Read ଲେବୀୟ ପୁସ୍ତକ Chapter 20 Online
Read ଲେବୀୟ ପୁସ୍ତକ Chapter 20 online from the Holy Bible. This chapter is part of the Book of ଲେବୀୟ ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଲେବୀୟ ପୁସ୍ତକ and the Holy Bible online.
Choose a Chapter
ଲେବୀୟ ପୁସ୍ତକ 20
ଅଧ୍ୟାୟ 20
1. ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
2. "ଆଉ ମଧ୍ଯ ତୁମ୍ଭ ଇଶ୍ରାୟେଲ ସନ୍ତାନଗଣଙ୍କୁ କହିବ ଇଶ୍ରାୟେଲ ସନ୍ତାନଗଣ ମଧ୍ଯରୁ କହେି ହେଉ କିମ୍ବା ସମାନଙ୍କେ ସହିତ ସହବାସୀ ପ୍ରବାସୀ ବିଦେଶୀମାନଙ୍କ ମଧ୍ଯରୁ କହେି ଲୋକ ଯଦି ଆପଣା ବଂଶର କାହାକୁ ମାେଲକ୍ ଦବେତା ଉଦ୍ଦେଶ୍ଯ ରେ ପ୍ରଦାନ କରେ, ତବେେ ତାହାର ନିଶ୍ଚଯ ପ୍ରାଣଦଣ୍ଡ ହବେ ଓ ଦେଶୀଯ ଲୋକମାନେ ତାକୁ ପଥର ମାରି ହତ୍ଯା କରିବେ।
3. ମୁଁ ମଧ୍ଯ ତା' ବିରୁଦ୍ଧ ରେ ଛିଡା ହବେି। ତା'ର ଦେଶର ଲୋକମାନଙ୍କଠାରୁ ପୃଥକ୍ ରଖିବି। କାରଣ ସେ ମାରେ ପବିତ୍ର ସ୍ଥାନକୁ ଅପବିତ୍ର କରିଛି ଓ ମାରେ ପବିତ୍ର ନାମକୁ ଅପବିତ୍ର କରିବାକୁ ମାେଲକ୍ ଦବେତା ଉଦ୍ଦେଶ୍ଯ ରେ ନିଜର ସନ୍ତାନମାନଙ୍କୁ ଦଇେଅଛି।
4. ଯେଉଁ ଲୋକ ନିଜର ସନ୍ତାନମାନଙ୍କୁ ମାେଲକ୍ ଦବେତା ଉଦ୍ଦେଶ୍ଯ ରେ ଉତ୍ସର୍ଗ କରେ, ସଙ୍ଗେ ସଙ୍ଗେ ବଧ କରାୟିବା ଉଚିତ୍। ଦେଶର ଲୋକମାନେ ଯଦି ତାହା ପ୍ରତି ଚକ୍ଷୁ ମୁଦ୍ରିତ କରନ୍ତି ଓ ତାହାକୁ ବଧ ନ କରନ୍ତି,
5. ତବେେ ମୁଁ ସହେି ଲୋକ ବିରୁଦ୍ଧ ରେ ଓ ତା'ର ବଂଶ ବିରୁଦ୍ଧ ରେ ୟିବି, ସମେନଙ୍କର ମାେଲକ୍ ଦବେତା ସହିତ ଜଡିତ ହବୋ କାରଣରୁ, ତା'ର ଦେଶବାସୀଠରୁ ତାକୁ ଓ ତା'ର ଅସୁସରଣକାରୀମାନଙ୍କୁ ଦୁ ରଇେ ରଖିବି।
6. " ଯେଉଁ ଲୋକ ଭୁତୁଡିଆ ଓ ଗୁଣିଆଁମାନଙ୍କୁ ବ୍ଯଭିଚାର କରିବାକୁ ଅନୁସରଣ କରେ, ସହେି ପ୍ରଣୀ ବିରୁଦ୍ଧ ରେ ଆମ୍ଭେ ୟିବା। ଯେ ହତେୁ ସେ ଆମ୍ଭ ପ୍ରତି ଅବିଶ୍ବସ୍ତ, ଆମ୍ଭେ ତାକୁ ତାହାର ଲୋକମାନଙ୍କ ମଧ୍ଯରୁ ପୃଥକ୍ ରଖିବା।
7. "ଏଣୁ ତୁମ୍ଭମାନେେ ନିଜକୁ ପବିତ୍ର କର ଓ ପବିତ୍ର ହୁଅ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।
8. ମନରେଖ, ତୁମ୍ଭମାନେେ ମାରେ ବ୍ଯବସ୍ଥା ପାଳନ କରିବା ଉଚିତ୍। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କୁ ପବିତ୍ର କଲି।
