Read ହବକକୂକ Chapter 2 Online
Read ହବକକୂକ Chapter 2 online from the Holy Bible. This chapter is part of the Book of ହବକକୂକ in the Old Testament. Browse every verse with easy chapter navigation, continue to the next chapter, or explore the complete Book of ହବକକୂକ and the Holy Bible online.
Choose a Chapter
ହବକକୂକ 2
ଅଧ୍ୟାୟ 2
1. ମୁଁ ଜଣେ ରକ୍ଷୀ ପରି ଛିଡା ହବେି। ମୁଁ ନଗର ପ୍ରାଚୀର ରେ ଜଗିବି। ସଦାପ୍ରଭୁ ମାେତେ କ'ଣ କହିବେ, ମୁଁ ତାହା ଦେଖିବାକୁ ଅପେକ୍ଷା କରିବି। ସେ ମାରେ ପ୍ରଶ୍ନର ଉତ୍ତର କିପରି କରୁଛନ୍ତି, ମୁଁ ତାହା ଶିକ୍ଷା କରିବାକୁ ଅପେକ୍ଷା କରିବି।"
2. ସଦାପ୍ରଭୁ ମାେତେ ଉତ୍ତର ଦେଲେ, "ଆମ୍ଭେ ତୁମ୍ଭକୁ ଯେଉଁ ଦର୍ଶନ ଦଖାେଉଛୁ ତାହା ଗୋଟିଏ ଫଳକ ଉପ ରେ ସ୍ପଷ୍ଟ ଭାବରେ ଲେଖ ଯେପରିକି ସବୁଲୋକ ସହଜ ରେ ପଢି ପାରିବେ।
3. ଏହି ଦର୍ଶନ ନିର୍ଦ୍ଦିଷ୍ଟ ସାକ୍ଷୀ ଅଟେ। ଏହା ଶଷେ ବାର୍ତ୍ତା ସମ୍ବନ୍ଧ ରେ ସାକ୍ଷୀ ଦିଏ ଏବଂ ଏହା ମିଥ୍ଯା ହୁଏ ନାହିଁ। ଯେପରି ଜଣାୟିବ ଏହି ସମୟ କବେେ ଆସିବ ନାହିଁ। କିନ୍ତୁ ର୍ଧୈୟ୍ଯ ଧରି ଅପେକ୍ଷା କର, ସେ ସମୟ ନିଶ୍ଚଯ ଆସିବ। ଏହା ଅଧିକ ବିଳମ୍ବ ହବେନାହିଁ।
4. ଅହଂକାରୀ ବ୍ଯକ୍ତିର ଆତ୍ମା ସଚ୍ଚୋଟ ନୁହେଁ। ସପରେି ଅହଂକାରୀ ଲୋକ ଫୁତ୍କାର ରେ ଉଡିୟାଏ। କିନ୍ତୁ ଧାର୍ମିକଲୋକମାନେ ସମାନଙ୍କେର ବିଶ୍ବାସ ବଳ ରେ ହିଁ ବଞ୍ଚିବେ।"
5. ପରମେଶ୍ବର କହିଲେ, "ଧନ ଗୋଟିଏ ବଳବାନ୍ ବ୍ଯକ୍ତିକୁ ପ୍ରତାରଣା କରିପାରିବ। ସେ କବେେ ସଫଳ ହାଇପୋରିବ ନାହିଁ। କବର ପରି ସେ ସର୍ବଦା ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରିବ। କିନ୍ତୁ ମୃତ୍ଯୁ ପରି ସେ କବେେ ସନ୍ତୁଷ୍ଟ ହବେନାହିଁ। ସେ ଅନ୍ୟସବୁ ଦେଶକୁ ପରାସ୍ତ କରି ଗ୍ଭଲିବ। ସେ ସହେି ଲୋକମାନଙ୍କୁ ବନ୍ଦୀ କରି ଗ୍ଭଲିବ।
6. କିନ୍ତୁ ଖୁବ୍ ଶୀଘ୍ର ସହେି ଲୋକମାନେ ତାକୁ ଉପହାସ କରିବେ। ସମାନେେ ତା'ର ପରାଜଯ ବିଷଯ ରେ ଗପ କରିବେ। ସମାନେେ ତାକୁ ପରିହାସ କରି କହିବେ, 'ତାକୁ ଧିକ୍, ୟିଏ ଅନ୍ୟ ଲୋକମାନଙ୍କର ଧନସମ୍ପତ୍ତିକୁ ନଇୟୋଏ। ଆଉ କେତଦେିନ ପର୍ୟ୍ଯନ୍ତ ସେ ଋଣ ସଂଗ୍ରହ ଦ୍ବାରା ଧନୀ ହବେ? ସର୍ବଶଷେ ରେ ତା'ର ସମ୍ପଦସବୁ ତା' ଉପ ରେ ବୋଝ ହବେ।'
