ହିବ୍ରୁ Chapter 5

For English

Read ହିବ୍ରୁ Chapter 5 Online

Read ହିବ୍ରୁ Chapter 5 online from the Holy Bible. This chapter is part of the Book of ହିବ୍ରୁ in the New Testament. Browse every verse with easy chapter navigation, continue to the next chapter, or explore the complete Book of ହିବ୍ରୁ and the Holy Bible online.

Choose a Chapter

ହିବ୍ରୁ 5

ଅଧ୍ୟାୟ 5

1. ପ୍ରେତ୍ୟକକ ୟିହୁଦୀ ମହାୟାଜକ ପୁରୁଷମାନଙ୍କ ଭିତରୁ ମନୋନୀତ ହୁଅନ୍ତି। ପରମେଶ୍ବରଙ୍କୁ ଆପଣା ପାପ ନିମନ୍ତେ ନବୈେଦ୍ଯ ଓ ବଳି ଉତ୍ସର୍ଗ କରିବା ନିମନ୍ତେ ସହେି ମହାୟାଜକ ଲୋକମାନଙ୍କୁ ସାହାୟ୍ଯ କରନ୍ତି।

2. ଅନ୍ୟ ଲୋକମାନଙ୍କ ଭଳି ମହାୟାଜକର ମଧ୍ଯ ଦୁର୍ବଳତା ରହିଛି, ତେଣୁ ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦଖାଇବୋକୁ ସମର୍ଥ।

3. ମହାୟାଜକ ଅନ୍ଯଲୋକମାନଙ୍କ ପାପ ନିମନ୍ତେ ବଳି ଉତ୍ସର୍ଗ କରନ୍ତି କିନ୍ତୁ ତାହାଙ୍କର ନିଜର ମଧ୍ଯ ଦୁର୍ବଳତା ଥିବା ହତେୁରୁ ସେ ମଧ୍ଯ ନିଜ ପାପ ପାଇଁ ବଳି ଉତ୍ସର୍ଗ କରିବା ଉଚିତ୍।

4. ମହାୟାଜକ ହବୋ ଏକ ସମ୍ମାନର ବିଷୟ। କିନ୍ତୁ କହେି ହେଲେ ନିଜେ ଏହି କାମ ପାଇଁ ବାଛେ ନାହିଁ। ଜଣଙ୍କୁ ପରମେଶ୍ବରଙ୍କ ଦ୍ବାରା ଆହୂତ ହବୋକୁ ପଡ଼ିବ, ଯେପରି ହାରୋଣ ଆହୂତ ହାଇେଥିଲେ।

5. ଖ୍ରୀଷ୍ଟ ମଧ୍ଯ ସହେି ଡ଼କା ହାଇେଥିଲେ। ସେ ପରମେଶ୍ବରଙ୍କ ଦ୍ବାରା ସେ ମନୋନୀତ ହାଇେଥିଲେ। ପରମେଶ୍ବର ତାହାଙ୍କୁ କହିଲେ :

6. ଅନ୍ୟ ଗୋଟିଏ ସ୍ଥାନ ରେ ପରମେଶ୍ବର କୁହନ୍ତି :

7. ଖ୍ରୀଷ୍ଟ ଜଗତ ରେ ଥିଲା ବେଳେ ଯେ, ତାହାଙ୍କୁ ମୃତ୍ଯୁରୁ ରକ୍ଷା କରିବାକୁ ସମର୍ଥ, ସହେି ପରମେଶ୍ବରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେ ହତେୁ ଯୀଶୁ ପରମେଶ୍ବରଙ୍କ ଇଚ୍ଛାନୁସା ରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ବର ତାହାଙ୍କ ପ୍ରାର୍ଥନା ରେ ପ୍ରତ୍ଯୁତ୍ତର ଦଇେଥିଲେ।

8. ଯୀଶୁ ପରମେଶ୍ବରଙ୍କ ପୁତ୍ର ଥିଲେ। ତଥାପି ଦୁଃଖ ଭୋଗ ଦ୍ବାରା ଆଜ୍ଞା ବହତା ଶିଖିଲେ।

9. ପୁଣି ଯୀଶୁ ନିର୍ଦ୍ ଦୋଷ ଥିଲେ। ଅତଏବ ଯେଉଁମାନେ ତାହାଙ୍କର ଆଜ୍ଞା ମାନନ୍ତି ସମାନେେ ଅନନ୍ତ ଜୀବନ ପାଇପାରିବେ।

10. ପରମେଶ୍ବର ମଲକୀଷଦକଙ୍କେ ଭଳି ଯୀଶୁଙ୍କୁ ମହାୟାଜକ ରୂପେ ବାଛିଲେ।

11. ଏ ବିଷୟ ରେ ଆମ୍ଭର ତୁମ୍ଭମାନଙ୍କୁ ଅନକେ କଥା କହିବା ପାଇଁ ଅଛି। କିନ୍ତୁ ଯେ ହତେୁ ତୁମ୍ଭମାନେେ ଅବୁଝା ହେଉଛ, ଏହାକୁ ବୁଝାଇବା କଷ୍ଟକର।

