ଲେବୀୟ ପୁସ୍ତକ Chapter 24

For English

Read ଲେବୀୟ ପୁସ୍ତକ Chapter 24 Online

Read ଲେବୀୟ ପୁସ୍ତକ Chapter 24 online from the Holy Bible. This chapter is part of the Book of ଲେବୀୟ ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଲେବୀୟ ପୁସ୍ତକ and the Holy Bible online.

Choose a Chapter

ଲେବୀୟ ପୁସ୍ତକ 24

ଅଧ୍ୟାୟ 24

1. ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

2. "ତୁମ୍ଭେ ଇଶ୍ରାଯଲ ସନ୍ତାନଗଣଙ୍କୁ ଏହି ଆଜ୍ଞା ଦିଅ। ସମାନେେ ପ୍ରତିଦିନ ପ୍ରଦୀପ ଜ୍ବଳନ ପାଇଁ ତୁମ୍ଭ ନିକଟକୁ ନିର୍ମଳ ଭାବେ ପଷୋ ୟାଇଥିବା ଜୀତ ତୈଳ ଆଣିବେ।

3. ହାରୋଣ ସମାଗମ ତମ୍ବୁ ମଧିଅରେ ନିଯମ ସିନ୍ଦୁକ ବିଚ୍ଛଦବେସ୍ତ୍ର ବାହା ରେ ସନ୍ଧ୍ଯା ଠାରୁ ପ୍ରଭାତ ପର୍ୟ୍ଯନ୍ତ ସଦାପ୍ରଭୁଙ୍କ ସମ୍ମୁଖ ରେ ସର୍ବଦା ତାହା ସ୍ଥାପନ କରିବ। ଏହା ତୁମ୍ଭମାନଙ୍କର ବଂଶାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବ୍ଯବସ୍ଥା।

4. ହାରୋଣ ଶୁଦ୍ଧ ସୁବର୍ଣ୍ଣର ଦୀପରୂଖା ଉପରେ ପ୍ରଦୀପ ରଖି ସଦାପ୍ରଭୁଙ୍କ ସମ୍ମୁଖ ରେ ସର୍ବଦା ଜଳାଇ ରଖିବ।

5. "ଆଉ ତୁମ୍ଭେ ସରୁ ମଇଦା ନଇେ ତହିଁରେ ବାର ଗୋଟି ପିଠା ପ୍ରସ୍ତୁତ କରିବ, ପ୍ରେତ୍ୟକକ ପିଠା ଏକ ଐଫାର ଦୁଇ ଦଶମାଂଶ ହବେ।

6. ସୁବର୍ଣ୍ଣ ମଜେ ଉପରେ ପ୍ରତି ଧାଡି ରେ ଛଅ ଛଅ କରି ଦୁଇ ଧାଡି ରେ ସହେିସବୁ ପିଠାକୁ ସଦାପ୍ରଭୁଙ୍କ ସମ୍ମୁଖ ରେ ରଖିବ।

7. ଆଉ ରୋଟୀ ପରିବର୍ତେ ସ୍ମରଣାର୍ଥକ ନବୈେଦ୍ଯରୂପେ ପ୍ରତି ଧାଡିର ଉପରେ ନିର୍ମଳ ସୁବାସିତ ଲୋବାନ୍ ଦବେ।

8. ଯାଜକ ପ୍ରତି ବିଶ୍ରାମବାର ଦିନ ସଦାପ୍ରଭୁଙ୍କ ସମ୍ମୁଖ ରେ ରୋଟୀ ସବୁ ସମୟ ପାଇଁ ରଖିବ। ଇଶ୍ରାୟେଲ ଲୋକମାନଙ୍କ ଦ୍ବାରା ଏହା ଅନନ୍ତକାଳୀନ ବିଧି ହବୋ ଉଚିତ୍।

9. ସହେି ରୋଟୀ ହାରୋଣ ଓ ତାଙ୍କର ପୁତ୍ର ଗଣଙ୍କର ହବେ। ଆଉ ସମାନେେ ସହେି ରୋଟୀକୁ ଏକ ପବିତ୍ରସ୍ଥାନ ରେ ଭକ୍ଷଣ କରିବା ଉଚିତ୍। କାରଣ ସଗେୁଡିକ ସଦାପ୍ରଭୁଙ୍କ ନବୈେଦ୍ଯର ପବିତ୍ର ଅଂଶ। ଏହି ରୋଟୀ ଚିରଦିନ ପାଇଁ ସମାନଙ୍କେର ଅଂଶ ହବେ।"