7. ତୁମ୍ଭମାନଙ୍କର ଋଣକର୍ତ୍ତାମାନେ ହଠାତ୍ ତୁମ୍ଭ ବିରୁଦ୍ଧ ରେ ଛିଡା ହବେେ। ତା'ପ ରେ ସମାନେେ ତୁମ୍ଭଠାରୁ ଚୋରି କରିବେ। ତୁମ୍ଭେ ଅତି ଭୟଭୀତ ହାଇେ ପଡିବ।
8. ତୁମ୍ଭେ ବହୁ ଦେଶରୁ ଧନ ଅପହରଣ କରିଛ। ତେଣୁ ସହେି ଲୋକମାନେ ତୁମ୍ଭଠାରୁ ଅଧିକ ନଇେଯିବେ। ତୁମ୍ଭେ ବହୁ ଲୋକଙ୍କୁ ହତ୍ଯା କରିଛ। ବହୁଦେଶ ଓ ନଗର ଧ୍ବଂସ କରିଛ। ସବୁ ଲୋକଙ୍କୁ ସଠାେ ରେ ହତ୍ଯା କରିଛ।
9. ତାକୁ ଧିକ୍, ୟିଏ ଦୋଷ କରି ଧନୀ ହାଇେଛ। ସେ ଗୋଟିଏ ନିରାପଦ ସ୍ଥାନ ରେ ବାସ କରିବାକୁ ଏହିସବୁ କରେ। ସେ ଭାବେ ଯେ, ସେ କୌଣସି ଅନିଷ୍ଟରୁ ନିଜକୁ ରକ୍ଷା କରିପାରିବ।
10. "ତୁମ୍ଭେ ବହୁତ ଲୋକଙ୍କୁ ଧ୍ବଂସ କରିଅଛ। କିନ୍ତୁ ତୁମ୍ଭେ ନିଜ ଘରକୁ ଲଜ୍ଜା ଆଣିଥିଲ। ତୁମ୍ଭେ ନିଜ ଜୀବନ ବିପକ୍ଷ ରେ ପାପ କରିଅଛ।
11. ତୁମ୍ଭ କାନ୍ଥ ରେ ଲାଗିଥିବା ପଥର ତୁମ୍ଭ ବିରୁଦ୍ଧ ରେ କଥା କହିବ। ଏପରିକି ତୁମ୍ଭ ଛାତ ରେ ଲାଗିଥିବା କାଠର ବର୍ଗାଗୁଡିକ ତୁମ୍ଭେ ଭୂଲ୍ ବୋଲି ରାଜି ହବେ।
12. "ଧିକ୍ ତୁମ୍ଭମାନଙ୍କୁ, ଯେଉଁମାନେ ଲୋକମାନଙ୍କୁ ମାରି ନଗର ନିର୍ମାଣ କରିଛ ଏବଂ ଦୁଷ୍ଟତା ରେ ସହର ପ୍ରତିଷ୍ଠା କରିଛ।
13. ସର୍ବଶକ୍ତିମାନ ସଦାପ୍ରଭୁ ସ୍ଥିର କରିଛନ୍ତି ଯେ ଅଗ୍ନି ସବୁ ଜିନିଷକୁ ପୋଡି଼ଦବେ ଯାହାସବୁ ଲୋକମାନେ ନିର୍ମାଣ କରିଥିଲେ। ସମାନଙ୍କେର ସହେି ସବୁ କାର୍ୟ୍ଯ ନିଷ୍ଫଳ ହବେ।
14. ତା'ପ ରେ ଲୋକମାନେ ସବୁଆଡେ ସଦାପ୍ରଭୁଙ୍କର ମହିମା ଜାଣିବେ। ସମୁଦ୍ର ରେ ଜଳ ବ୍ଯାପିଲା ପରି ଏହି ଖବର ଗ୍ଭରିଆଡେ ବ୍ଯାପିୟିବ।
15. ତୁମ୍ଭକୁ ଧିକ୍, ଯେଉଁମାନେ ପଡୋଳୀମାନଙ୍କୁ ଦ୍ରାକ୍ଷାରସ ପିଆଉଛ, ତାଙ୍କୁ ମାତାଲ କରିବା ପାଇଁ ସହେି ଦ୍ରାକ୍ଷାରସ ରେ କିଛି ବିଷାକ୍ତ ଉପାଦନ ମିଶାଉଛ, ଯାହା ପାଇଁ ତୁମ୍ଭେ ତାଙ୍କର ଉଲଗ୍ନତା ଦେଖିପାରିବ।
16. "କିନ୍ତୁ ସଦାପ୍ରଭୁଙ୍କ ଦକ୍ଷିଣ ହସ୍ତସ୍ଥିତ ପାତ୍ର ତୁମ୍ଭ ଆଡକୁ ଆସିବ। ତୁମ୍ଭେ ସମ୍ମାନ ବଦଳ ରେ ଅପମାନ ରେ ପରିପୂର୍ଣ୍ଣ ହବେ।
17. ତୁମ୍ଭେ ଲିବାନୋନ୍ ରେ କରିଥିବା ରକ୍ତପାତ ତୁମ୍ଭକୁ ଆଚ୍ଛାନ୍ନ କରିବ। ତୁମ୍ଭେ ସଠାରୁେ ବହୁ ପଶୁ ଗ୍ଭରେି କଲ। ତେଣୁ ସହେି ମୃତବ୍ଯକ୍ତିଙ୍କ ପାଇଁ ଏବଂ ସହେି ଦେଶ ରେ କରିଥିବା ରକ୍ତପାତ ପାଇଁ ଏବଂ ସଠାେ ରେ ବାସ କରୁଥିବା ପ୍ରେତ୍ୟକକ ପାଇଁ ତୁମ୍ଭେ ଭୟଭୀତ ହବେ।"
