ଲୂକ Chapter 13

For English

Read ଲୂକ Chapter 13 Online

Read ଲୂକ Chapter 13 online from the Holy Bible. This chapter is part of the Book of ଲୂକ in the New Testament. Browse every verse with easy chapter navigation, continue to the next chapter, or explore the complete Book of ଲୂକ and the Holy Bible online.

Choose a Chapter

ଲୂକ 13

ଅଧ୍ୟାୟ 13

1. ସେତବେେଳେ ଯୀଶୁଙ୍କ ପାଖ ରେ କେତକେ ଲୋକ ଥିଲେ। ଗାଲିଲୀର କେତକେ ଲୋକଙ୍କର ଯାହା ଘଟିଥିଲା, ସହେି ବିଷୟ ରେ ସମାନେେ ଯୀଶୁଙ୍କୁ କହିଲେ। ସମାନେେ ଉପାସନା କରୁଥିବା ସମୟରେ ପୀଲାତ ସହେି ଲୋକମାନଙ୍କୁ ହତ୍ଯା କରିଥିଲେ, ଓ ବଳିପଶୁମାନଙ୍କ ରକ୍ତ ସହିତ ସମାନଙ୍କେ ରକ୍ତକୁ ମିଶାଇଥିଲେ।

2. ଯୀଶୁ ଉତ୍ତର ଦେଲେ, "ତୁମ୍ଭମାନେେ କ'ଣ ଭାବୁଛ ଯେ ଏହି ଲୋକମାନେ ଗାଲୀଲୀର ସବଠାରୁ ଅଧିକ ପାପୀ ଥିଲେ ବୋଲି ସମାନଙ୍କେୁ ଏ ଦଶା ଭୋଗିବାକୁ ପଡିଲା?

3. ନା, ସମାନେେ ତାହା ନଥିଲେ। କିନ୍ତୁ ତୁମ୍ଭମାନେେ ଯଦି ତୁମ୍ଭର ହୃଦୟ ଓ ଜୀବନଯାପନ ପ୍ରଣାଳୀ ରେ ପରିବର୍ତ୍ତନ୍ ନଆଣିବ ତବେେ ତୁମ୍ଭମାନେ ମଧ୍ଯ ସହେି ଲୋକମାନଙ୍କ ଭଳି ଧ୍ବଂସ ପାଇୟିବ।

4. ଶୀଲୋହ ରେ ସହେି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ଭାଙ୍ଗି ପଡିଲା, ତୁମ୍ଭମାନେେ କ'ଣ ଭାବୁଛ ଯେ ସମାନେେ ୟିରୂଶାଲମ ରେ ରହୁଥିବା ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ ପାପୀ ଥିଲେ?

5. ନା, ସମାନେେ ତା ନଥିଲେ। ମୁଁ କିନ୍ତୁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନେେ ଯଦି ତୁମ୍ଭମାନଙ୍କର ହୃଦୟ ଓ ଜୀବନଯାପନ ପ୍ରଣାଳୀ ରେ ପରିବର୍ତ୍ତନ ନ ଆଣିବ, ତବେେ ତୁମ୍ଭମାନେେ ସବୁ ବିନଷ୍ଟ ହବେ।"

6. ଯୀଶୁ ପୁଣି ଏହି ଦୃଷ୍ଟାନ୍ତଟି କହିଲେ, "କୌଣସି ଗୋଟିଏ ଲୋକ ତା ବଗିଚା ରେ ଡିମ୍ବିିରି ଗଛଟିଏ ଲଗାଇଥିଲା। ଗଛ ରେ ଫଳ ଆସିଛି କି ନାହିଁ ତାହା ଦେଖିବାକୁ ସେ ଆସିଥିଲା। କିନ୍ତୁ ଗୋଟିଏ ହେଲେ ଫଳ ପାଇଲା ନାହିଁ।

7. ତେଣୁ ସେ ବଗିଚା ଦାଯିତ୍ବ ରେ ଥିବା ଚାକରକୁ କହିଲା, " ଦେଖ, ମୁଁ ତିନି ବର୍ଷ ହେଲା ଏ ଡିମ୍ବିରି ଗଛ ରେ ଫଳ ଆସିବ ବୋଲି ଅପେକ୍ଷାକରି ଆସୁଛି। କିନ୍ତୁ ଗୋଟିଏ ହେଲେ ଫଳ ମୁଁ ପାଉନାହିଁ। ଏ ଗଛଟା କାଟିଦିଅ, କାହିଁକି ଅଯଥା ରେ ସେ ଗଛଟା ମାଟି ଖରାପ କରିବ?'