12. ବର୍ତ୍ତମାନ ପର୍ୟ୍ଯନ୍ତ ଯେତିକି ସମୟ ଅତିବାହିତ ହାଇେ ଗଲାଣି, ତୁମ୍ଭମାନେେ ଉପଦେଶକ ହାଇେ ସାରନ୍ତଣି। କିନ୍ତୁ ଯାହା ଜଣା ପଡ଼େ, ପରମେଶ୍ବରଙ୍କ ଶିକ୍ଷାର ପ୍ରାଥମିକ ମୌଳିକ ପାଠଗୁଡ଼ିକୁ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଜଣେ ଲୋକ ଦରକାର। ଶିଶୁମାନଙ୍କୁ କ୍ଷୀର ଦରକାର ହେଲା ଭଳି, ତୁମ୍ଭମାନେେ ଏବେ ମଧ୍ଯ ପ୍ରାରମ୍ଭିକ ଶିକ୍ଷା କରୁଛ। ତୁମ୍ଭମାନେେ କଠିନ ଆହାର ଖାଇବା ପାଇଁ ପ୍ରସ୍ତୁତ ହାଇେ ନାହଁ।

13. ଯେ କବଳେ କ୍ଷୀର ଖାଇ ବଞ୍ଚେ, ସେ ଶିଶୁପରି। ସେ ବ୍ଯକ୍ତି ଉଚିତ ଶିକ୍ଷା କ'ଣ ତାହା ଜାଣି ନାହିଁ। ସମାନେେ ଭଲ ଓ ମନ୍ଦର ପାର୍ଥକ୍ଯ ନିରୂପଣ କରିବା ପାଇଁ ଆତ୍ମିକ ଶିକ୍ଷା ଗୁଡ଼ିକ ଲାଭ କରିଛନ୍ତି।

14. କିନ୍ତୁ କଠିନ ଖାଦ୍ୟ ସହେିମାନଙ୍କ ପାଇଁ ଯେଉଁମାନେ ଶିଶୁପରି ବ୍ଯବହାର ବନ୍ଦ କରି ଦଇେଛନ୍ତି। ଏହା ସହେିମାନଙ୍କ ପାଇଁ ଯେଉଁମାନେ ଆତ୍ମା ରେ ବୃଦ୍ଧି ପାଇଛନ୍ତି।

About ହିବ୍ରୁ Chapter 5

Read ହିବ୍ରୁ Chapter 5 online from the Holy Bible. This chapter is part of the Book of ହିବ୍ରୁ in the New Testament. Continue reading with the chapter navigation above or explore the complete book.

Book Information

Book: ହିବ୍ରୁ
Chapter: 5
Testament: New Testament

How to Read this Chapter

Use the Previous and Next Chapter buttons to continue reading ହିବ୍ରୁ. You can also adjust the font size for comfortable reading and browse other books of the Bible using the navigation links.

https://www.youtube.com/watch?v=rzsT_Q3KLzE

More Resources

Continue Reading the Bible

Continue reading ହିବ୍ରୁ Chapter 5 and explore every book, chapter and verse of the Holy Bible. Use the navigation links above and below to move through the Scriptures with ease.

Frequently Asked Questions

What is ହିବ୍ରୁ Chapter 5?

ହିବ୍ରୁ Chapter 5 is part of the Book of ହିବ୍ରୁ in the Holy Bible.

Can I read this chapter online?

Yes. You can read the complete ହିବ୍ରୁ Chapter 5 online for free with easy chapter navigation.

More Chapters from ନୂତନ ନିୟମ

  1. ମାର୍କ Chapter 13
  2. 1 ତୀମଥି Chapter 3
  3. ମାର୍କ Chapter 4
  4. ଯୋହନ Chapter 21
  5. ଯୋହନ Chapter 1
  6. ମାର୍କ Chapter 12
  7. 2 କରିନ୍ଥୀୟ Chapter 2

Explore More from ହିବ୍ରୁ

  1. ହିବ୍ରୁ Chapter 3
  2. ହିବ୍ରୁ Chapter 10
  3. ହିବ୍ରୁ Chapter 11
  4. ହିବ୍ରୁ Chapter 2
  5. ହିବ୍ରୁ Chapter 9
  6. ହିବ୍ରୁ Chapter 1
  7. ହିବ୍ରୁ Chapter 13

Related Chapters & Readings

  1. ହିତୋପଦେଶ Chapter 31
  2. ଗଣନା ପୁସ୍ତକ Chapter 18
  3. ଦିତୀୟ ରାଜାବଳୀ Chapter 21
  4. ମାର୍କ Chapter 15
  5. ଆୟୁବ Chapter 32
  6. 2 ତୀମଥି Chapter 1
  7. ଯାତ୍ରା ପୁସ୍ତକ Chapter 26
Share Your Love

Leave a Reply

Your email address will not be published. Required fields are marked *