10. ଅନନ୍ତର ଜଣେ ମିଶରୀଯ ପୁରୁଷର ଔରସ ରେ ଇଶ୍ରାୟେଲୀୟ ଜଣେ ସ୍ତ୍ରୀଠାରୁ ଜାତ ଏକ ଇଶ୍ରୀଯଲେ ପୁତ୍ର, ଇଶ୍ରାୟେଲୀୟମାନଙ୍କ ଛାଉଣୀ ଭିତରକୁ ଗଲା। ସେ ଛାଉଣୀ ରେ ପ୍ରବେଶ କଲା ଓ ଜଣକ ସହିତ କଳି କଲା।

11. ସହେି ଇଶ୍ରାୟେଲୀୟ ସ୍ତ୍ରୀର ସନ୍ତାନ ସଦାପ୍ରଭୁଙ୍କ ନାମକୁ ନିନ୍ଦାକରି ଅଭିଶାପ ଦଲୋ। ତେଣୁ ଲୋକମାନେ ତାହାକୁ ମାଶାଙ୍କେ ନିକଟକୁ ଆଣିଲେ। ସହେି ଇଶ୍ରାୟେଲୀୟ ସ୍ତ୍ରୀ ନାମ ଶଲମେୀତ୍ ଓ ସେ ଦାନ ବଂଶୀଯ ଦିବ୍ରୀର କନ୍ଯା ଥିଲା।

12. ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ପର୍ୟ୍ଯନ୍ତ ତାକୁ ବନ୍ଦୀ କରି ରଖିଲେ।

13. ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

14. "ସଦାପ୍ରଭୁଙ୍କୁ ଅଭିଶାପ ଦଇେଥିବା ଲୋକକୁ ଛାଉଣୀ ବାହାରକୁ ଆଣ, ପୁଣି ଯେଉଁମାନେ ତା'ର କଥା ଶୁଣିଲେ, ସମାନେେ ସମସ୍ତେ ଅଭିଶାପ ଦଇେଥିବା ବ୍ଯକ୍ତିର ମସ୍ତକରେ ହାତ ଦିଅନ୍ତୁ। ତା'ପରେ ଲୋକମାନେ ତାକୁ ପଥର ମାରି ହତ୍ଯା କରନ୍ତୁ।

15. ଆଉ ତୁମ୍ଭେ ଇଶ୍ରାୟେଲର ସନ୍ତାନଗଣଙ୍କୁ କୁହ ଯେ କହେି ଆପଣା ପରମେଶ୍ବରଙ୍କୁ ଅଭିଶାପ ଦିଏ, ସେ ଆପଣା ପାପ ବହିବ।

16. ଯେ କହେି ଆପଣା ସଦାପ୍ରଭୁଙ୍କ ନାମ ରେ ନିନ୍ଦା କରେ ସେ ଅବଶ୍ଯ ହତ ହବେ। ସମସ୍ତ ମଣ୍ଡଳୀ ତାହାକୁ ପଥର ମାରି ବଧ କରିବେ। ବିଦେଶୀ ହେଉ କି ସ୍ବଦେଶୀ ହେଉ, ସଦାପ୍ରଭୁଙ୍କୁ ନିନ୍ଦା କଲେ ହତ ହବେ।

17. "ଆଉ ଯେଉଁ ଲୋକ ଅନ୍ୟ ଲୋକଙ୍କୁ ହତ୍ଯା କରେ ସେ ନିଶ୍ଚଯ ହତ ହବେ।

18. ୟିଏ କହେି କୌଣସି ପଶୁକୁ ହତ୍ଯା କରେ ସେ ମାରିଥିବା ପଶୁର ପ୍ରାଣ ଫରୋଇ ଆଣି ତା'ର କ୍ଷତିପୂରଣ ଦବେ।