9. " ଯେ ନିଜର ପିତାମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚିତ ହତ ହବେ। ଯେ ହତେୁ ସେ ପିତାମାତାଙ୍କୁ ଅଭିଶାପ ଦଇେଥିଲା, ସେଥିପାଇଁ ମୃତ୍ଯୁଦଣ୍ଡ ରେ ଅପରାଧୀ।
10. "ଯଦି କୌଣସି ପୁରୁଷ ତା'ର ପ୍ରତିବେଶୀର ଭାର୍ୟ୍ଯା ସହିତ ୟୌନ ସଂପର୍କ ରେଖ, ତବେେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ବ୍ଯଭିଚାର ପାଇଁ ଅପରାଧୀ ଓ ଉଭୟେ ମୃତ୍ଯୁବରଣ କରିବା ଉଚିତ୍।
11. ଯଦି କୌଣସି ବ୍ଯକ୍ତି ତା'ର ପିତୃ ଭାର୍ୟ୍ଯା ସହିତ ଦୈହୀକ ସଂପର୍କ ରେଖ, ସେ ତାଙ୍କର ପିତାକୁ ଅସମ୍ମାନ କରିଥାଏ। ତବେେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ମୃତ୍ଯୁଦଣ୍ଡ ପାଇବେ। ସମାନେେ ନିଜର ଅପରାଧ ପାଇଁ ଦାଯୀ ରହିବେ। ସହେି ସ୍ତ୍ରୀ ତା'ର ପିତାର ଅଟେ।
12. "ଯଦି କୌଣସି ଲୋକ ତା'ର ପୁତ୍ରବଧୂ ସହିତ ୟୌନ ସଂପର୍କ ରେଖ, ତବେେ ସେ ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ହତ୍ଯା କରାୟିବା ଉଚିତ୍। ସମାନେେ ଅତି ଜଘନ୍ଯ ଅପରାଧ କରିଛନ୍ତି ଓ ସମାନେେ ମୃତ୍ଯୁଦଣ୍ଡ ପାଇବେ।
13. "ଯଦି କୌଣସି ପୁରୁଷ ଅନ୍ୟ ଏକ ପୁରୁଷ ସହିତ ସ୍ତ୍ରୀ ଲୋକ ପରି ୟୌନ ସଂପର୍କ ରେଖ, ତବେେ ସମାନେେ ଉଭୟେ ଅତି ଭୟଙ୍କର ପାପ କରିଛନ୍ତି। ସମାନେେ ମୃତ୍ଯୁଦଣ୍ଡ ପାଇବା ଉଚିତ୍। ସମାନେେ ସମାନଙ୍କେର ଅପରାଧ ବହନ କରିବେ।
14. "ଯଦି କହେି କୌଣସି ସ୍ତ୍ରୀ ସହିତ ଓ ତା'ର ମାତା ସହିତ ୟୌନକ୍ରିଯା କରେ, ତବେେ ସେ ପୁରୁଷ ସହିତ ସେ ଦୁଇ ସ୍ତ୍ରୀଙ୍କୁ ଅଗ୍ନି ରେ ଦଗ୍ଧ କରାୟିବ। ଏପରି ଜଘନ୍ଯ ପାପ ଯେପରି ଆଉ ତୁମ୍ଭମାନଙ୍କ ମଧିଅରେ ନହୁଏ।
15. "ଯଦି କହେି କୌଣସି ପଶୁକୁ ସଙ୍ଗମ କରେ, ତବେେ ସେ ନିଶ୍ଚଯ ହତ ହବେ ଓ ତୁମ୍ଭମାନେେ ମଧ୍ଯ ସହେି ପଶୁକୁ ବଧ କରିବ।
16. ଯବେେ କୌଣସି ସ୍ତ୍ରୀ କୌଣସି ପଶୁ ସହିତ ସଙ୍ଗମ କରେ, ତବେେ ସହେି ସ୍ତ୍ରୀ ଓ ସହେି ପଶୁ ଉଭୟଙ୍କୁ ବଧ କହାୟିବ। ସମାନେେ ନିଶ୍ଚିତ ହତ ହବେେ। ସମାନଙ୍କେର ମୃତ୍ଯୁଜନିତ ଅପରାଧ ପାଇଁ ସମାନେେ ଦାଯୀ ହବେେ।
17. "ଯଦି କହେି ନିଜର ଭଗିନୀକି ଅର୍ଥାତ୍ ପିତୃକନ୍ଯା କି ମାତୃକନ୍ଯାକୁ ବିବାହ କରେ ଓ ଉଭୟଙ୍କ ମଧିଅରେ ୟୌନ ସଂପର୍କ ହୁଏ, ତବେେ ତାହା ଲଜ୍ଜାଜନକ। ସମାନେେ ସର୍ବସାଧାରଣ ରେ ଦଣ୍ଡିତ ହବୋ ଉଚିତ୍ ଓ ନିଜ ଲୋକମାନଙ୍କ ଠାରୁ ପୃଥକ୍ ରହିବେ। ଯେଉଁ ଲୋକ ତା'ର ନିଜର ଭଉଣୀ ସହିତ ଶାରୀରିକ ସଂପର୍କ ଥିଲା ଏବଂ ସେ ନିଜେ ତା'ର ପରିଣାମ ଭୋଗ କରିବ।