8. କିନ୍ତୁ ଚାକରଟି କହିଲା, 'ମାଲିକ, ଆଉ ବର୍ଷକ ପାଇଁ ଏହାକୁ ଛାଡିଦିଅ। ମୁଁ ଏହାର ଚାରିପଟେ ଗାତ ଖାେଳି ଖତସାର ଦବେି।

9. କାଳେ ଆସନ୍ତା ବର୍ଷ ଗଛ ରେ ଫଳ ଆସିପା ରେ। ଯଦି ଆସନ୍ତା ବର୍ଷ ଗଛ ରେ ଫଳ ନ ଆସିବ, ତବେେ ତୁମ୍ଭେ ଏହାକୁ କାଟି ଦଇପୋର।"'

10. ଥରେ ଯୀଶୁ ବିଶ୍ରାମବାର ରେ ଗୋଟିଏ ଯୀହୂଦୀ ସମାଜଗୃହ ରେ ଉପଦେଶ ଦେଉଥିଲେ।

11. ସଠାେରେ ଏପରି ଗୋଟିଏ ସ୍ତ୍ରୀ ଲୋକ ଥିଲା, ଯାହା ଦହେ ରେ ଗୋଟିଏ ଭୂତ ପ୍ରବେଶ କିର ରହିଥିଲା। ଭୂତ ସ୍ତ୍ରୀ ଲୋକଟିକୁ ଅଠର ବର୍ଷ ଧରି ପଙ୍ଗୁ କରି ପକାଇଥିଲା। ସେ କୁଜ୍ଜା ହାଇେ ନଇଁ ଯାଉଥିଲା। ସେ ଜମା ସିଧା ଠିଆ ହାଇେ ପାରୁନଥିଲା।

12. ଯୀଶୁ ତାକୁ ଡାକି ପାଖ ରେ ଦେଖି କହିଲେ, " ହେ ନାରୀ ତୁମ୍ଭର ପୀଡିତା ଅବସ୍ଥା ବର୍ତ୍ତମାନ ଚାଲିଯାଇଛି।"

13. ଯୀଶୁ ନିଜ ହାତ ସ୍ତ୍ରୀ ଲୋକଟି ଉପରେ ରଖିଲେ। ତା'ପରେ ସ୍ତ୍ରୀ ଲୋକଟି ସିଧା ଠିଆ ହବୋକୁ ସକ୍ଷମ ହେଲା। ସେ ପରମେଶ୍ବରଙ୍କ ସ୍ତୁତି କଲା।

14. ଯୀଶୁ ବିଶ୍ରାମ ବାର ରେ ସ୍ତ୍ରୀ ଲୋକଟିକୁ ସୁସ୍ଥ କରିଦବୋରୁ ଯିହୂଦୀ ପ୍ରାର୍ଥନାଗୃହର ନେତା ରାଗିଗଲେ। ନେତା ଜଣକ ଲୋକମାନଙ୍କୁ କହିଲେ, "ସପ୍ତାହ ରେ କାମ କରିବାକୁ ଛଅ ଦିନ ରହିଛି। ତେଣୁ ତୁମ୍ଭମାନେେ ସୁସ୍ଥ ହବୋ ପାଇଁ ସେ ଭିତରୁ କୌଣସି ଦିନ ଆସ। ବିଶ୍ରାମବାର ରେ କବେେ ହେଲେ ସୁସ୍ଥ ହବୋପାଇଁ ଆସନାହିଁ।"

15. ପ୍ରଭୁ ଯୀଶୁ ଉତ୍ତର ଦେଲେ, "ତୁମ୍ଭମାନେେ କପଟୀ। ତୁମ୍ଭମାନେେ ପ୍ରତିଦିନ ଏପରିକି ବିଶ୍ରାମବାର ରେ ମଧ୍ଯ ତୁମ୍ଭମାନଙ୍କର କାମ କରୁଥିବା ପଶୁଙ୍କୁ ଖାଲିେ ପାଣି ପିଆଇଥାଅ।

