book: ଯିହିଜିକଲ
Chapter: 26
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଯିହିଜିକଲ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଯିହିଜିକଲ Chapter 26 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଯିହିଜିକଲ Chapter 26?
ଯିହିଜିକଲ Chapter 26 is part of the Book of ଯିହିଜିକଲ in the Holy Bible.
Can I read this chapter online?
Yes. You can read the complete ଯିହିଜିକଲ Chapter 26 online for free with easy chapter navigation.
More Chapters from ପୁରାତନ ନିୟମ
- ଆଦି ପୁସ୍ତକ Chapter 2
- ଆଦି ପୁସ୍ତକ Chapter 1
- ଆଦି ପୁସ୍ତକ Chapter 14
- ଆଦି ପୁସ୍ତକ Chapter 10
- ଆଦି ପୁସ୍ତକ Chapter 38
- ଆଦି ପୁସ୍ତକ Chapter 21
- ଆଦି ପୁସ୍ତକ Chapter 12
Explore More from ଯିହିଜିକଲ
- ଯିହିଜିକଲ Chapter 8
- ଯିହିଜିକଲ Chapter 4
- ଯିହିଜିକଲ Chapter 16
- ଯିହିଜିକଲ Chapter 24
- ଯିହିଜିକଲ Chapter 10
- ଯିହିଜିକଲ Chapter 3
- ଯିହିଜିକଲ Chapter 7