18. "ଯଦି କହେି ରଜସ୍ବଳା ନାରୀ ସହିତ ୟୌନ ସଂପର୍କ ରେଖ, ତବେେ ଉଭୟେ ପୁରୁଷ ଓ ସ୍ତ୍ରୀ ନିଜ ଲୋକମାନଙ୍କଠାରୁ ପୃଥକ୍ ରହିବା ଉଚିତ୍। ସମାନେେ ଅପରାଧୀ କାରଣ ସମାନେେ ତା'ର ମାସିକ କ୍ଷରଣ ଅନାବୃତ କରିଛନ୍ତି।
19. "ତୁମ୍ଭେ ତୁମ୍ଭର ମାଉସୀ କିମ୍ବା ପିଉସୀ ସହିତ ୟୌନ ସଂପର୍କ ରଖିବ ନାହିଁ। ତାହା ନିଜର ନିକଟବର୍ତ୍ତୀ ସଂପର୍କୀଯ ସହିତ ଅପରାଧ ହବେ ଓ ସେଥିପାଇଁ ସମାନେେ ନିଜ ନିଜ ଅପରାଧ ବହନ କରିବେ।
20. "ଜଣେ ବ୍ଯକ୍ତି ନିଜ କକାର ସ୍ତ୍ରୀ ସହିତ ଯୌନ କଂପର୍କ ରଖିବ, ଏହା କରିବା ଦ୍ବାରା ସେ ତାଙ୍କର କକାକୁ ଅସମ୍ମାନ ଦଖାଇବେ। ସହେି ସ୍ତ୍ରୀର ଶାରୀରିକ ସଂପର୍କ, ସେ ଲୋକର କକା ପାଇଁ ଆରକ୍ଷିତା। ଉଭୟେ ପୁତୁରା ଓ ଖୁଡୀ ଅପରାଧ ପାଇଁ ଦଣ୍ଡିତ ହବେ ଓ ସମାନେେ ନିଃସନ୍ତାନ ହାଇେ ମରିବେ।
21. ଯଦି କହେି ଭାତୃବଧୂକୁ ବିବାହ କରେ, ଏହା ଗୋଟିଏ ଅଶୁଦ୍ଧ କାର୍ୟ୍ଯ ଅଟେ, ସେ ତାଙ୍କର ଭାଇଙ୍କୁ ଅସମ୍ମାନ କରିଥାଏ। ସହେି ସ୍ତ୍ରୀ ତା'ର ଭାଇର ଅଟେ। ସମାନଙ୍କେର ସନ୍ତାନ ଜନ୍ମ ହବେ ନାହିଁ।
22. "ଏଣୁ ତୁମ୍ଭମାନେେ ଆମ୍ଭର ସମସ୍ତ ବ୍ଯବସ୍ଥା ଓ ବିଧି ମାନ୍ଯ କରି ପାଳନ କରିବ। ଆମ୍ଭେ ଯେଉଁ ଦେଶ ରେ ବାସ କରିବାକୁ ତୁମ୍ଭମାନଙ୍କୁ ନଇେ ଯାଉଅଛୁ, ସହେି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।
23. ପୁଣି ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀଯମାନଙ୍କୁ ତଡି ଦେଉଛୁ, ସମାନଙ୍କେ ଆଚରଣ ତୁମ୍ଭମାନେେ କରିବ ନାହିଁ। କାରଣ ସମାନେେ ସହେିସବୁ ଦୁଷ୍କର୍ମ କରିବାରୁ ଆମ୍ଭେ ସମାନଙ୍କେୁ ଘୃଣା କଲୁ।
24. "ମୁଁ ତୁମ୍ଭଙ୍କୁ କହିଲି, " ସମାନଙ୍କେର ଭୂମି ତୁମ୍ଭେ ଅକ୍ତିଆର କରିବ, ମୁଁ କହିବି ଏହା ତୁମ୍ଭେ ଅକ୍ତିଆର କର। ଏହା ଗୋଟିଏ ଭୂମି ଯେଉଁଠା ରେ ଦୁଧ ଓ ମଧୁ ବହି ଯାଉଥାଏ।
25. ତେଣୁ ତୁମ୍ଭମାନେେ ଶୁଚି-ଅଶୁଚି ପଶୁ ଓ ଶୁଚି ଅଶୁଚି ପକ୍ଷୀ ମଧିଅରେ ପ୍ରଭଦେ ଜାଣିବ। କୌଣସି ଅଶୁଚି ପଶୁ କିମ୍ବା ପକ୍ଷୀ ଭୋଜନ କରିବ ନାହିଁ ଓ ଉ ରୋଗମୀ ପ୍ରାଣୀ ମଧ୍ଯ ଖାଇବ ନାହିଁ। ଆମ୍ଭେ ସଗେୁଡିକୁ ଘୃଣା ଯୋଗ୍ଯ କରିଅଛୁ।