16. ଏହି ଯେଉଁ ସ୍ତ୍ରୀ ଲୋକଟିକୁ ମୁଁ ସୁସ୍ଥ କରିଦଲେି ସେ ଆମ୍ଭର ଜଣେ ଯିହୂଦୀ ଭଉଣୀ ଶୟତାନ ତାକୁ ଅଠର ବର୍ଷ ହେଲା ବାନ୍ଧି ରଖିଥିଲା, ବିଶ୍ରାମବାର ରେ ସେଥିରୁ ସେ ମୁକ୍ତ ହବୋ କ'ଣ ଉଚିତ ନୁହେଁ?"

17. ଯୀଶୁ ଏକଥା କହିବା ବେଳେ ଯେଉଁସବୁ ଲୋକେ ତାହାଙ୍କୁ ସମାଲୋଚନା କରୁଥିଲେ, ସମାନେେ ଲଜ୍ଜିତ ହେଲେ। ଯୀଶୁ ଯେଉଁସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ ମାନ କଲେ, ତାକୁ ଦେଖି ସବୁ ଲୋକ ଖୁସି ହେଲେ।

18. ଯୀଶୁ କହିଲେ, "ପରମେଶ୍ବରଙ୍କ ରାଜ୍ଯ କିଭଳି? ମୁଁ ଏହାକୁ କାହା ସହିତ ତୁଳନା କରି ପାରିବି?

19. ପରମେଶ୍ବରଙ୍କ ରାଜ୍ଯ ଗୋଟିଏ ଶାରେିଷ ଦାନା ଭଳି। ଜଣେ ଲୋକ ସେ ଶାରେିଷ ମଞ୍ଜିଟି ତା' ବଗିଚା ରେ ବୁଣେ। ମଞ୍ଜିଟିରୁ ଗଜା ବାହାରି ଗଛ ହୁଏ। ପକ୍ଷୀମାନେ ଏହାର ଡାଳ ରେ ବସା ବାନ୍ଧନ୍ତି।"

20. ଯୀଶୁ ପୁଣି କହିଲେ, "ମୁଁ ପରମେଶ୍ବରଙ୍କ ରାଜ୍ଯ କାହା ସହିତ ତୁଳନା କରିପାରିବି?

21. ଏହା ଖମୀର ଭଳି। ଜଣେ ସ୍ତ୍ରୀ ଲୋକ ରୋଟୀ ତିଆରି କରିବା ପାଇଁ ଗୋଟିଏ ବଡ ପାତ୍ର ରେ ଥିବା ଅଟା ସହିତ ଖମୀର ମିଶାଏ। ଖମୀର ସମସ୍ତ ଦଳାଅଟାକୁ ଫୁଲାଇ ଦିଏ।"

22. ଯୀଶୁ ପ୍ରେତ୍ୟକକ ନଗର ଓ ଗ୍ରାମ ରେ ଉପଦେଶ ଦେଉଥିଲେ। ସେ ଯାତ୍ରା କରୁ କରୁ ୟିରୂଶାଲମ ଆଡକୁ ଯାଉଥିଲେ।

23. ଜଣେ କହେି ଯୀଶୁଙ୍କୁ କହିଲା, "ପ୍ରଭୁ, କେତେ ଜଣ ଲୋକ ପରିତ୍ରାଣ ପାଇ ପାରିବେ? କ'ଣ ଅଳ୍ପ ଲୋକ?"

24. ଯୀଶୁ କହିଲେ, "ତୁମ୍ଭମାନେ ଅଣ ଓସାରିଆ ଦ୍ବାର ଦଇେ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବା ପାଇଁ କଠିନ ପରିଶ୍ରମ କର। ଅନକେ ଲୋକ ସଠାେରେ ପ୍ରବେଶ କରିବାକୁ ଚେଷ୍ଟା କରିବେ। କିନ୍ତୁ ସମାନେେ ପ୍ରବେଶ କରିବାକୁ ସମର୍ଥ ହବେେ ନାହିଁ।

25. ଯଦି ଜଣେ ଲୋକ ତା'ର ଘରର କବାଟ ବନ୍ଦ କରି ଦିଏ ତବେେ ତୁମ୍ଭମାନେେ ବାହା ରେ ଠିଆ ହାଇେ କବାଟ ବାଡଇବେ। କିନ୍ତୁ ସେ କବାଟ ଖାଲିବେ ନାହିଁ। ତୁମ୍ଭମାନେେ କହିବ, 'ଆଜ୍ଞା, ଆମ୍ଭ ପାଇଁ ଦ୍ବାର ଫିଟାନ୍ତୁ।' କିନ୍ତୁ ଲୋକଟି କହିବ, 'ମୁଁ ତୁମ୍ଭକୁ ଜାଣିନାହିଁ। ତୁମ୍ଭମାନେେ କେଉଁଠାରୁ ଆସିଛ?'