19. "ଯଦି କୌଣସି ବ୍ଯକ୍ତି ନିଜ ପ୍ରତିବେଶୀକୁ ଆଘାତ କରେ, ତବେେ ସମପରିମାଣର ଆଘାତ ସହେି ଲୋକକୁ ଦିଆୟିବ।

20. କ୍ଷତ ବଦଳ ରେ କ୍ଷତ, ତକ୍ଷୁ ବଦଳ ରେ ଚକ୍ଷୁ, ଦାନ୍ତ ବଦଳ ରେ ଦାନ୍ତ, ମନୁଷ୍ଯ ଶରୀର ରେ ୟିଏ ଯେଉଁପରି ଆଘାତ କରିଅଛି ତାହାପ୍ରତି ସହେି ପ୍ରକାର ଆଘାତ କରାୟିବ।

21. ଜଣେ ଯଦି ପଶୁ ବଧ କରେ, ତବେେ ସେ ତାହାର ପରିଶାଧେ କରିବ, ମାତ୍ର ଜଣେ ଲୋକ ଯଦି ଅନ୍ୟ ଜଣେ ଲୋକକୁ ହତ୍ଯା କରେ, ତବେେ ସେ ହତ ହବେ।

22. "ବିଦେଶୀ ହେଉ କି ସ୍ବଦେଶୀ ହେଉ, ସମାନଙ୍କେ ନିମନ୍ତେ ତୁମ୍ଭମାନଙ୍କର ସମାନ ବ୍ଯବସ୍ଥା ହବେ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।"

23. ତା'ପରେ ମାଶାେ ଇଶ୍ରାୟେଲ ଇଶ୍ରାୟେଲ ସନ୍ତାନଗଣଙ୍କୁ କହିବାରୁ ସମାନେେ ଅଭିଶାପ ଦଇେଥିବା ଲୋକକୁ ଛାଉଣୀ ବାହାରକୁ ଆଣିଲେ, ତହୁଁ ଲୋକମାନେ ତାକୁ ପଥର ମାରି ବଧ କଲେ। ଇଶ୍ରାୟେଲ ସନ୍ତାନଗଣ ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କର୍ମ କଲେ।

About ଲେବୀୟ ପୁସ୍ତକ Chapter 24

Read ଲେବୀୟ ପୁସ୍ତକ Chapter 24 online from the Holy Bible. This chapter is part of the Book of ଲେବୀୟ ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଲେବୀୟ ପୁସ୍ତକ
Chapter: 24
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଲେବୀୟ ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଲେବୀୟ ପୁସ୍ତକ Chapter 24 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଲେବୀୟ ପୁସ୍ତକ Chapter 24?

ଲେବୀୟ ପୁସ୍ତକ Chapter 24 is part of the Book of ଲେବୀୟ ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଲେବୀୟ ପୁସ୍ତକ Chapter 24 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 1
  2. ଆଦି ପୁସ୍ତକ Chapter 2
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 12
  6. ଆଦି ପୁସ୍ତକ Chapter 11
  7. ଆଦି ପୁସ୍ତକ Chapter 38

Explore More from ଲେବୀୟ ପୁସ୍ତକ

  1. ଲେବୀୟ ପୁସ୍ତକ Chapter 5
  2. ଲେବୀୟ ପୁସ୍ତକ Chapter 8
  3. ଲେବୀୟ ପୁସ୍ତକ Chapter 21
  4. ଲେବୀୟ ପୁସ୍ତକ Chapter 22
  5. ଲେବୀୟ ପୁସ୍ତକ Chapter 20
  6. ଲେବୀୟ ପୁସ୍ତକ Chapter 15
  7. ଲେବୀୟ ପୁସ୍ତକ Chapter 7

Related Chapters & Readings

  1. ଯିହିଜିକଲ Chapter 29
  2. ଦିତୀୟ ଶାମୁୟେଲ Chapter 6
  3. ଦିତୀୟ ଶାମୁୟେଲ Chapter 9
  4. ଯିହିଜିକଲ Chapter 16
  5. ଯିରିମିୟଙ୍କ ବିଳାପ Chapter 1
  6. ପ୍ରକାଶିତ ବାକ୍ୟ Chapter 15
  7. ଦିତୀୟ ବଂଶାବଳୀ Chapter 21
Share Your Love

Leave a Reply

Your email address will not be published. Required fields are marked *