ଲେବୀୟ ପୁସ୍ତକ Chapter 8

For English

Read ଲେବୀୟ ପୁସ୍ତକ Chapter 8 Online

Read ଲେବୀୟ ପୁସ୍ତକ Chapter 8 online from the Holy Bible. This chapter is part of the Book of ଲେବୀୟ ପୁସ୍ତକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ଲେବୀୟ ପୁସ୍ତକ and the Holy Bible online.

Choose a Chapter

ଲେବୀୟ ପୁସ୍ତକ 8

ଅଧ୍ୟାୟ 8

1. ସଦାପ୍ରଭୁ ମାଶାଙ୍କେୁ କହିଲେ,

2. "ତୁମ୍ଭେ ହାରୋଣଙ୍କୁ ଓ ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କୁ, ସକଳ ବସ୍ତ୍ର, ଅଭିଷକୋର୍ଥକ ତୈଳ, ପାପାର୍ଥକ ବଳି ନିମନ୍ତେ ଷଣ୍ଢ, ଦୁଇଟି ମଷେଛୁଆ ଓ ତାଡିଶୂନ୍ଯ ରୋଟୀର ଡାଲା ଏକତ୍ରୀତ କର।

3. ପୁଣି ସମାଗମ ତମ୍ବୁ ଦ୍ବାରା ନିକଟରେ ସମଗ୍ର ମଣ୍ଡଳୀକୁ ଏକତ୍ର କର।"

4. ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ସବୁ କଲେ, ସମାଗମ ତମ୍ବୁ ନିକଟରେ ସମଗ୍ର ମଣ୍ଡଳୀ ଏକତ୍ରୀତ ହେଲେ।

5. ପୁଣି ମାଶାେ ମଣ୍ଡଳୀକୁ କହିଲେ, "ଯାହାସବୁ କରିବାକୁ ସଦାପ୍ରଭୁ ଆଦେଶ ଦଇେଛନ୍ତି, ସଗେୁଡିକ ହେଉଛି ଏହି।"

6. ତା'ପରେ ମାଶାେ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳ ରେ ସ୍ନାନ କରାଇଲେ।

7. ସେ ହାରୋଣଙ୍କୁ ଜାମା ପିନ୍ଧାଇଲେ, କଟୀ ରେ ତାଙ୍କର ବେଲ୍ଟ ବାନ୍ଧିଲେ, ତାଙ୍କୁ ଚୋଗା ପିନ୍ଧାଇଲେ, ତାଙ୍କୁ ଏଫୋଦ ପିନ୍ଧାଇଲେ, ତା'ପରେ ଏଫୋଦକୁ ସିନ୍ଦୁର ବେଲ୍ଟ ରେ ବାନ୍ଧିଲେ।

8. ସେ ହାରୋଣଙ୍କୁ ବୁକପଟା ଦେଲେ, ଆଉ ବୁକପଟା ରେ ଊରୀମ୍ ଓ ତୁମ୍ମୀମ୍ ରଖିଲେ।

9. ପୁଣି ତାଙ୍କ ମସ୍ତକରେ ପଗଡି ରଖିଲେ, ପଗଡି ସମ୍ମୁଖ ରେ ସ୍ବର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ, ମାଶାେ ସଦାପ୍ରଭୁଙ୍କ ଆଜ୍ଞା ଆନୁସା ରେ ଏହା କଲେ।

10. ଅନନ୍ତର ମାଶାେ ଅଭିଷକୋର୍ଥକ ତୈଳ ନଇେ ପବିତ୍ର ତମ୍ବୁ ଓ ତହିଁ ମଧିଅରେ ଥିବା ସମସ୍ତ ବସ୍ତୁ ଉପରେ ସିଞ୍ଚନ କରି ସେସବୁକୁ ପବିତ୍ର କଲେ।

11. ତା'ପରେ ସେ ଅଭିଷକୋର୍ଥକ ତୈଳ ପାଇଁ ରଖାୟିଇଥିବା ତୈଳ ନେଲେ ଏବଂ ଏହା ୟଜ୍ଞବଦେୀ ଉପରେ ସାତଥର ଛିଞ୍ଚିଲେ। ସେ ୟଜ୍ଞବଦେୀ, ତା'ର ସମସ୍ତ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ରୂଖା ଅନ୍ଯାନ୍ଯ ବସ୍ତୁକୁ ପବିତ୍ର କରିବାକୁ ଅଭିଷକେ କଲେ।