26. ତା'ପରେ ତୁମ୍ଭମାନେେ କହିବ, 'ଆମ୍ଭେ ତୁମ୍ଭ ସହିତ ଏକାଠି ଖାଇଛୁ, ପିଇଛୁ। ତୁମ୍ଭମାନେେ ଆମ୍ଭ ନଗର ଗଳିମାନଙ୍କ ରେ ଉପଦେଶ ଦଇେଛ।'

27. ତା'ପରେ ତୁମ୍ଭମାନଙ୍କୁ କହିବେ, 'ମୁଁ ତୁମ୍ଭମାନଙ୍କୁ ଜାଣିନାହିଁ। ତୁମ୍ଭମାନେେ କେଉଁଠାରୁ ଆସିଛ? ତୁମ୍ଭମାନେେ ମନ୍ଦ କାମ କରୁଥିବା ଲୋକ। ମାେ'ପାଖରୁ ଦୂର ହୁଅ।'

28. ତୁମ୍ଭମାନେେ ଅବ୍ରହାମ, ୟିସ୍ହାକ ଓ ଯାକୁବ ତଥା ଅନ୍ୟ ଭବିଷ୍ଯଦ୍ବକ୍ତାମାନଙ୍କୁ ପରମେଶ୍ବରଙ୍କ ରାଜ୍ଯ ରେ ଦେଖିପାରିବ। କିନ୍ତୁ ତୁମ୍ଭମାନେେ ବାହା ରେ ରହିୟିବ। ସତେିକି ବେଳେ ତୁମ୍ଭମାନେେ କୋରଧ ଓ ଭୟ ରେ କାନ୍ଦିବ।

29. ଲୋକମାନେ ପୂର୍ବ, ପଶ୍ଚିମ. ଉତ୍ତର ଓ ଦକ୍ଷିଣ ଦିଗରୁ ଆସିବେ। ସମାନେେ ପରମେଶ୍ବରଙ୍କ ରାଜ୍ଯ ରେ ଖାଇବାକୁ ବସିବେ।

30. କେତକେ ଲୋକ ଥିବେ, ଯେଉଁମାନଙ୍କର ଜାଗତିକ ପଦ ମର୍ୟ୍ଯଦା ସବୁଠାରୁ ନିମ୍ନ ରେ ଅଛି, ସମାନେେ ପରମେଶ୍ବରଙ୍କ ରାଜ୍ଯ ରେ ସବୁଠାରୁ ଉଚ୍ଚ ଆସନ ଲାଭ କରିବେ। ଆଉ ଶଷେ ରେ ଥିବା କେତକେ ଲୋକ ପ୍ରଥମ ହବେେ ଓ ପ୍ରଥମ ରେ ଥିବା କେତକେ ଲୋକ ପରମେଶ୍ବରଙ୍କ ରାଜ୍ଯ ରେ ସବୁଠାରୁ ଶଷେ ରେ ରହିବେ।'

31. ସହେି ସମୟରେ କେତକେ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ କହିଲେ, "ଏଠାରୁ ଚାଲିଯାଇ ଲୁଚିଯାଆନ୍ତୁ। ହରେୋଦ ଆପଣଙ୍କୁ ମାରିଦବୋ ପାଇଁ ଚାହୁଁଛନ୍ତି।"

32. ଯୀଶୁ ସମାନଙ୍କେୁ କହିଲେ, "ଯାଅ, ସହେି କୋକିଶିଆଳିକୁ କୁହ, 'ଆଜି ଓ ଆସନ୍ତା କାଲି ମୁଁ ଲୋକଙ୍କ ଦହରେୁ ଭୂତମାନଙ୍କୁ ତଡି ଦେଉଛି ଓ ଲୋକମାନଙ୍କୁ ସୁସ୍ଥ କରିବା କାମ ସାରି ଦେଉଛି। ତା'ପର ଦିନ ମାରେ କାମ ସରିୟିବ।