26. ପୁଣି ତୁମ୍ଭମାନେେ ଆମ୍ଭ ଉଦ୍ଦେଶ୍ଯ ରେ ପବିତ୍ର ହବେ। କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ତେଣୁ ତୁମ୍ଭମାନେେ ଯେପରି ଆମ୍ଭର ହବେ ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭଙ୍କୁ ପୃଥକ୍ କରିଅଛୁ।
27. " ଯେଉଁ ପୁରୁଷ ବା ସ୍ତ୍ରୀ ଭୁତୁଡିଆ ବା ଗୁଣିଆ ହବେ ସମାନେେ ନିଶ୍ଚଯ ହତ ହବେେ। ଲୋକମାନେ ସମାନଙ୍କେୁ ପଥର ଫିଙ୍ଗି ବଧ କରିବେ। ସମାନେେ ନିଶ୍ଚିତ ନିହତ ହବେେ।"
About ଲେବୀୟ ପୁସ୍ତକ Chapter 20
Read ଲେବୀୟ ପୁସ୍ତକ Chapter 20 online from the Holy Bible. This chapter is part of the Book of ଲେବୀୟ ପୁସ୍ତକ in the Old Testament. Continue reading with the chapter navigation above or explore the complete book.
Book Information
Book: ଲେବୀୟ ପୁସ୍ତକ
Chapter: 20
Testament: Old Testament
How to Read this Chapter
Use the Previous and Next Chapter buttons to continue reading ଲେବୀୟ ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ଲେବୀୟ ପୁସ୍ତକ Chapter 20 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ଲେବୀୟ ପୁସ୍ତକ Chapter 20?
ଲେବୀୟ ପୁସ୍ତକ Chapter 20 is part of the Book of ଲେବୀୟ ପୁସ୍ତକ in the Holy Bible.
Can I read this chapter online?
Yes. You can read the complete ଲେବୀୟ ପୁସ୍ତକ Chapter 20 online for free with easy chapter navigation.
More Chapters from ପୁରାତନ ନିୟମ
- ଆଦି ପୁସ୍ତକ Chapter 2
- ଆଦି ପୁସ୍ତକ Chapter 1
- ଆଦି ପୁସ୍ତକ Chapter 14
- ଆଦି ପୁସ୍ତକ Chapter 10
- ଆଦି ପୁସ୍ତକ Chapter 38
- ଆଦି ପୁସ୍ତକ Chapter 21
- ଆଦି ପୁସ୍ତକ Chapter 12
Explore More from ଲେବୀୟ ପୁସ୍ତକ
- ଲେବୀୟ ପୁସ୍ତକ Chapter 4
- ଲେବୀୟ ପୁସ୍ତକ Chapter 19
- ଲେବୀୟ ପୁସ୍ତକ Chapter 11
- ଲେବୀୟ ପୁସ୍ତକ Chapter 21
- ଲେବୀୟ ପୁସ୍ତକ Chapter 23
- ଲେବୀୟ ପୁସ୍ତକ Chapter 10
- ଲେବୀୟ ପୁସ୍ତକ Chapter 22