12. ଏହାପରେ ସେ ହାରୋଣଙ୍କ ମସ୍ତକରେ କିଛି ଅଭିଷକୋର୍ଥକ ତୈଳ ଢାଳି ତାଙ୍କୁ ମଧ୍ଯ ପବିତ୍ର କଲେ।

13. ତା'ପରେ ମାଶାେ ହାରୋଣଙ୍କ ପୁତ୍ରଗଣଙ୍କୁ ଆଣି ସମାନଙ୍କେୁ ଜାମା ପିନ୍ଧାଇଲେ, କଟୀ ରେ ସମାନଙ୍କେର କଟୀବନ୍ଧନୀ ବାନ୍ଧିଲେ ଓ ସମାନଙ୍କେୁ ଶିରୋଭୂଷଣ ରେ ଭୂଷିତ କଲେ। ମାଶାେ ଏହା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କଲେ।

14. ତା'ପରେ ମାଶାେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ। ତା'ପରେ ହାରୋଣ ଓ ତାଙ୍କର ପୁତ୍ରଗଣ ସହେି ପାପାର୍ଥକ ବଳିର ଗୋବତ୍ସ ମସ୍ତକ ଉପରେ ହସ୍ତ ରଖିଲେ।

15. ତତ୍ପରେ ମାଶାେ ତାକୁ ବଧ କଲେ ଓ ସହେି ରକ୍ତ ନଇେ ଅଙ୍ଗୁଳି ଦ୍ବାରା ୟଜ୍ଞବଦେୀର ଚାରିଆଡେ ଶିଙ୍ଗ ଉପରେ ଦଇେ ୟଜ୍ଞବଦେୀକି ପାପ ମୁକ୍ତ କଲେ। ଆଉ ୟଜ୍ଞବଦେୀ ମୂଳ ରେ ସହେି ରକ୍ତକୁ ଢାଳି ଦେଲେ। ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ପାଇଁ ସେ ଏହାକୁ ପବିତ୍ର କଲେ।

16. ଅନନ୍ତର ମାଶାେ ଅନ୍ତ ଚତୁଃପାଶର୍‌ବସ୍ଥ ସମସ୍ତ ମଦେ, ୟକୃତ ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁରୁଦା ଓ ତାହାର ମଦେ ନଇେ ୟଜ୍ଞବଦେୀ ଉପରେ ଦଗ୍ଧ କଲେ।

17. ମାନ୍ତ ସେ ଚର୍ମ, ମାଂସ ଓ ଗୋମଯ ନଇେ ଛାଉଣୀର ବାହା ରେ ଦଗ୍ଧ କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ଏହା କଲେ।

18. ତା'ପରେ ସେ ହାମବେଳି ପାଇଁ ମଷେ ଆଣିଲେ। ହାରୋଣ ଓ ତାଙ୍କର ପୁତ୍ରଗଣ ମଷେର ମସ୍ତକରେ ହସ୍ତ ରଖିଲେ।

19. ତା'ପରେ ମାଶାେ ମଷେଟିକୁ ବଧ କଲେ ଓ ତା'ର ରକ୍ତ ନଇେ ୟଜ୍ଞବଦେୀର ଚାରିଆଡେ ଛିଞ୍ଚିଲେ।

20. ଆଉ ସେ ମଷେକୁ ଖଣ୍ଡ ଖଣ୍ଡ କରି କାଟିଲେ, ମାଶାେ ତାହାର ମସ୍ତକ, ସମସ୍ତ ମାଂସ ଖଣ୍ଡ ଓ ମଦେ ଦଗ୍ଧ କଲେ। ସେ ତାହାର ଅନ୍ତ ଓ ନଳି ଗୋଡ ଜଳ ରେ ଧୌତ କଲେ। ତା'ପରେ ୟଜ୍ଞବଦେୀ ଉପରେ ମାଶାେ ସମସ୍ତ ମଷେକୁ ଦଗ୍ଧ କଲେ। ଏହାଥିଲା ସଦାପ୍ରଭୁଙ୍କ ପାଇଁ ହାମବେଳି ଓ ସଦାପ୍ରଭୁଙ୍କର ଏକ ସୁବାସିତ ନବୈେଦ୍ଯ। ମାଶାେ ଠିକ୍ ତାହା କଲେ, ଯାହା ସଦାପ୍ରଭୁ ତାଙ୍କୁ ଆଜ୍ଞା ଦଇେଥିଲେ।

22. ଅନନ୍ତର ସେ ଅନ୍ୟ ମଷେ ଅର୍ଥାତ୍ ପଦ ନି ଯୋଗାର୍ଥକ ମଷେ ଆଣିଲେ। ହାରୋଣ ଓ ତାଙ୍କର ପୁତ୍ରଗଣ ମଷେର ମସ୍ତକ ଉପରେ ହସ୍ତ ରଖିଲେ।