18. ଖାଦେିତ ପ୍ରତିମା ରେ କି ଲାଭ ଯେ, ଏହା ଜଣେ ଲୋକ ନିର୍ମାଣ କଲା ଏବଂ ଏହାକୁ ଖାଦେନ କଲା। ଧାତୁର ମୂର୍ତ୍ତି ରେ କଣ ଲାଭ ଅଛି? ଏହା ମିଥ୍ଯା ଶିକ୍ଷା ଦିଏ। ତେଣୁ ନିର୍ମାଣକାରୀ କାହିଁକି ଏଥି ରେ ବିଶ୍ବାସ କରିବ? ଏପରିକି ସେ ମୂର୍ତ୍ତି କଥା କହିପାରିବ ନାହିଁ।
19. ସମାନଙ୍କେୁ ଧିକ୍, ଯେଉଁ ଲୋକ କାଠକୁ କୁ ହେ, ଜାଗ୍ରତ ହୁଅ! ମୂକ ପ୍ରସ୍ଥରକୁ କୁ ହେ "ଉଠ"! ଏହି ଭଣ୍ତ ଦବେତାମାନେ ନିର୍ଦ୍ଦେଶ ଦଇେ ପାରିବେ କି? ସହେି ମୂର୍ତ୍ତି ସୁନା ଓ ରୂପା ରେ ଆବୃତ ହାଇେ ପାରିବ, କିନ୍ତୁ ସେ ନିର୍ଜୀବ।
20. ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିର ରେ ଅଛନ୍ତି। ତେଣୁ ସମଗ୍ର ପୃଥିବୀ ନୀରବ ହବେ ଓ ସଦାପ୍ରଭୁଙ୍କ ସମ୍ମାନ ଜଣାଇବ।
About ହବକକୂକ Chapter 2
Read ହବକକୂକ Chapter 2 online from the Holy Bible. This chapter is part of the Book of ହବକକୂକ in the Old Testament. Continue reading with the chapter navigation above or explore the complete book.
Book Information
Book: ହବକକୂକ
Chapter: 2
Testament: Old Testament
How to Read this Chapter
Use the Previous and Next Chapter buttons to continue reading ହବକକୂକ. You can also adjust the font size for comfortable reading and browse other books of the Bible using the navigation links.
More Resources
Continue Reading the Bible
Continue reading ହବକକୂକ Chapter 2 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.
Frequently Asked Questions
What is ହବକକୂକ Chapter 2?
ହବକକୂକ Chapter 2 is part of the Book of ହବକକୂକ in the Holy Bible.
Can I read this chapter online?
Yes. You can read the complete ହବକକୂକ Chapter 2 online for free with easy chapter navigation.
More Chapters from ପୁରାତନ ନିୟମ
- ଆଦି ପୁସ୍ତକ Chapter 2
- ଆଦି ପୁସ୍ତକ Chapter 14
- ଆଦି ପୁସ୍ତକ Chapter 1
- ଆଦି ପୁସ୍ତକ Chapter 10
- ଆଦି ପୁସ୍ତକ Chapter 26
- ଆଦି ପୁସ୍ତକ Chapter 7
- ଆଦି ପୁସ୍ତକ Chapter 4