33. କିନ୍ତୁ ମୁଁ ଏସବୁ କାର୍ୟ୍ଯ ଆଜି ଓ ଆସନ୍ତା କାଲି ନିଶ୍ଚୟ କରିବି। ତା'ପରେ ମୁଁ ୟିବି। କାରଣ ସମସ୍ତ ଭବିଷ୍ଯଦ୍ବକ୍ତା ୟିରୁଶାଲମ ରେ ମରନ୍ତି।

34. "ୟିରୂଶାଲମ! ହେ ୟିରୂଶାଲମ! ତୁମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ବର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡି ମାରି ଦଇେଛ। ମୁଁ ଅନକେ ଥର ତୁମ୍ଭ ଲୋକମାନଙ୍କୁ ସାହାୟ୍ଯ କରିବାକୁ ଚାହିଁଛି। ଗୋଟିଏ କୁକୁଡା ତାର ପକ୍ଷତଳେ କୁକୁଡାଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଚାହିଁଥିଲି। କିନ୍ତୁ ତୁମ୍ଭମାନେେ ମାେତେ ତାହା କରଇେ ଦଲନୋହିଁ।

35. ବର୍ତ୍ତମାନ ତୁମ୍ଭମାନଙ୍କ ଘର ପୂରାପୂରି ଖାଲି ଛାଡି ଦିଆୟିବ। ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ସମୟ ପର୍ୟ୍ଯନ୍ତ ତୁମ୍ଭମାନେେ ଏହି କଥା ନକହିବ, 'ପ୍ରଭୁଙ୍କ ନାମ ରେ ଯେଉଁ ବ୍ଯକ୍ତି ଆସନ୍ତି, ପରମେଶ୍ବର ତାହାଙ୍କୁ ଆଶୀର୍ବାଦ କରନ୍ତୁ' , ' ସହେି ସମୟ ପର୍ୟ୍ଯନ୍ତ ତୁମ୍ଭମାନେେ ମାେତେ ପୁନର୍ବାର ଦେଖି ପାରିବ ନାହିଁ।"'

About ଲୂକ Chapter 13

Read ଲୂକ Chapter 13 online from the Holy Bible. This chapter is part of the Book of ଲୂକ in the New Testament. Continue reading with the chapter navigation above or explore the complete book.

Book Information

Book: ଲୂକ
Chapter: 13
Testament: New Testament

How to Read this Chapter

Use the Previous and Next Chapter buttons to continue reading ଲୂକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଲୂକ Chapter 13 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଲୂକ Chapter 13?

ଲୂକ Chapter 13 is part of the Book of ଲୂକ in the Holy Bible.

Can I read this chapter online?

Yes. You can read the complete ଲୂକ Chapter 13 online for free with easy chapter navigation.

More Chapters from ନୂତନ ନିୟମ

  1. ମାର୍କ Chapter 13
  2. ମାର୍କ Chapter 12
  3. ମାର୍କ Chapter 4
  4. 1 ତୀମଥି Chapter 3
  5. 2 କରିନ୍ଥୀୟ Chapter 2
  6. ପ୍ରେରିତ Chapter 1
  7. ଯୋହନ Chapter 21

Explore More from ଲୂକ

  1. ଲୂକ Chapter 1
  2. ଲୂକ Chapter 3
  3. ଲୂକ Chapter 10
  4. ଲୂକ Chapter 11
  5. ଲୂକ Chapter 20
  6. ଲୂକ Chapter 23
  7. ଲୂକ Chapter 19

Related Chapters & Readings

  1. ବିଚାରକର୍ତ୍ତା Chapter 12
  2. ଯିରିମିୟ Chapter 50
  3. ଯିହିଜିକଲ Chapter 41
  4. ଗାଲାତୀୟ Chapter 2
  5. ପ୍ରେରିତ Chapter 20
  6. ଯିହିଜିକଲ Chapter 36
  7. ଯିଶାଇୟ Chapter 61
Share Your Love

Leave a Reply

Your email address will not be published. Required fields are marked *