23. ତା'ପରେ ମାଶାେ ମଷେକୁ ବଧ କଲେ ଓ ତାହାର କିଛି ରକ୍ତ ନଇେ ହାରୋଣର ଦକ୍ଷିଣ କର୍ଣ୍ଣ ଗହ୍ବର ରେ ଓ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ହାରୋଣର ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।

24. ଏହାପରେ ସେ ହାରୋଣର ପୁତ୍ରଗଣଙ୍କୁ ଆଣିଲେ। ତହୁଁ ମାଶାେ ସହେି ରକ୍ତରୁ କିଛି ନଇେ ସମାନଙ୍କେ ଦକ୍ଷିଣ କର୍ଣ୍ଣ ପ୍ରାନ୍ତ ରେ ଓ ସମାନଙ୍କେ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସମାନଙ୍କେ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ, ଆଉ ମାଶାେ ୟଜ୍ଞବଦେୀର ଉପରେ ଚାରିଆଡେ ରକ୍ତ ସିଞ୍ଚନ କଲେ।

25. ପୁଣି ସେ ମଦେ ଓ ମଦମେଯ ଲାଙ୍ଗୁଳ, ଅନ୍ତ ଉପରିସ୍ଥିତ ସକଳ ମଦେ, ୟକୃତର ଉପରିସ୍ଥିତ ଚଟୁଆ ନେଲେ।

26. ଆଉ ସେ ତାଡିଶୁନ୍ଯ ରୋଟୀ, ଯାହା ସଦାପ୍ରଭୁଙ୍କ ସମ୍ମୁଖ ରେ ନିତ୍ଯ ରଖାଯାଉଥିଲା ତାହା ନେଲେ ଓ ତୈଳ ପକ୍ବ ରୋଟୀର ଗୋଟିଏ ପିଠା ଓ ଗୋଟିଏ ତାଡିଶୂନ୍ଯ ରୋଟୀ ଓ ଡାହାଣ ଚଟୁଆ ଓ ମଦେ ଉପରେ ଥୋଇଲେ।

27. ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତ ରେ ସହେିସବୁ ଦଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ନବୈେଦ୍ଯାର୍ଥେ ଦୋଳାଇଲେ।

28. ଏହାପରେ ମାଶାେ ସମାନଙ୍କେ ହସ୍ତରୁ ସେସବୁ ନଇେ ୟଜ୍ଞବଦେୀସ୍ଥିତ ହାମବେଳି ଉପରେ ଦଗ୍ଧ କଲେ। ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଯାଜକ ରୂପେ ନିୟୁକ୍ତି ଉପଲକ୍ଷେ ଏହା ଏକ ନବୈେଦ୍ଯ ଥିଲା, ଏହା ସଦାପ୍ରଭୁଙ୍କ ପାଇ ଏକ ସୁବାସିତ ନବୈେଦ୍ଯ।

29. ଆଉ ମାଶାେ ବକ୍ଷ ନଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ନବୈେଦ୍ଯାର୍ଥେ ଦୋଳାଇଲେ। ପଦ ନି ଯୋଗର୍ଥକ ମଷେର ଏହି ଅଂଶ ମାଶାଙ୍କେର ହେଲା। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ଏହା କଲେ।

30. ଅନନ୍ତର ମାଶାେ ଅଭିଷକୋର୍ଥକ ତୈଳରୁ ଓ ୟଜ୍ଞବଦେୀ ଉପରିସ୍ଥ ରକ୍ତରୁ କିଛି ନଇେ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ। ପୁଣି ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସମାନଙ୍କେ ବସ୍ତ୍ର ଉପରେ ତାହା ସିଞ୍ଚନ କଲେ। ଆଉ ହାରୋଣଙ୍କୁ ଓ ତାଙ୍କର ସମସ୍ତ ବସ୍ତ୍ରକୁ ପବିତ୍ର କଲେ।

31. ମାଶାେ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, "ସମାଗମ ତମ୍ବୁ ସମ୍ମୁଖ ରେ ମାଂସ ରାନ୍ଧ। ତୁମ୍ଭମାନେେ ମଧ୍ଯ ତାହା ସଠାେରେ ଭୋଜନ କରିବ।' ନି ଯୋଗର୍ଥକ ଡାଲା ରେ ଥିବା ରୋଟୀ ନଇେ ଏକାଠି ଭୋଜନ କର।

32. ଯାହା ମାଂସ ଓ ରୋଟୀ ଅବଶିଷ୍ଟ ରହିବ ତାକୁ ଅଗ୍ନି ରେ ଦଗ୍ଧ କରିବ।

33. ଆଉ ପଦ ଅଭିଷକେ ଉତ୍ସବ ସାଦଦିନ ଧରି ଚାଲିବ। ତୁମ୍ଭମାନେେ ଏହି ସାତଦିନ ୟାଏ ସମାଗମ ତମ୍ବୁ ଦ୍ବାରରୁ ବାହାରକୁ ୟିବ ନାହିଁ। କାରଣ ପୌରହିତ୍ଯ ନିଶ୍ଚଯ ସାତଦିନ ୟାଏଁ ଚାଲିବ।

34. ଆଜି ଯାହାସବୁ କରାଗଲା, ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ପ୍ରାଯଶ୍ଚିତ କରିବାକୁ ସେସବୁ ଆଜ୍ଞା ଦଇେଛନ୍ତି।

35. ତୁମ୍ଭମାନେେ ସାତଦିନ ଧରି ଦିବାରାତ୍ର ସମାଗମ ତମ୍ବୁ ଦ୍ବାର ରେ ରହିବ। ତାହା ହେଲେ ତୁମ୍ଭମାନେେ ସଦାପ୍ରଭୁଙ୍କ ଦ୍ବାରା ରକ୍ଷା ପାଇବ। ଏହା ପାଳନ ନକଲେ ତୁମ୍ଭମାନେେ ମୃତ୍ଯୁବରଣ କରିବ କାରଣ ସଦାପ୍ରଭୁ ମାେତେ ଏହି ଆଜ୍ଞା ଦଇେଛନ୍ତି।"

36. ତେଣୁ ସଦାପ୍ରଭୁ ମାଶାଙ୍କେୁ ଯେଉଁ ଆଜ୍ଞା ଦଇେଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେସବୁ କଥା ପାଳନ କଲେ।

About ଲେବୀୟ ପୁସ୍ତକ Chapter 8

Read ଲେବୀୟ ପୁସ୍ତକ Chapter 8 online from the Holy Bible. This chapter is part of the Book of ଲେବୀୟ ପୁସ୍ତକ in the Old Testament. Continue reading with the chapter navigation above or explore the complete book.

Book Information

Book: ଲେବୀୟ ପୁସ୍ତକ
Chapter: 8
Testament: Old Testament

How to Read this Chapter

Use the Previous and Next Chapter buttons to continue reading ଲେବୀୟ ପୁସ୍ତକ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ଲେବୀୟ ପୁସ୍ତକ Chapter 8 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ଲେବୀୟ ପୁସ୍ତକ Chapter 8?

ଲେବୀୟ ପୁସ୍ତକ Chapter 8 is part of the Book of ଲେବୀୟ ପୁସ୍ତକ in the Holy Bible.

Can I read this chapter online?

Yes. You can read the complete ଲେବୀୟ ପୁସ୍ତକ Chapter 8 online for free with easy chapter navigation.

More Chapters from ପୁରାତନ ନିୟମ

  1. ଆଦି ପୁସ୍ତକ Chapter 1
  2. ଆଦି ପୁସ୍ତକ Chapter 2
  3. ଆଦି ପୁସ୍ତକ Chapter 14
  4. ଆଦି ପୁସ୍ତକ Chapter 10
  5. ଆଦି ପୁସ୍ତକ Chapter 12
  6. ଆଦି ପୁସ୍ତକ Chapter 11
  7. ଆଦି ପୁସ୍ତକ Chapter 3

Explore More from ଲେବୀୟ ପୁସ୍ତକ

  1. ଲେବୀୟ ପୁସ୍ତକ Chapter 2
  2. ଲେବୀୟ ପୁସ୍ତକ Chapter 5
  3. ଲେବୀୟ ପୁସ୍ତକ Chapter 18
  4. ଲେବୀୟ ପୁସ୍ତକ Chapter 14
  5. ଲେବୀୟ ପୁସ୍ତକ Chapter 1
  6. ଲେବୀୟ ପୁସ୍ତକ Chapter 11
  7. ଲେବୀୟ ପୁସ୍ତକ Chapter 15

Related Chapters & Readings

  1. ମାଥିଉ Chapter 27
  2. ଦ୍ୱିତୀୟ ବିବରଣ Chapter 15
  3. ପ୍ରେରିତ Chapter 4
  4. କଲସୀୟ Chapter 3
  5. ଆୟୁବ Chapter 39
  6. ଦିତୀୟ ରାଜାବଳୀ Chapter 20
  7. ଗୀତସଂହିତା Chapter 67
Share Your Love

Leave a Reply

Your email address will not be published. Required fields are marked *